+୨ ପରୀକ୍ଷାରେ କପି ରୋକିବାକୁ ଗଠନ ହେବ ଜିଲ୍ଲାସ୍ତରୀୟ ସ୍କ୍ଵାର୍ଡ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ ଆକ୍ସନ ମୋଡରେ ଏବେ ଉଚ୍ଚ ଶିକ୍ଷା ବିଭାଗ। କପି ରୋକିବା ନେଇ ଜିଲ୍ଲାସ୍ତରୀୟ ସ୍କ୍ଵାର୍ଡ ଗଠନ ହେବ। କାରଣ ପୂର୍ବରୁ ରାଜ୍ୟସ୍ତରୀୟ ସ୍କ୍ୱାର୍ଡ ଗଠନ ହେଉଥିଲା ଯାହା ଫଳରେ ବିଭିନ୍ନ ଜିଲ୍ଲାରେ ସ୍କ୍ଵାଡ୍‌ ପହଞ୍ଚିପାରୁନଥିଲେ।  ଗତବର୍ଷ ପରୀକ୍ଷା ମୂଳକ ଭାବରେ ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲାରେ ଜିଲ୍ଲାସ୍ତରୀୟ ସ୍କ୍ଵାଡ୍‌ ଗଠନ କରି ସଫଳତା ମିଳିଥିଲା। ବଡ ବଡ ଜିଲ୍ଲାରେ ୨ଟି ଏବଂ ଛୋଟ ଜିଲ୍ଲାରେ ଗୋଟିଏ…

Read More

ବିଜେଡିର ଦରବୃଦ୍ଧି ଆନ୍ଦୋଳନ ଖବରକୁ ଧୋଇଦେବ କି ପ୍ରବାସୀ ଭାରତୀୟ ଦିବସ ଓ ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ଅଦଳବଦଳ

ଭୁବନେଶ୍ୱର : ନୂଆବର୍ଷ ଆରମ୍ଭରୁ ରାଜ୍ୟ ରାଜନୀତି ଚଳଚଞ୍ଚଳ ହେବାରେ ଲାଗିଛି। ଏହି କ୍ରମରେ ପ୍ରତି ଦଳ ନିଜ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି। ଶାସକ ବିଜେପି ଦଳର ସାଙ୍ଗଠନିକ ନିର୍ବାଚନ ଜାରି ରହିଛି। କିଛି ସପ୍ତାହ ପରେ ବିଜେପି ନୂଆ ରାଜ୍ୟ ସଭାପତି ପାଇବ। ଜାତୀୟସ୍ତରରେ ମଧ୍ୟ ବିଜେପି ନୂଆ ସଭାପତି ପାଇବ। ସେହିପରି ରାଜ୍ୟର ନୂଆ ସରକାର ପ୍ରବାସୀ ଭାରତୀୟ ଦିବସ ପାଳନ କରିବାକୁ ଲାଗୁଛି। ଏସବୁ ପରେ ଏ ବର୍ଷର ସବୁଠୁ ବଡ଼ ରାଜନୈତିକ…

Read More

ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା। ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଏଣିକି ଅଦିନିଆ ବର୍ଷାରେ ଫସଲ କ୍ଷତିଗ୍ରସ୍ତ ହେଲେ କ୍ଷତିଗ୍ରସ୍ତ ଚାଷୀଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନାର ରିଲିଫ୍‌ ପାଣ୍ଠିରୁ ସହାୟତା ଦିଆଯିବ। ୩୩ ପ୍ରତିଶତରୁ ଅଧିକ ଫସଲ ନଷ୍ଟ ହୋଇଥିଲେ ଏହି ସୁବିଧା ମିଳିବ ବୋଲି ବି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗତ କିଛି ଦିନ ତଳେ ହୋଇଥିବା ଅଦିନିଆ ବର୍ଷାରେ ୬ ଲକ୍ଷ ୬୬…

Read More

ସମୟ କୌଣସି ଅପରାଧକୁ ବେଶିଦିନ ଗୁପ୍ତ ରଖେନି,

ଭୁବନେଶ୍ୱର : (ବିଜୟ ସାହୁ)-ବାଲେଶ୍ଵର ସାଂସଦ ପ୍ରତାପ ସାରଙ୍ଗୀ ନିଜକୁ ପ୍ରୋଜେକ୍ଟ କରିବାକୁ ଯାଇ ଯେଉଁ ନାଟକ ରଚିଲେ ସେଇ ନାଟକ ହିଁ ଲୋକଙ୍କୁ ଅତୀତର କଥା କୁ ତାଙ୍କ ଆଗରେ ଦର୍ପଣ ଭଳି ଥୋଇଦେଲା । ଅବଶ୍ୟ 2014ରେ ମୋଦୀ ଯେତେବେଳେ ବହୁମତ ନେଇ ପ୍ରଧାନମନ୍ତ୍ରୀ ହେଲେ ସେତେବେଳେ ପ୍ରତାପ ସାରଙ୍ଗୀଙ୍କୁ କ୍ୟାବିନେଟରେ ନେବାକୁ ମାନବ ଅଧିକାର ସଙ୍ଗଠକ ମାନେ ଦିଲ୍ଲୀର କିଛିଟା ବିରୋଧ କରିଥିଲେ, କିନ୍ତୁ ତାହା ବହୁଳ ପ୍ରଚାରିତ ହେଲା ନାହିଁ। ମୋଦୀଙ୍କପ୍ରଧାନମନ୍ତ୍ରୀ…

Read More

ଚାଷୀକୂଳ ବେହାଲ…ଭୁଲ୍ ପାଣିପାଗ ସୂଚନାକୁ ଦାୟୀ କଲେ କୃଷକ…

ଭୁବନେଶ୍ୱର: ଶୀତଦିନ ଜାରି ରହିଛି। ମାତ୍ର ଏହା ଭିତରେ ଅଦିନିଆ ବର୍ଷା ଚାଷୀ ମେରୁଦଣ୍ଡକୁ ଏକ ପ୍ରକାର ଭାଙ୍ଗି ଦେଇଛି। ପାଣିପାଗ ବିଭାଗ ଓ କୃଷି ବିଭାଗ ଏହି ଅଦିନିଆ ବର୍ଷାକୁ ନେଇ ଯେଉଁପରି ଭାବେ ଚାଷୀମାନଙ୍କୁ ସଚେତନ କରିବା କଥା, ତାହା କରିନାହିଁ ବୋଲି ଅଭିଯୋଗ ଆସିଲାଣି। ଉପକୂଳ ଓ ଦକ୍ଷିଣ ଓଡିଶାର ଚାଷୀମାନେ ଏହି ଅଭିଯୋଗ କରିଛନ୍ତି। ଗୋଟିଏ ପଟେ ସରକାର ଧାନ କ୍ୱିଣ୍ଟାଲ ପିଛା 800 ଟଙ୍କା ବୋନସ୍ ଦେବା କଥା କହୁଛନ୍ତି।…

Read More

ପ୍ରକଳ୍ପକୁ ନେଇ ବିଜେପି ଭିତରେ ଶୀତଳ ଯୁଦ୍ଧ….ମୁକୁ ବନାମ ମନମୋହନ କ୍ୟାମ୍ପ ଶିବିର ଚଳଚଞ୍ଚଳ..

ଭୁବନେଶ୍ୱର: (ସମ୍ପାଦିତ ଅଂଶ)- ଭଦ୍ରକ ଜିଲ୍ଲାରେ ଟେକ୍ସଟାଇଲ୍ ପାର୍କର ଆନୁଷ୍ଠାନିକ ମଞ୍ଜୁରୀ ପରେ ରାଜ୍ୟ ବିଜେପି ରାଜନୀତିକୁ ନେଇ ସାମାଜିକ ଗଣମାଧ୍ୟମରେ ମତ ରଖିଥିଲେ ବିଜେଡି ସମର୍ଥକ ତଥା ଖୋଲାକଥା ଫେମ୍ ସତ୍ୟଜିତ ମିଶ୍ର। ତାଙ୍କ ମୂଳଲେଖାର ଭାବକୁ ଅକ୍ଷୁର୍ଣ୍ଣ ରଖାଯାଇ ସମ୍ପାଦିତ ଅଂଶ ନିମ୍ନରେ ପ୍ରଦାନ କରାଯାଇଛି। -ଶ୍ରୀ ମିଶ୍ର କହିଛନ୍ତି ଯେ, ପୂର୍ବ ନବୀନ ପଟ୍ଟନାୟକ  ସରକାର ଥିଲେ ରାଜନୈତିକ ସମୀକ୍ଷକ ମାନେ ଆବଶ୍ୟକତା ଠାରୁ ଅଧିକ ଉତ୍ପାତ ହେଉଥିଲେ। ସେ ଜଣେ ସାଧାରଣ…

Read More

ହାରିବା ପରେ ବି ଭୋଟରଙ୍କୁ ପଢିବାରେ ଭୁଲ୍ କରୁଛି ବିଜେଡି …ଆମ୍ବେଦକରଙ୍କ ଅପମାନକୁ ନେଇ ଦଳରେ ଭୟଙ୍କର ନୀରବତା….

ଭୁବନେଶ୍ୱର : ବିଧାନସଭା ନିର୍ବାଚନ ଫଳାଫଳ ପରେ ବିଜେପି ଆଦିବାସୀ ବର୍ଗରୁ ମୁଖ୍ୟମନ୍ତ୍ରୀ, ସାଧାରଣ ଓ ପଛୁଆବର୍ଗରୁ ଜଣେ ଲେଖାଏଁ ଉପ ମୁଖ୍ୟମନ୍ତ୍ରୀ ନିଯୁକ୍ତ କଲା। କଂଗ୍ରେସ ମଧ୍ୟ ଆଦିବାସୀ ବର୍ଗରୁ ବିଧାୟକ ଦଳ ନେତା, ସାଧାରଣ ବର୍ଗରୁ ଉପ ନେତା ଏବଂ ସଂଖ୍ୟାଲଘୁ ବର୍ଗରୁ ମୁଖ୍ୟ ସଚେତକ ନିଯୁକ୍ତ କଲା। ଦୁଇ ଜାତୀୟ ଦଳ ସାମାଜିକ ସମୀକରଣରୁ ଗୁରୁତ୍ୱ ଦେଲେ। ଆଗାମୀ ଦିନର ରାଜନୀତିରେ ସାମାଜିକ ସମୀକରଣ, ସାମାଜିକ ନ୍ୟାୟ ଓ କଥିତ ହିନ୍ଦୁତ୍ୱ ଉପରେ…

Read More

କେତେ ସତ ପ୍ରତାପଙ୍କୁ ରାହୁଲଙ୍କ ଆକ୍ରମଣ, ଅଙ୍ଗେଲିଭା କଥା ରଖିଲେ ସୁଲତା

ନୂଆଦିଲ୍ଲୀ/ଭୁବନେଶ୍ୱର: ୨୦/୧୨-  ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ଵାରା ଆଘାତ ପ୍ରାପ୍ତ ହୋଇଥିବା ପ୍ରତାପ ଷଡ଼ଙ୍ଗୀ ଗତକାଲି ଠାରୁ କହି ଆସିଛନ୍ତି l କେତେ ଜଣ ଏହାର ସିସିଟିଭି କ୍ୟାମେରା ଫୁଟେଜ ପାଇଁ ଦାବି କରିଛନ୍ତି l ଏ ପର୍ଯ୍ୟନ୍ତ କୌଣସି ଭିଡ଼ିଓ ରାହୁଲ ଗାନ୍ଧୀ ଏପରି କରିଥିବା ଜଣା ପଡି ନାହିଁ l ଏହା ମଧ୍ୟରେ ବର୍ତ୍ତମାନ ସମୟର ଚର୍ଚ୍ଚିତ ସାଂସଦ ସୁଲତା ଦେଓଙ୍କ ଏକ ପୋଷ୍ଟ ଘଟଣାକୁ ବୁଝିବାକୁ ଏକ ନିଛକ…

Read More

ଆରମ୍ଭ ହେବ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା, ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ହେବେ ଉପକୃତ

ଭୁବନେଶ୍ୱର :  ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା ଡିସେମ୍ବର ୩୧ ତାରିଖରୁ ଆରଂଭ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଶିକ୍ଷା ଉଦ୍ଦେଶ୍ୟରେ ବରଗଡରୁ ଏହି ଯୋଜନା ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀ କହିଛନ୍ତି, ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ । ଏହି ଯୋଜନାରେ ପ୍ରାୟ ୩ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ । ଏଥିପାଇଁ…

Read More

ଡକ୍ଟରେଟରେ ସମ୍ମାନିତ ହେଲେ ମାଣ୍ଡିଆ ରାଣୀ

ଭୁବନେଶ୍ବର; ଓୟୁଏଟିର ସମାବର୍ତ୍ତନ ଉତ୍ସବରେ ମାଣ୍ଡିଆ ରାଣୀ ଭାବେ ଜଣାଶୁଣା ଥିବା କୋରାପୁଟ ଜିଲ୍ଲାର ରାଇମତୀ ଘିଉରିଆଙ୍କୁ ସମ୍ମାନ ସୂଚକ ଡକ୍ଟରେଟ ପ୍ରଦାନ କରାଯାଇଛି । ଏହି ଅବସରରେ ରାଇମତୀ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ସମ୍ମାନିତ ହୋଇଛନ୍ତି । ମାଣ୍ଡିଆକୁ ସଂରକ୍ଷିତ କରି ରଖିବା ସହ ଏହାକୁ ବିଶ୍ୱ ଦରବାରରେ ପହଞ୍ଚିବାରେ ମୁଖ୍ୟ ପୁରୋଧା ସାଜିଥିବା ରାଇମତି ଆଜି କେବଳ ଓଡ଼ିଶା ନୁହେଁ ବରଂ ଦେଶ ବିଦେଶରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି…

Read More