
ଦଳ ଛାଡି ବିଜେଡ଼ିକୁ ଝଟକା ଦେଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ …
ଭୁବନେଶ୍ଵର: ବିଜେଡି ଛାଡିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତିଙ୍କ ନିକଟକୁ ସେ ଇସ୍ତଫା ପତ୍ର ପଠାଇଛନ୍ତି। ଏ ନେଇ ସେ ଭିଡିଓ ବାର୍ତ୍ତା ଜରିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ବିଧାୟକ ଭାବେ ଲୋକଙ୍କ ସେବା କରିବାକୁ ସୁଯୋଗ ଦେଇଥିବାରୁ ମୁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଉଛି । ଆଗାମୀ ଦିନରେ ମଧ୍ୟ ସିମୁଳିଆ ଓ ଖଇରାବାସୀଙ୍କ ସେବା କରିବି ବୋଲି କହିଛନ୍ତି…