ଆଜି ଘୋଷଣା ହେବ ମୁଖ୍ୟମନ୍ତ୍ରୀ ନାମ…

ଭୁବନେଶ୍ବର; ରାଜ୍ୟରେ ବିଜେପି ବହୁମତ ପାଇସାରିବା ପରେ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଚାଲିଛି କଳ୍ପନା ଜଳ୍ପନା । ତେବେ ଏହାରି ଭିତରେ ଆଜି ବସିବ ବିଜେପିର ବିଧାୟକ ଦଳ ବୈଠକ । ଏହି ବୈଠକରେ ସବୁ ବିଧାୟକ ମାନଙ୍କ ମତ ଲୋଡା ଯିବା ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରାଯିବ । ଏଥିପାଇଁ ଆଜି ଓଡ଼ିଶାରେ ପହଁଞ୍ଚିବେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୂପିନ୍ଧର ଯାଦବ ।…

Read More

ପ୍ରଧାନମନ୍ତ୍ରୀ ମୋଦି କାହାକୁ ବାଣ୍ଟିଲେ କେଉଁ ଦାୟିତ୍ଵ ଜାଣନ୍ତୁ…

ମୋଦି ସରକାର ଦେଶରେ ତୃତୀୟ ଥର ଶପଥ ଗ୍ରହଣ ପରେ ଏବେ ମନ୍ତ୍ରୀପଦ ବଣ୍ଟା ହୋଇଛି । ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜନାଥ ସିଂହଙ୍କୁ ପ୍ରତିରକ୍ଷା ମନ୍ତ୍ରୀ କରାଯାଇଥିବାବେଳେ ଅମିତ ଶାହ ସ୍ବରାଷ୍ଟ୍ରମନ୍ତ୍ରୀ ହୋଇଛନ୍ତି । କ୍ୟାବିନେଟ ବୈଠକରେ ନୀତିନ ଗଡକରୀଙ୍କୁ ସଡକ ଓ ପରିବହନ ମନ୍ତ୍ରୀପଦ ଦେଇ ରିପିଟ କରିଚନ୍ତି ମୋଦି । ମୋଦୀ ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଜଣାପଡିଛି ଯେ ଗଡକରୀ ନିଜ ଦାୟିତ୍ବ ସଠିକ୍…

Read More

କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ …

ଭୁବନେଶ୍ବର: ଦଳର ଖରାପ ପ୍ରଦର୍ଶନ ପରେ ପଦ ଛାଡ଼ିଲେ ଭକ୍ତ ଦାସ । ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଦେଲେ ଇସ୍ତଫା। ସାଧାରଣ ନିର୍ବାଚନରେ ରାଜ୍ୟରେ କଂଗ୍ରେସର ଖରାପ ପ୍ରଦର୍ଶନ ପାଇଁ ସେ ଇସ୍ତଫା ଦେଇଛନ୍ତି। ଅଧ୍ୟକ୍ଷ ପଦ ଛାଡ଼ିବା ନେଇ ଏଆଇସିସି ସଭାପତିଙ୍କୁ ସେ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ସେ ମାର୍ଚ୍ଚ ୨୨ରେ ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ଦାୟିତ୍ବ ନେଇଥିଲେ।ପରାଜୟ ପାଇଁ ସେ ନୈତିକତା ଭାବେ ନିଜକୁ ଦାୟୀ…

Read More

ଶପଥ ପରେ ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଦସ୍ତଖତ…

ନୂଆଦିଲ୍ଲୀ: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଦସ୍ତଖତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପିଏମ କିଷାନ ନିଧିରେ ଚାଷୀଙ୍କ ଆକାଉଣ୍ଟକୁ ୧୭ତମ କିସ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ନରେନ୍ଦ୍ର ମୋଦି। ୯.୩କୋଟି ଚାଷୀଙ୍କୁ ମିଳିବ ପ୍ରାୟ ୨୦ହଜାର କୋଟି ଟଙ୍କା। ନିର୍ବାଚନ ବେଳେ  ପ୍ରତିଶ୍ରୁତି ଦେଇଥିଲେ ମୋଦି। ଏହାକୁ ପୂରଣ କରିବା ପାଇଁ ତୃତୀୟ ପାଳି ସରକାର ଆରମ୍ଭ ହେବା ସହ ଦାୟିତ୍ୱ ନେବା ପରେ ପ୍ରଥମ ଦସ୍ତଖତ କରିଛନ୍ତି।…

Read More

ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି…

ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ତୃତୀୟ ଥର ଭାବେ ପ୍ରଧାନ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ମୋଦି । ଶପଥ ଗ୍ରହଣ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ଉତ୍ସବ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶପଥ ଗ୍ରହଣ ଉତ୍ସବରେ ପଡ଼ୋଶୀ ରାଷ୍ଟ୍ରର ଅତିଥି ଉପସ୍ଥିତ ରହିଛନ୍ତି । ସୂଚନା ଅନୁଯାୟୀ ଲୋକସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପାଞ୍ଚ ଦିନ ପରେ ନୂତନ…

Read More

ଏବେ ଯାଏଁ ସ୍ଥିର ହୋଇପାରୁନି ରାଜ୍ୟରେ ସରକାର ଗଠନ …

ଭୁବନେଶ୍ୱର : ଓଡ଼ିଶାରେ ବିଜେପି ବହୁମତ ପାଇ ସାରିବା ପରେ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ଏନେଇ ଦଳ ଭିତରେ ଚାଲିଛି ମାନସ- ମନ୍ଥନ। ତେବେ ଏହାରି ଭିତରେ ସ୍ଥିର ହୋଇପାରୁନାହିଁ ରାଜ୍ୟରେ ନୂଆ ସରକାର ଗଠନ ।  ଜୁନ ୧୦ ନୁହେଁ ବରଂ ୧୨ରେ ହେବ ଶପଥ ଗ୍ରହଣ ଉତ୍ସବ । ଏପଟେ ଶପଥ ଗ୍ରହଣ ଉତ୍ସବ ପାଇଁ ଜନତା ମୈଦାନରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ବିଳମ୍ବ ହେଉଛି ଶପଥ ଗ୍ରହଣ…

Read More

୩୬ ଘଣ୍ଟା ପରେ ରାଜ୍ୟ ପାଇବ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ଜୁନ୍ ଦଶ ତାରିଖ ଦିନ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ। ସେହି ଦିନ ପୂର୍ବାହ୍ନରେ ହିଁ ବିଜେପି ବିଧାୟକ ଦଳର ନେତା ଚୟନ କରାଯିବ। ଏନେଇ ରାଜ୍ୟବାସୀଙ୍କୁ ଆହୁରି ଦୁଇଦିନ ଅପେକ୍ଷା କରିବାକୁ ପଡିବ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଏହି ପ୍ରତିକ୍ରିୟା ବିଭିନ୍ନ ମହଲରେ ଉତ୍କଣ୍ଠାକୁ ବଳବତ୍ତର ରଖିଛି। ମୁଖ୍ୟମନ୍ତ୍ରୀ କାହାକୁ କରାଯିବ , ସେନେଇ ପ୍ରାୟ ପାଞ୍ଚ ଜଣଙ୍କ ନାଁ ଉପରେ ଆଲୋଚନା କରାଯାଇଛି। ଏମାନଙ୍କ ମଧ୍ୟରେ…

Read More

ବିଜେଡ଼ି ଛାଡି ପଦ୍ମ ଧରିଲେ ପ୍ରସନ୍ନ  ପାଟ୍ଟଶାଣୀ …

ଭୁବନେଶ୍ଵର; ନିର୍ବାଚନ ହାରିବା ପରେ ବିଜେଡିକୁ ଲାଗିଛି ଆଉ ଏକ ଝଟକା । ଦଳର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି । ଭୁବନେଶ୍ୱର ଲୋକସଭା ଆସନର ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଆଜି ଦଳ ଛାଡ଼ି ପଦ୍ମ ଧରିଛନ୍ତି   । ୨୦୨୪ ନିର୍ବାଚନରେ ବିଜେଡିର ପରାଜୟ ପରେ ବିଜେପିକୁ ନିଜର କରିଛନ୍ତି ପ୍ରସନ୍ନ।ବିଜେଡି ଟିକେଟ ନ ଦେବାରୁ ଅସନ୍ତୁଷ୍ଟ ଥିଲେ ବୋଲି ସେ କହିଛନ୍ତି।

Read More

ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମୋଦି, ଜି -୨୦ ପରି ଏହି ସମାବେଶରେ ରହିବ ସୁରକ୍ଷା ବ୍ୟବସ୍ଥା…

ବିଜେପିର ବରିଷ୍ଠ ନେତା ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଜୁନ ୯) ସନ୍ଧ୍ୟାରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଏହି ସମାରୋହ ପାଇଁ ଦିଲ୍ଲୀ ରବିବାର ଦିନ (ଆସନ୍ତାକାଲି) ହାଇ ଆଲର୍ଟରେ ରହିବ। ପାରାମିଲିଟାରୀ କର୍ମଚାରୀ, ଏନଏସଜି କମାଣ୍ଡୋ, ଡ୍ରୋନ୍ ଏବଂ ସ୍ନାଇପରଙ୍କର ପରି ବହୁ ଉଚ୍ଚ ସ୍ତରୀୟ ସୁରକ୍ଷା ଏହି କାର୍ଯ୍ୟକ୍ରମ ପାଇଁ ରାଷ୍ଟ୍ରପତି ଭବନରେ ନି‌ୟୋଜିତ…

Read More

ରାଜ୍ୟରେ ଚାଲୁ ରହିବ ବିଏସକେୱାଇ କାର୍ଡ; ସ୍ବାସ୍ଥ୍ୟ ବିଭାଗ

ନିର୍ବାଚନ ଫଳାଫଳ ଆସିବା ପରେ ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) ଚାଲୁ ରହିବନି ବୋଲି ବିଜେପି ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ଦେଇଥିବା ବେଳେ ଏକ ପ୍ରକାର ଗରିବ ଲୋକଙ୍କ ଚିନ୍ତା ବଢିଯାଇଥିଲା ।ତେବେ  ଏ ସଂକ୍ରାନ୍ତରେ ସ୍ପଷ୍ଟୀକରଣ ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ରାଜ୍ୟରେ ସରକାର ବଦଳିବା ପରେ ଘରୋଇ ଡାକ୍ତରଖାନାଗୁଡ଼ିକ ବିଏସକେୱାଇ କାର୍ଡରେ ରୋଗୀଙ୍କ ଚିକିତ୍ସା କରୁ ନ ଥିବା ଅଭିଯୋଗ ଆସିଥିଲା। ଏହା ଉପରେ ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟୀକରଣ ରଖିଛି।…

Read More