୪ଟି ଜିଲ୍ଲାର ୩୫୭ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି । ଏହି ପର୍ଯ୍ୟାୟର ପ୍ରଥମ ଦିନରେ ଆଜି ୪ଟି ଜିଲ୍ଲାର ୩୫୭ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଛନ୍ତି । ଏଥିରେ ଗଞ୍ଜାମ ଜିଲ୍ଲାର ୧୦୬ଟି ହାଇସ୍କୁଲ, ଅନୁଗୁଳର ୮୭ଟି, କେନ୍ଦୁଝରର ୫୭ଟି ଓ ଜଗତସିଂହପୁରର ୧୦୭ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ତୃତୀୟ ପର୍ଯ୍ୟାୟରେ ସମୁଦାୟ ୨୧୫୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବର ଯୋଜନା ରହିଛି । ଗତ…

Read More

ଖରାଦିନ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର : ବାତ୍ୟା ମୁକାବିଲା ପାଇଁ ଆଜି ଏକ ପ୍ରସ୍ତୁତି ବୈଠକ ବସୁଥିବା ବେଳେ ଏଥିରେ ମୁଖ୍ୟତଃ ବୈଷୟିକ ପ୍ରସ୍ତୁତି ଓ ପୁନରୁଦ୍ଧାର ପ୍ରସ୍ତୁତି ନେଇ ଆଲୋଚନା ହେବ। ପ୍ରାକ୍ ମୌସୁମୀ ମାସ ଓ ମୌସୁମୀ ମାସର ସାମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ଅଲଗା ଅଲଗା ପ୍ରସ୍ତୁତି ବୈଠକ କରୁଛନ୍ତି । ମାର୍ଚ୍ଚ ମାସରୁ ମେ ମାସ ମଧ୍ୟରେ ହେଉଥିବା ବାତ୍ୟାକୁ ପ୍ରାକ୍ ମୌସୁମୀ ବାତ୍ୟା ବୋଲି କୁହାଯାଉଥିବା ବେଳେ ଏଥିପାଇଁ ବୁଧବାର ମୁଖ୍ୟଶାସନ ସଚିବଙ୍କ…

Read More

ଭୁବନେଶ୍ୱର-କଟକ ‘ମେଟ୍ରୋ ପାଇଁ ଡିପିଆର ପ୍ରସ୍ତୁତି

ଭୁବନେଶ୍ୱର: ଭୁବନେଶ୍ୱର-କଟକ ମେଟ୍ରୋ ରେଳ ପ୍ରକଳ୍ପ ବିସ୍ତୃତ ରିପୋର୍ଟ (ଡିପିଆର) ପ୍ରସ୍ତୁତ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଆରମ୍ଭ ହୋଇଥିବା ବେଳେ ସର୍ବନିମ୍ନ ସମୟସୀମା ମଧ୍ୟରେ ଡିପିଆର ପ୍ରସ୍ତୁତିକୁ ଗୁରୁତ୍ୱ ଦିଆଯାଇଛି। ଡିପିଆର୍‌‌ ପ୍ରସ୍ତୁତି ସମୟରେ ଯେଉଁ ବିଭାଗଗୁଡ଼ିକର ସହାୟତା ଆବଶ୍ୟକ ପଡ଼ିବ, ଅଗ୍ରାଧିକାର ଭିତ୍ତିରେ ସହଯୋଗ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯାହାଦ୍ୱାରା ଅତି କମ୍‌‌ ସମୟ ମଧ୍ୟରେ ଏହି ପ୍ରକଳ୍ପର ଡିପିଆର୍‌‌ ପ୍ରସ୍ତୁତି ଶେଷ ହୋଇ ପ୍ରକଳ୍ପ କାମ ଆରମ୍ଭ…

Read More

ରାଜ୍ୟରେ ୩୯୩ ଜଣ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।ଗତ ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୧୬୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁର ରେ ୭୧, କଟକ ୬୫, ମୟୂରଭଞ୍ଜ ୨୮,ବଲାଙ୍ଗୀର ୨୧, ଖୋର୍ଦ୍ଧାରେ ୨୭, ଅନୁଗୁଳରୁ ୨ ଜଣ, ବରଗଡ଼ରୁ ୩ ଜଣ, ବଲାଙ୍ଗୀରରୁ ୨୧ ଜଣ, ବୌଦ୍ଧରୁ ୬ ଜଣ, ଦେଓଗଡ଼ରୁ ୩ ଜଣ,…

Read More

ଖୁବ୍‌‌ଶୀଘ୍ର ପ୍ରକାଶ ପାଇବ ଜେଇଇ ମେନ୍‌‌ ରେଜଲ୍ଟ

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ଜେଇଇ (ଯୁଗ୍ମ ପ୍ରବେଶିକା ପରୀକ୍ଷା) ରେଜଲ୍ଟ ଖୁବଶୀଘ୍ର ପ୍ରକାଶ ପାଇବ। ଚଳିତ ମାସ ଶେଷ ସୁଦ୍ଧା ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ ପାଇବ ବୋଲି ଏନ୍‌ଟିଏ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ଜେଇଇ ମେନ୍‌‌ ଏପ୍ରିଲ ୬ ତାରିଖଠୁ ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହୋଇଥିବା ବେଳେ ଏହି ପରିକ୍ଷାରେ ପ୍ରାୟ ୮ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ରାଜ୍ୟର ପାଖାପାଖି ୨୦ ହଜାର ଛାତ୍ରଛାତ୍ରୀ ଚଳିତ ପର୍ଯ୍ୟାୟରେ ପ୍ରବେଶିକା ଦେଇଥିବା ସୂଚନା…

Read More

ସଞ୍ଜୟଙ୍କୁ ପିନାକୀଙ୍କ ଆଲିଙ୍ଗନ ଲୌହ ଭୀମକୁ ଧ୍ରୁତରାଷ୍ଟ୍ରର ଆଲିଙ୍ଗନ ନୁହେଁ ତ………….

ଭୁବନେଶ୍ୱର,୨୪/୪(ବ୍ୟୁରୋ): ମହାଭାରତ ଯୁଦ୍ଧ ସରିଯାଇଥାଏ। ପାଣ୍ଡବମାନେ ଶ୍ରୀକୃଷ୍ଣଙ୍କ ସହ ମହାରାଜା ଧ୍ରୁତରାଷ୍ଟ୍ରଙ୍କୁ ଭେଟିବା ପାଇଁ ଇନ୍ଦ୍ରପ୍ରସ୍ଥ ଆସିଥାନ୍ତି। ଶତପୁତ୍ର ନିଧନ ଦୁଃଖରେ ଧ୍ରୁତରାଷ୍ଟ୍ର ମ୍ରିୟମ୍ରାଣ ହୋଇ ପଡିଥାନ୍ତି। ନିଜ ଆଡୁ କୁରୁ ଶ୍ରେଷ୍ଠ ପଞ୍ଚୁ ପାଣ୍ଡବଙ୍କୁ କୋଳାଗ୍ରତ କରି ଅଭିଭାଦନ କରନ୍ତି। ଯୁଧିଷ୍ଠିରଙ୍କ ଅଭିଭାଦନ ପରେ ଭୀମଙ୍କୁ ଡାକି ଆଲିଙ୍ଗନ କରିବାକୁ ଉଦ୍ୟତ ହୁଅନ୍ତି ଧ୍ରୁତରାଷ୍ଟ୍ର। ହେଲେ ଅନ୍ତର୍ଯ୍ୟାମୀ ଶ୍ରୀକୃଷ୍ଣ ଭୀମଙ୍କୁ ଧ୍ରୁତରାଷ୍ଟ୍ର ନିକଟରୁ ଦୂରେଇ ରଖନ୍ତି। ଭୀମଙ୍କ ବଦଳରେ ତାଙ୍କ ଲୌହ ପ୍ରତିମାକୁ ଅନ୍ଧ ଧ୍ରୁତରାଷ୍ଟ୍ରଙ୍କ…

Read More

୩୫ ଲକ୍ଷରୁ ଅଧିକ ଚାଷୀ ପାଇଲେ ୪୪୧.୭୬ କୋଟି ଟଙ୍କା ସୁଧ ରିହାତି

ଭୁବନେଶ୍ୱର, ୨୪/୨(ବ୍ୟୁରୋ ): ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ସୋମବାର  ଲୋକସେବା ଭବନରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୨୦୨୨-୨୩ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚଷୀଙ୍କୁ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି । ରାଜ୍ୟର ସମସ୍ତ ସମବାୟ ବ୍ୟାଙ୍କ ଓ ୨୪୦୯ଟି ପ୍ରାଥମିକ କୃଷି ସମବାୟ ସମିତିକୁ ଏହି ରିହାତି ପରିମାଣ ପ୍ରଦାନ କରାଗଲା । ପ୍ରଥମ ପର୍ଯ୍ୟାୟରେ ୪୧୫.୧୭ କୋଟି ଟଙ୍କାର ସୁଧ ରିହାତି ଦିଆଯାଇଥିଲା । ଏହି…

Read More

୪ ଦିନ ପର୍ଯ୍ୟନ୍ତ ୪ରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ।

ଭୁବନେଶ୍ବର : ରାଜ୍ୟରେ ଗତ ଦୁଇ ଦିନ ହେବ ପାଗରେ ପରିବର୍ତ୍ତନ ସହ ଦିନ ତାପମାତ୍ରା ହ୍ରାସ ପାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାରେ ପଶ୍ଚିମ ଝଡ଼ ସହ କାଳବୈଶାଖୀର ପ୍ରଭାବ ଲାଗି ରହିବ। ସୋମବାର ସକାଳ ୯ଟା ସୁଦ୍ଧା କଳାହାଣ୍ଡି, ରାୟଗଡ଼ା, କୋରାପୁଟ, କନ୍ଧମାଳ, ଗଞ୍ଜାମ, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଓ କୁଆପଥର ବର୍ଷା ସହ ଘଣ୍ଟା ପ୍ରତି ୪୦ ରୁ ୫୦ କିମି…

Read More

ଶଙ୍ଖ ଭବନ ଓଡିଶାର ଅତୀତ ସହ ଏହା ଭବିଷ୍ୟତକୁ ଯୋଡିବ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଜୁ ଜନତା ଦଳର କାର୍ଯ୍ୟାଳୟ ‘ଶଙ୍ଖ ଭବନ’ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେଡିର ନୂଆ ରାଜ୍ୟ କାର୍ଯ୍ୟାଳୟକୁ ଦଳୀୟ ନେତା ଓ କର୍ମୀଙ୍କ ଉପସ୍ଥିତିରେ ଉଦଘାଟନ କରିଛନ୍ତି। ପ୍ରତ୍ୟେକ ଜିଲ୍ଲାରୁ ଦଳର ନେତା ଏହି କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ବିଜେଡି ଗଠନ ପରଠାରୁ କ୍ୟାପିଟାଲ ହସ୍ପିଟାଲ ପାଖରେ ଦଳର ପୁରୁଣା କାର୍ଯ୍ୟାଳୟ ରହି ଆସିଥିଲା । କିନ୍ତୁ ଦୀର୍ଘ ବର୍ଷ ପରେ ଦଳର ନୂଆ…

Read More

ସହୀଦ ଦେବାଶିଷ ବିଶ୍ୱାଳ ଅମର ରହେ

ସତ୍ୟବାଦୀ,୨୨/୪(ବ୍ୟୁରୋ): ପିଲାଦିନୁ ସେନାରେ ଯାଇ ଭାରତମାତାର ସେବା କରିବାର ଇଚ୍ଛା ଦେବାଶିଷ ବିଶ୍ୱାଳଙ୍କୁ ନିଜର ଅନ୍ୟ ସହପାଠୀଙ୍କ ଠାରୁ ଭିନ୍ନ କରିଥିଲା l ଘରେ ନିଜର ସମସ୍ତ ସମ୍ପର୍କୀୟଙ୍କୁ ବିଦାୟ ଦେଇ ଦେବାଶିଷ ସୀମାନ୍ତ ଅଂଚଳକୁ ଚାଲିଯାଇଥିଲେ l ହେଲେ ସେ ଆଉ ଫେରିଲେଣି, ତାଙ୍କ ପାର୍ଥିବ ଶରୀର ଫେରିଲା ସହୀଦର ସୁନାମ ସହ l ଶନିବାର ସେହି ବୀର ସୈନିକଙ୍କ ଚିତା ଜଳିଛି ଜନ୍ମ ମାଟିରେ ସତ୍ୟବାଦୀରେ l ଆଉ ବିଦାୟ ଜଣାଇଛନ୍ତି ଆତ୍ମୀୟସ୍ୱଜନ,ଲକ୍ଷ ଲକ୍ଷ…

Read More