ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ହେଲେ ବିରୋଧୀ ଦଳ ନେତା …

ଭୁବନେଶ୍ୱର: ଲଗାତର ପାଞ୍ଚ ଥର ଧରି ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଥିବା ନବୀନ ପଟ୍ଟନାୟକଙ୍କୁ ଏଣିକି ବିଧାନସଭାରେ ବିରୋଧୀ ଦଳର ନେତା ଆସନରେ ଦେଖିବାକୁ ମିଳିବ । ଆଜି ବିଜେଡି ବିଧାୟକ ଦଳ ବୈଠକରେ ତାଙ୍କୁ ସର୍ବସମ୍ମତିକ୍ରମେ ନେତା ନିର୍ବାଚିତ କରାଯାଇଛି । ସେ ହୋଇଛନ୍ତି ବିରୋଧୀ ଦଳର ନେତା । ଦଳର ବରିଷ୍ଠ ନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ବିରୋଧୀ ଦଳ ଉପନେତା ଭାବେ ନିର୍ବାଚିତ ହୋଇଥିବା ବେଳେ ବିଂଝାରପୁରରୁ ନିର୍ବାଚିତ ଦଳର ବରିଷ୍ଠ…

Read More

ସୁରମା ପାଢୀ ହେବେ ବାଚସ୍ପତି …

ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ନୂଆ ବାଚସ୍ପତି ହେବେ ସୁରମା ପାଢ଼ୀ  । ବିଜେପି ପକ୍ଷରୁ ବିଧିବଦ୍ଧ ଭାବେ ତାଙ୍କ ନାମ ଘୋଷଣା କରାଯାଇଛି  । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ଅନେକ ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ  ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ସୁରମା  । ଆସନ୍ତାକାଲି ବାଚସ୍ପତି ନିର୍ବାଚନ ହେବ  । ସୁରମା ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି  ।  ପୂର୍ବରୁ…

Read More

ସ୍ବତନ୍ତ୍ର ବିଧାନସଭା ଅଧିବେଶନ;ଆଜି ୪୫ ଜଣ ବିଧାୟକ ନେବେ ଶପଥ…

ଭୁବନେଶ୍ବର :୩ ଦିନିଆ ସ୍ବତନ୍ତ୍ର ବିଧାନସଭା ଅଧିବେଶନ ଗତକାଲି (ମଙ୍ଗଳବାର)ଠାରୁ ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଥମ ଦିନରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ମିଶାଇ ୧୦୨ଜଣ ନବନିର୍ବାଚିତ ବିଧାୟକ ବିଧାନସଭା ସଦସ୍ୟଭାବେ ଶପଥ ଗ୍ରହଣ କରିଛନ୍ତି। ଆଜି (ବୁଧବାର) ଅବଶିଷ୍ଟ ୪୫ଜଣ ନବ ନିର୍ବାଚିତ ବିଧାୟକ ପଦ ଓ ଗୋପନୀୟତାର ଶପଥ ପାଠ କରିବାର କାର୍ଯ୍ୟକ୍ରମ ରହିଛି। ୨୦ ତାରିଖରେ ନୂଆ ବାଚସ୍ପତି ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଆଜି ପ୍ରାର୍ଥୀମାନେ ନାମାଙ୍କନପତ୍ର…

Read More

ନବ ନିର୍ବାଚିତ ବିଧାୟକ ନେଉଛନ୍ତି ଶପଥ…

ଭୁବନେଶ୍ବର: ନବ ନିର୍ବାଚିତ ବିଧାୟକ ମାନଙ୍କୁ  ଶପଥ କରାଇଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପରେ ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି। ଆଜି ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ…

Read More

ଗୃହ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ, ପୃଥ୍ବୀରାଜଙ୍କୁ ତିନି ଗୁରୁତ୍ଵପୂର୍ଣ୍ଣ ବିଭାଗ

ଭୁବନେଶ୍ୱର : ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି  । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁରୁତ୍ୱପୂର୍ଣ୍ଣ  ଗୃହ, ସାଧାରଣ ପ୍ରଶାସନ ଓ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଛନ୍ତି  ।  ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କୃଷି ଏବଂ କୃଷକ କଲ୍ୟାଣ ଏବଂ ଶକ୍ତି ବିଭାଗ ଦିଆଯାଇଛି  ।  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ  ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି…

Read More

ଜୁନ ୨୬ରେ ଲୋକସଭା ବାଚସ୍ପତି ନିର୍ବାଚନ …

ଆସନ୍ତା ଜୁନ ୨୬ରେ ଲୋକସଭା ବାଚସ୍ପତି ନିର୍ବାଚନ । ୨୫ ତାରିଖ ମଧ୍ଯାହ୍ନ ସୁଦ୍ଧା ପ୍ରାର୍ଥୀଙ୍କ ନାମ ଦାଖଲ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି । ଜୁନ ୨୪ରୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ବସିବା ସହ ଏହା ଜୁଲାଇ ୩ ଯାଏ ଚାଲିବ । ଏହି ଅଧିବେଶନରେ ନୂଆ ସାଂସଦମାନଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ହେବ । ଜୁନ ୨୭ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଲୋକସଭା ଓ ରାଜ୍ଯସଭାର ମିଳିତ ଅଧିବେଶେନରେ ଉଦବୋଧନ ଦେବେ…

Read More

୧୬ ମନ୍ତ୍ରୀଙ୍କ ଭିତରୁ ୧୪ ଜଣଙ୍କ ନାଁରେ ରହିଛି ଅପରାଧିକ ମାମଲା…

ବିଜେପି ସରକାରରେ ମନ୍ତ୍ରୀ ହୋଇଥିବା ୧୬ଜଣଙ୍କ ମଧ୍ୟରୁ ୧୪ଜଣ ନାଁରେ ଅପରାଧିକ ମାମଲା ରହିଛି । ଦୁଇ ଜଣ କ୍ୟାବିନେଟ୍‍ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଓ ପ୍ରଦୀପ ବଳ ସାମନ୍ତଙ୍କ ନାଁରେ ଆଦୌ ଅପରାଧିକ ମାମଲା ନଥିବା ଏଡିଆର ରିପୋର୍ଟରୁ ଜଣାପଡିଛି । ଏହି ରିପୋର୍ଟ ଅନୁଯାୟୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୁଦ୍ଧରେ ଗୋଟିଏ ଅପରାଧିକ ମାମଲା ଥିବାବେଳେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ନାମରେ ଦୁଇଟି ଓ ପ୍ରଭାତୀ ପରିଡାଙ୍କ ବିରୁଦ୍ଧରେ ୯ଟି ଫୌାଜଦାରୀ…

Read More

ଦ୍ଵନ୍ଦରେ ରାହୁଲ୍ ଗାନ୍ଧି, କେଉଁ ଆସନ ଛାଡ଼ିବେ ତାକୁ ନେଇ ବଢିଲା ଚର୍ଚ୍ଚା…

କଂଗ୍ରେସ ନେତା ରାହୁଲ ଗାନ୍ଧି ଏଥର ସଧାରଣ ନିର୍ବାଚନରେ ଉତ୍ତର ପ୍ରଦେଶର ରାଇବରେଲି ଓ କେରଳର ୱାଇନଡ ପରି ୨ଟି ସ୍ଥାନରୁ ସାଂସଦ ରୂପେ ବିଜୟ ଲାଭ କରିଛନ୍ତି। ତେବେ ଏହାରି ଭିତରେ ତାଙ୍କୁ ଗୋଟିଏ ସିଟ୍ ଛାଡ଼ିବାକୁ ହେବ। ରାହୁଲ କେଉଁ ସିଟ୍ ରଖିବେ ତାହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହାରି ଭିତରେ ରାହୁଲ୍ ଗାନ୍ଧି ୱାଇନଡରେ ଆୟୋଜିତ ସମ୍ବୋଧନ ସଭାରେ ଲୋକଙ୍କୁ ଧନ୍ୟବାଦ୍ ଜଣାଇବା ସହ ଜନତାଙ୍କୁ କେଉଁ ଆସନ ଛାଡ଼ିବେ ସେ…

Read More

୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣିବୁ; ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର; ଆଜି ସକାଳୁ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କର ମନ୍ତ୍ରୀମଣ୍ଡଳ ସଦସ୍ୟମାନଙ୍କ ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ  ଓ ପ୍ରଭାତୀ ପରିଡାଙ୍କ ସମେତ ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ। ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ  ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ …

Read More

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ୪ ଦ୍ଵାର…

ପୁରୀ;ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ କରିଛି। ମୁଖ୍ୟମନ୍ତ୍ରୀ ଭାବେ ବିଜେପି ପକ୍ଷରୁ ମୋହନ ଚରଣ ମାଝୀ ଓଡ଼ିଶାର ଦାୟିତ୍ଵ ନେଇଛନ୍ତି। ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ,  ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଓ ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ ବିଧାୟକ ମାନଙ୍କ ଉପସ୍ଥିତିରେ ଆଜି ଭକ୍ତ ମାନଙ୍କ ପାଇଁ ଶ୍ରୀ ମନ୍ଦିରର ଚାରିଦ୍ୱାର ଖୋଲା ଯାଇଛି। ଆଜି ସକାଳୁ ମୁଖ୍ୟମନ୍ତ୍ରୀ…

Read More