ମୋଦିଙ୍କ ଟାର୍ଗେଟରେ ନବୀନ ; କହିଲେ ଯାହାଙ୍କୁ ଜିଲ୍ଲା ନାଁ ଜଣାନାହିଁ ସେ ଲୋକଙ୍କ ଦୁଃଖ ବୁଝିବ କେମିତି …
ଫୁଲବାଣୀ: ଆଜି ଫୁଲବାଣୀରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧାସଳଖ ଟାର୍ଗେଟ୍ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ନବୀନ ବାବୁଙ୍କୁ ମୁଁ ଆଜି ଏକ ଚାଲେଂଜ ଦେଉଛି। ନବୀନ ବାବୁଙ୍କୁ କାଗଜ ଖଣ୍ଡେ ଦିଆଯାଉ । ଏହି କାଗଜରେ ଓଡ଼ିଶାର ସବୁ ଜିଲ୍ଲା ଓ ଜିଲ୍ଲା ମୁଖ୍ୟାଳୟର ନାଁ ଲେଖିବାକୁ କୁହାଯାଉ। ସେ ଲେଖିପାରିବେନି। ଯିଏ ନିଜ ଜିଲ୍ଲାର ନାଆଁ ଜାଣିନାହାନ୍ତି। ସେଭଳି ମୁଖ୍ୟମନ୍ତ୍ରୀ…
