ନବୀନଙ୍କୁ କଣ୍ଟାବାଞ୍ଜିରେ ହରାଇଥିଲେ ବିଜେଡି ନେତା….ଧିରେ ଧିରେ ଖୋଲୁଛି ଗୁମର..

ବଲାଙ୍ଗୀର : ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଥିଲେ ଅପରାଜେୟ, ଅପ୍ରତିଦ୍ୱନ୍ଦ୍ୱୀ । ହେଲେ ଗୋଟିଏ ଝଟକାରେ ହାରିଗଲେ ନବୀନ। ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରେ ପ୍ରଥମ ଥର ପାଇଁ ପରାଜୟର ମୁହଁ ଦେଖିଲେ ବିଜୁ ନନ୍ଦନ ନବୀନ ପଟ୍ଟନାୟକ। ହାରିବା ପରେ ବିଜେଡି ପକ୍ଷରୁ ଚାଲିଛି କଣ୍ଟାବାଞ୍ଜି ପରାଜୟର ବ୍ୟବଚ୍ଛେଦ। ବିଜେପିର  ପ୍ରଥମ ଥର ବିଧାୟକ ହୋଇଥିବା ଲକ୍ଷ୍ମଣ ବାଗଙ୍କ ଠାରୁ ଭଲ ବ୍ୟବଧାନରେ ହାରିଯାଇଥିଲେ ନବୀନ । ହେଲେ ଏହି ପରାଜୟର ବିଜେଡି ନେତାଙ୍କ ଅବଦାନ…

Read More

ମୁଖ୍ୟମନ୍ତ୍ରୀ ଶୁଣିବେ ଲୋକଙ୍କ ଅଭିଯୋଗ…

ଭୁବନେଶ୍ୱର : ଏଣିକି ସବୁଦିନ ୨ ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୁକ୍ରବାର ଠାରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି। ପ୍ରତିଦିନ ଅପରାହ୍ଣ ୩ଟା ରୁ ୫ଟା ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ। ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ।

Read More

ଲୋକସଭା କାମଚଳା ବାଚସ୍ପତି ଭାବେ ନିଯୁକ୍ତି ହେଲେ ଭର୍ତ୍ତୃହରି ମହତାବ…

ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ ହୋଇଛନ୍ତି। ତାଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ଲୋକସଭାକୁ ଲଗାତାର ୭ ଥର ନିର୍ବାଚିତ ହୋଇଛନ୍ତି ଭର୍ତ୍ତୃହରି। ସେ ୬ ଥର ବିଜେଡି ଟିକେଟରେ ଲୋକସଭାକୁ ନିର୍ବାଚିତ ହୋଇଥିବା ବେଳେ ଏଥର ବିଜେପି ଟିକେଟରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନ ପୂର୍ବରୁ ସେ ବିଜେଡି ଛାଡ଼ି ବିଜେପିରେ ମିଶିଥିଲେ। ସମ୍ବିଧାନର ଅନୁଚ୍ଛେଦ ୯୫ (୧) ଦ୍ୱାରା ପ୍ରଦତ୍ତ କ୍ଷମତାର ଉପଯୋଗ କରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

Read More

ଅପ୍ରତିଦ୍ଵନ୍ଦୀ ଭାବେ ବାଚସ୍ପତି ହେଲେ ସୁରମା ପାଢ଼ୀ …

ସପ୍ତଦଶ ବିଧାନସଭାର ନୂଆ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି  ସୁରମା ପାଢୀ। ସୁରମା ପାଢୀଙ୍କୁ ବାଚସ୍ପତି କରିବାକୁ ଗୃହରେ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯାହାକୁ ସମସ୍ତ ସଦସ୍ୟ ସମର୍ଥନ କରିଥିଲେ । ସର୍ବସମ୍ମତି କ୍ରମେ ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ସୁରମା ପାଢ଼ୀ । ଗତକାଲି ବିଜେପି ପକ୍ଷରୁ ବାଚସ୍ପତି ପଦ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ରଣପୁର ବିଧାୟିକା ସୁରମା ପାଢ଼ୀ । ତେବେ ଆଜି ସର୍ବସମ୍ମତି କ୍ରମେ…

Read More

ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ହେଲେ ବିରୋଧୀ ଦଳ ନେତା …

ଭୁବନେଶ୍ୱର: ଲଗାତର ପାଞ୍ଚ ଥର ଧରି ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଥିବା ନବୀନ ପଟ୍ଟନାୟକଙ୍କୁ ଏଣିକି ବିଧାନସଭାରେ ବିରୋଧୀ ଦଳର ନେତା ଆସନରେ ଦେଖିବାକୁ ମିଳିବ । ଆଜି ବିଜେଡି ବିଧାୟକ ଦଳ ବୈଠକରେ ତାଙ୍କୁ ସର୍ବସମ୍ମତିକ୍ରମେ ନେତା ନିର୍ବାଚିତ କରାଯାଇଛି । ସେ ହୋଇଛନ୍ତି ବିରୋଧୀ ଦଳର ନେତା । ଦଳର ବରିଷ୍ଠ ନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ବିରୋଧୀ ଦଳ ଉପନେତା ଭାବେ ନିର୍ବାଚିତ ହୋଇଥିବା ବେଳେ ବିଂଝାରପୁରରୁ ନିର୍ବାଚିତ ଦଳର ବରିଷ୍ଠ…

Read More

ସୁରମା ପାଢୀ ହେବେ ବାଚସ୍ପତି …

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେବେ ସୁରମା ପାଢ଼ୀ  । ବିଜେପି ପକ୍ଷରୁ ବିଧିବଦ୍ଧ ଭାବେ ତାଙ୍କ ନାମ ଘୋଷଣା କରାଯାଇଛି  । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ଅନେକ ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ  ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ସୁରମା  । ଆସନ୍ତାକାଲି ବାଚସ୍ପତି ନିର୍ବାଚନ ହେବ  । ସୁରମା ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି  ।  ପୂର୍ବରୁ…

Read More

ସ୍ବତନ୍ତ୍ର ବିଧାନସଭା ଅଧିବେଶନ;ଆଜି ୪୫ ଜଣ ବିଧାୟକ ନେବେ ଶପଥ…

ଭୁବନେଶ୍ବର :୩ ଦିନିଆ ସ୍ବତନ୍ତ୍ର ବିଧାନସଭା ଅଧିବେଶନ ଗତକାଲି (ମଙ୍ଗଳବାର)ଠାରୁ ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଥମ ଦିନରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ମିଶାଇ ୧୦୨ଜଣ ନବନିର୍ବାଚିତ ବିଧାୟକ ବିଧାନସଭା ସଦସ୍ୟଭାବେ ଶପଥ ଗ୍ରହଣ କରିଛନ୍ତି। ଆଜି (ବୁଧବାର) ଅବଶିଷ୍ଟ ୪୫ଜଣ ନବ ନିର୍ବାଚିତ ବିଧାୟକ ପଦ ଓ ଗୋପନୀୟତାର ଶପଥ ପାଠ କରିବାର କାର୍ଯ୍ୟକ୍ରମ ରହିଛି। ୨୦ ତାରିଖରେ ନୂଆ ବାଚସ୍ପତି ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଆଜି ପ୍ରାର୍ଥୀମାନେ ନାମାଙ୍କନପତ୍ର…

Read More

ନବ ନିର୍ବାଚିତ ବିଧାୟକ ନେଉଛନ୍ତି ଶପଥ…

ଭୁବନେଶ୍ବର: ନବ ନିର୍ବାଚିତ ବିଧାୟକ ମାନଙ୍କୁ  ଶପଥ କରାଇଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପରେ ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି। ଆଜି ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ…

Read More

ଗୃହ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ, ପୃଥ୍ବୀରାଜଙ୍କୁ ତିନି ଗୁରୁତ୍ଵପୂର୍ଣ୍ଣ ବିଭାଗ

ଭୁବନେଶ୍ୱର : ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି  । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁରୁତ୍ୱପୂର୍ଣ୍ଣ  ଗୃହ, ସାଧାରଣ ପ୍ରଶାସନ ଓ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଛନ୍ତି  ।  ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କୃଷି ଏବଂ କୃଷକ କଲ୍ୟାଣ ଏବଂ ଶକ୍ତି ବିଭାଗ ଦିଆଯାଇଛି  ।  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ  ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି…

Read More

ଜୁନ ୨୬ରେ ଲୋକସଭା ବାଚସ୍ପତି ନିର୍ବାଚନ …

ଆସନ୍ତା ଜୁନ ୨୬ରେ ଲୋକସଭା ବାଚସ୍ପତି ନିର୍ବାଚନ । ୨୫ ତାରିଖ ମଧ୍ଯାହ୍ନ ସୁଦ୍ଧା ପ୍ରାର୍ଥୀଙ୍କ ନାମ ଦାଖଲ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି । ଜୁନ ୨୪ରୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ବସିବା ସହ ଏହା ଜୁଲାଇ ୩ ଯାଏ ଚାଲିବ । ଏହି ଅଧିବେଶନରେ ନୂଆ ସାଂସଦମାନଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହେବ । ଜୁନ ୨୭ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଲୋକସଭା ଓ ରାଜ୍ଯସଭାର ମିଳିତ ଅଧିବେଶେନରେ ଉଦବୋଧନ ଦେବେ…

Read More