ଆସନ୍ତାକାଲିଠୁ ଖୋଲିବ ଶ୍ରୀମନ୍ଦିରର ୪ ଦ୍ଵାର…

ରାଜ୍ୟରେ ବିଜେପି ସରକାର ଆଜି ଶପଥ ନେବା ସହ ନିଜର ପ୍ରଥମ କ୍ୟାବିନେଟ୍ ଓ ମନ୍ତ୍ରିପରିଷଦ ବୈଠକରେ ୪ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚାରିଦ୍ୱାର ଖୋଲିବା ଓ ଶ୍ରୀମନ୍ଦିର ପରିଚାଳନା ପାଇଁ ୫୦୦କୋଟି ଟଙ୍କାର କର୍ପସ ପାଣ୍ଠି, ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା ଓ ଚାଷୀଙ୍କ ପାଇଁ ସମୃଦ୍ଧ କୃଷକ ନୀତି ଆସନ୍ତା ୧୦୦ଦିନ ମଧ୍ୟରେ କାର୍ଯ୍ୟକାରୀ କରିବାକୁ ରାଜ୍ୟର ବିଜେପି ସରକାର ନିଷ୍ପତ୍ତି ନେଇଛି ।ପୁରୀ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ୪…

Read More

ରାଜ୍ୟରେ ଆରମ୍ଭ ହେଲା ବିଜେପି ସରକାର,ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ…

ରାଜ୍ୟରେ ଆଜି ଠାରୁ ଆରମ୍ଭ ହେଲା ବିଜେପି ସରକାର। ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର ବିଧାନସଭା ଆସନରୁ ୪ ଥର ନିର୍ବାଚିତ ମୋହନ ଚରଣ ମାଝୀ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ହଜାର ହଜାର ଲୋକଙ୍କ ଉପସ୍ଥିତିରେ ରାଜ୍ୟପାଳ ରଘୁବର ଦାସଙ୍କ ଠାରୁ ମୋହନ ମାଝୀ ପଦ ଓ ଗୋପନୀୟତାର ସହିତ ଶପଥ ଗ୍ରହଣ କରିଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ପରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଓ…

Read More

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଚନ୍ଦ୍ରବାବୁ ନାଇଡୁ

ଅମରାବତୀ: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଚନ୍ଦ୍ରବାବୁ ନାଇଡୁ । ଚତୁର୍ଥ ଥର ପାଇଁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନାଇଡୁ। ରାଜ୍ୟପାଳ ଏସ. ଅବଦୁଲ ନଜୀର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଶପଥ ପାଠ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ସ୍ଵାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସମେତ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀ ଉପସ୍ଥିତ ଥିଲେ। ନାଇଡୁ ସରକାରରେ ଟିଡିପିରୁ ୨୧, ଜନସେନାରୁ ୨ ଓ…

Read More

ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ମାଝି…

ଭୁବନେଶ୍ଵର: ସବୁ ଚର୍ଚ୍ଚାର ଅନ୍ତ ଘଟିଛି । ଶେଷରେ କେନ୍ଦୁଝର ବିଧାୟକ ମୋହନ ମାଝିଙ୍କ ମୁଣ୍ଡରେ ସୁନାକଳସ ଢାଳିଛି ରାଜ୍ୟ ବିଜେପି । ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଭାବେ ସେ ଆଜି ଶପଥ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହିତ ଦୁଇଜଣ ଉପମୁଖ୍ୟମନ୍ତ୍ରୀ ରହିବେ। ବିଜେପିର ବରିଷ୍ଠ ନେତା ତଥା ପାଟଣାଗଡର ବିଧାୟକ କନକବର୍ଦ୍ଧନ ସିଂହଦେଓ ଏବଂ ନିମାପଡାର ବିଧାୟିକା ପ୍ରଭାତୀ ପରିଡା ମଧ୍ୟ ଆଜି ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ…

Read More

ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେଲେ ମୋହନ ଚରଣ ମାଝୀ ; ଦୀର୍ଘ ୨୫ ବର୍ଷ ପରେ ରାଜ୍ୟ ଦେଖିଲା ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେଲେ ମୋହନ ଚରଣ ମାଝୀ । ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ପରେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା କରିଛି ରାଜ୍ୟ ବିଜେପି।  ବୈଠକରେ ଦୁଇ କେନ୍ଦ୍ର ପର୍ଯ୍ୟବେକ୍ଷକ ରାଜନାଥ ସିଂହ, ଭୁପେନ୍ଦ୍ର ଯାଦବ ମଧ୍ୟ ଉପସ୍ଥିତ ରହି । ପୂର୍ବରୁ ଅନେକଙ୍କ ନାଁ ମୁଖ୍ୟମନ୍ତ୍ରୀ ଦୌଡରେ ସାମିଲ ଥିଲା । ତେବେ ଆଜି ଏହା ସ୍ପଷ୍ଟ…

Read More

ନବୀନ ନିବାସରେ ବିଜେପି ନେତା…

ଭୁବନେଶ୍ବର; ଆସନ୍ତାକାଲି ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ (ଆଜି) ମଙ୍ଗଳବାର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିବାକୁ ବିଜେପିର ୫ ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନବୀନ ନିବାସ ଯାଇ ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି।

Read More

ଆଜି ଘୋଷଣା ହେବ ମୁଖ୍ୟମନ୍ତ୍ରୀ ନାମ…

ଭୁବନେଶ୍ବର; ରାଜ୍ୟରେ ବିଜେପି ବହୁମତ ପାଇସାରିବା ପରେ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଚାଲିଛି କଳ୍ପନା ଜଳ୍ପନା । ତେବେ ଏହାରି ଭିତରେ ଆଜି ବସିବ ବିଜେପିର ବିଧାୟକ ଦଳ ବୈଠକ । ଏହି ବୈଠକରେ ସବୁ ବିଧାୟକ ମାନଙ୍କ ମତ ଲୋଡା ଯିବା ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରାଯିବ । ଏଥିପାଇଁ ଆଜି ଓଡ଼ିଶାରେ ପହଁଞ୍ଚିବେ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୂପିନ୍ଧର ଯାଦବ ।…

Read More

ପ୍ରଧାନମନ୍ତ୍ରୀ ମୋଦି କାହାକୁ ବାଣ୍ଟିଲେ କେଉଁ ଦାୟିତ୍ଵ ଜାଣନ୍ତୁ…

ମୋଦି ସରକାର ଦେଶରେ ତୃତୀୟ ଥର ଶପଥ ଗ୍ରହଣ ପରେ ଏବେ ମନ୍ତ୍ରୀପଦ ବଣ୍ଟା ହୋଇଛି । ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜନାଥ ସିଂହଙ୍କୁ ପ୍ରତିରକ୍ଷା ମନ୍ତ୍ରୀ କରାଯାଇଥିବାବେଳେ ଅମିତ ଶାହ ସ୍ବରାଷ୍ଟ୍ରମନ୍ତ୍ରୀ ହୋଇଛନ୍ତି । କ୍ୟାବିନେଟ ବୈଠକରେ ନୀତିନ ଗଡକରୀଙ୍କୁ ସଡକ ଓ ପରିବହନ ମନ୍ତ୍ରୀପଦ ଦେଇ ରିପିଟ କରିଚନ୍ତି ମୋଦି । ମୋଦୀ ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଜଣାପଡିଛି ଯେ ଗଡକରୀ ନିଜ ଦାୟିତ୍ବ ସଠିକ୍…

Read More

କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଭକ୍ତ ଦାସ …

ଭୁବନେଶ୍ବର: ଦଳର ଖରାପ ପ୍ରଦର୍ଶନ ପରେ ପଦ ଛାଡ଼ିଲେ ଭକ୍ତ ଦାସ । ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଦେଲେ ଇସ୍ତଫା। ସାଧାରଣ ନିର୍ବାଚନରେ ରାଜ୍ୟରେ କଂଗ୍ରେସର ଖରାପ ପ୍ରଦର୍ଶନ ପାଇଁ ସେ ଇସ୍ତଫା ଦେଇଛନ୍ତି। ଅଧ୍ୟକ୍ଷ ପଦ ଛାଡ଼ିବା ନେଇ ଏଆଇସିସି ସଭାପତିଙ୍କୁ ସେ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ସେ ମାର୍ଚ୍ଚ ୨୨ରେ ପ୍ରଦେଶ କଂଗ୍ରେସ କମିଟି ପ୍ରଚାର କମିଟି ଅଧ୍ୟକ୍ଷ ଦାୟିତ୍ବ ନେଇଥିଲେ।ପରାଜୟ ପାଇଁ ସେ ନୈତିକତା ଭାବେ ନିଜକୁ ଦାୟୀ…

Read More

ଶପଥ ପରେ ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଦସ୍ତଖତ…

ନୂଆଦିଲ୍ଲୀ: ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଦସ୍ତଖତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପିଏମ କିଷାନ ନିଧିରେ ଚାଷୀଙ୍କ ଆକାଉଣ୍ଟକୁ ୧୭ତମ କିସ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ନରେନ୍ଦ୍ର ମୋଦି। ୯.୩କୋଟି ଚାଷୀଙ୍କୁ ମିଳିବ ପ୍ରାୟ ୨୦ହଜାର କୋଟି ଟଙ୍କା। ନିର୍ବାଚନ ବେଳେ  ପ୍ରତିଶ୍ରୁତି ଦେଇଥିଲେ ମୋଦି। ଏହାକୁ ପୂରଣ କରିବା ପାଇଁ ତୃତୀୟ ପାଳି ସରକାର ଆରମ୍ଭ ହେବା ସହ ଦାୟିତ୍ୱ ନେବା ପରେ ପ୍ରଥମ ଦସ୍ତଖତ କରିଛନ୍ତି।…

Read More