ପ୍ରଧାନମନ୍ତ୍ରୀ ମୋଦି କାହାକୁ ବାଣ୍ଟିଲେ କେଉଁ ଦାୟିତ୍ଵ ଜାଣନ୍ତୁ…
ମୋଦି ସରକାର ଦେଶରେ ତୃତୀୟ ଥର ଶପଥ ଗ୍ରହଣ ପରେ ଏବେ ମନ୍ତ୍ରୀପଦ ବଣ୍ଟା ହୋଇଛି । ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜନାଥ ସିଂହଙ୍କୁ ପ୍ରତିରକ୍ଷା ମନ୍ତ୍ରୀ କରାଯାଇଥିବାବେଳେ ଅମିତ ଶାହ ସ୍ବରାଷ୍ଟ୍ରମନ୍ତ୍ରୀ ହୋଇଛନ୍ତି । କ୍ୟାବିନେଟ ବୈଠକରେ ନୀତିନ ଗଡକରୀଙ୍କୁ ସଡକ ଓ ପରିବହନ ମନ୍ତ୍ରୀପଦ ଦେଇ ରିପିଟ କରିଚନ୍ତି ମୋଦି । ମୋଦୀ ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଜଣାପଡିଛି ଯେ ଗଡକରୀ ନିଜ ଦାୟିତ୍ବ ସଠିକ୍…
