“କେନ୍ଦ୍ର କେବଳ କଥା କହେ,ଆମେ କାମରେ ବିଶ୍ୱାସ କରୁ” ; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତରେ ଯାଇଁ ଉଦବୋଧନ ଦେଇଛନ୍ତି ।   ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ବାହାରି ପୂର୍ବାହ୍ନ ସ ୧୧ଟା ୩୦ ରେ ରାଉରକେଲାରେ ବିମାନବନ୍ଦରରେ ପହଞ୍ଚି ସେଠାରୁ ସିଧାସଳଖ ସଭାସ୍ଥଳକୁ ଆସିଥିଲେ। ମୁଖ୍ୟମନ୍ତ୍ରୀ ବିଶାଳ ନିର୍ବାଚନୀ ଜନସମାବେଶକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ସୁଶାସନ ଓଡ଼ିଶାର ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି। ସ୍ୱାସ୍ଥ୍ୟ, ଶିକ୍ଷା, ମହିଳା ଓ ଶିଶୁ ବିକାଶ, ଗମନାଗମନ, ଯୁବକ, ଶ୍ରମିକ, ବରିଷ୍ଠ ନାଗରିକ ପାଇଁ ଏକାଧିକ…

Read More

୧୬ରେ ରାଜଧାନୀରେ ରୋଡ଼ ସୋ କରିବେ ନବୀନ …

ପ୍ରଧାନମନ୍ତ୍ରୀଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀରେ କରିବେ ରୋଡ ସୋ । ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ନିର୍ବାଚନ ପାଇଁ କରିବେ ରୋଡ୍ ସୋ  । ରୋଡ୍‌ ସୋ’ ସମୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଗଙ୍ଗନଗର ଛକରୁ ବାହାରିଥିବା ରୋଡ଼ ଶୋ’ LIC ଅଫିସ, ଗୋପବନ୍ଧୁ ଛକ, ଡିଏଭି ଛକ, HDFC ବ୍ୟାଙ୍କ ଛକ, ନୂଆସାହି, ବେହେରା ସାହି, ନିକୋ ପାର୍କ ଛକ,ବାୟାବାବା ମଠ ଦେଇ ରୂପାଲି ଛକ ପର୍ଯ୍ୟନ୍ତ…

Read More

୨୦୧୯ ଠାରୁ ଏଥର ଆହୁରି ଭଲ କରିବ ବିଜେଡ଼ି; ଭି.କେ ପାଣ୍ଡିଆନ…

ଭୁବନେଶ୍ବର: ଗତକାଲି ଦେଶରେ ଚତୁର୍ଥ ତଥା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମଦତାନ ହୋଇଛି ।  କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନ ୨୮ଟି ବିଧାନସଭା କ୍ଷେତ୍ରରେ ଭୋଟ ଦେଇଛନ୍ତି ଜନତା । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ ଏହାର ଫଳାଫଳକୁ ନେଇ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଖବର ସରବରାହ ସଂସ୍ଥା ଏନଏନଆଇକୁ ସୂଚନା ଦେଇ କହିଛନ୍ତି ଯେ, ପ୍ରଥମ ପର୍ଯ୍ୟାୟରେ ୨୮ଟି ଆସନରୁ ୨୪ଟି…

Read More

ପ୍ରଥମ ପର୍ଯ୍ୟାୟ ମତଦାନରେ ବାଜିରେ ଲାଗିଛି ଏହି ଟାଣୁଆ ନେତାଙ୍କ ଭାଗ୍ୟ..

ଭୁବନେଶ୍ଵର; ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ଚାଲିଥିବା ବେଳେ ଆଜି ଓଡ଼ିଶାରେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ । ଏହି ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ତି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁରର ୨୮ଟି ବିଧାନସଭା ପାଇଁ ଚାଲିଛି ମତଦାନ । ଏହି ୪ଟି ଲୋକସଭା ନିର୍ବାଚନମଣ୍ଡଳୀରେ ୬୨ ଲକ୍ଷ ୮୭ ହଜାର ୨୨୨ ଭୋଟର ମତଦାନ କରିବେ । ଏମାନଙ୍କ ମଧ୍ୟରେ ୩୦ ଲକ୍ଷ ୯୭ ହଜାର ୫୨୭ ପୁରୁଷ ଏବଂ ୩୧…

Read More

ପ୍ରଧାନମନ୍ତ୍ରୀଙ୍କ ଆକ୍ରମଣର ଜବାବ୍ ରଖିଲେ ପାଣ୍ଡିଆନ ! ଜାଣନ୍ତୁ କ’ଣ କହିଲେ…

ଗୋଟେ ପଟେ ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ ସଭାରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ବୟାନବାଜି କରିଥିବା ବେଳେ ନବୀନ ପଟ୍ଟନାୟକ ବା  ବିଜେଡି ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକ୍ରମଣର ଜବାବ ଦେଇଛନ୍ତି ବରିଷ୍ଠ ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକେୟ ପାଣ୍ଡିଆନ୍ । ପୁଲବାଣୀରେ ପ୍ରଧାନମନ୍ତ୍ରୀ ନବୀନଙ୍କୁ ଆକ୍ରମଣ କରିଥିବା ବେଳେ ସେପଟେ ସୁନ୍ଦରଗଡ଼ ଜିଲ୍ଲାକୁ ପ୍ରଚାରରେ ଯାଇଥିବା ପାଣ୍ଡିଆନ୍ ରଘୁନାଥପାଲ୍ଲୀ ସଭାରେ ପ୍ରଧାନମନ୍ତ୍ରୀଙ୍କ ଆକ୍ରମଣର ଗୋଟି ଗୋଟି କରି…

Read More

ମୋଦିଙ୍କ ଟାର୍ଗେଟରେ ନବୀନ ; କହିଲେ ଯାହାଙ୍କୁ ଜିଲ୍ଲା ନାଁ ଜଣାନାହିଁ ସେ ଲୋକଙ୍କ ଦୁଃଖ ବୁଝିବ କେମିତି …

ଫୁଲବାଣୀ:  ଆଜି ଫୁଲବାଣୀରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧାସଳଖ ଟାର୍ଗେଟ୍ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ନବୀନ ବାବୁଙ୍କୁ ମୁଁ ଆଜି ଏକ ଚାଲେଂଜ ଦେଉଛି। ନବୀନ ବାବୁଙ୍କୁ କାଗଜ ଖଣ୍ଡେ ଦିଆଯାଉ । ଏହି କାଗଜରେ ଓଡ଼ିଶାର ସବୁ  ଜିଲ୍ଲା ଓ ଜିଲ୍ଲା ମୁଖ୍ୟାଳୟର ନାଁ ଲେଖିବାକୁ କୁହାଯାଉ। ସେ ଲେଖିପାରିବେନି। ଯିଏ ନିଜ ଜିଲ୍ଲାର ନାଆଁ ଜାଣିନାହାନ୍ତି। ସେଭଳି ମୁଖ୍ୟମନ୍ତ୍ରୀ…

Read More

କେଜ୍ରିୱାଲଙ୍କୁ ଜୁନ୍ ୧ ପର୍ଯ୍ୟନ୍ତ  ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ …

ନୂଆଦିଲ୍ଲୀ ; ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ଙ୍କୁ ଅର୍ଥ ହେରଫେର ମାମଲାରେ ସୁପ୍ରିମକୋର୍ଟ ଶୁକ୍ରବାର ଦିନ ତାଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି । କେଜ୍ରିୱାଲ୍‌ଙ୍କୁ ଏହି ଜାମିନ୍‌ ଜୁନ୍‌ ୧ ତାରିଖ ପର୍ଯ୍ୟନ୍ତ ମିଳିଛି। କେଜ୍ରିୱାଲଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଅନ୍ତରୀଣ ଜାମିନ ଆବେଦନ ଉପରେ ଶୁଣାଣି କରିଛନ୍ତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ଏବଂ ଦୀପଙ୍କର ଦତ୍ତ।  ଦିଲ୍ଲୀର ମଦ ନୀତି ମାମଲାରେ ତାଙ୍କୁ ଗିରଫ କରାଯାଇଥିବା ବେଳେ ଚାଲିଥିବା ଲୋକସଭା ନିର୍ବାଚନ ପ୍ରଚାରରେ ଅଂଶଗ୍ରହଣ…

Read More

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ…

ଭୁବନେଶ୍ଵର; ପୁଣି ୧୧ ତାରିଖ  ଶନିବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ଧମାଳ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ସେ କନ୍ଧମାଳରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ । ତାଙ୍କ ଗସ୍ତକୁ ନେଇ ବିଜେପି ମହଲରେ ଦେଖାଦେଇଛି ଉତ୍ସାହ  । କନ୍ଧମାଳ ଜିଲ୍ଲାର ନେତା ଓ କର୍ମୀ ମାନେ ତାଙ୍କୁ ଭବ୍ୟ ସ୍ୱାଗତ କରିବା ପାଇଁ ସମସ୍ତ ପ୍ରକାର ଆୟୋଜନ ଆରମ୍ଭ କରିଦେଇଛନ୍ତି । ସେହିପରି ଅନ୍ୟପକ୍ଷରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

Read More

କାହା କଥା ହେବ ସତ …

ଭୁବନେଶ୍ୱର; ନିର୍ବାଚନ ପାଇଁ ଓଡିଶାରେ ପ୍ରାର୍ଥୀପତ୍ର ଦାଖଲ ଶେଷ ହୋଇନାହିଁ କି ଲୋକେ ମଧ୍ୟ ଦେଇନାହାଁନ୍ତି  କିନ୍ତି ରାଜ୍ୟର ପ୍ରମୁଖ ୨ ଦଳଙ୍କ ପକ୍ଷରୁ ସରକାର ଗଠନ ଲାଗି ଶପଥ ଗ୍ରହଣ ଉତ୍ସବ କେବେ ହେବ ତାହାର ଘୋଷଣା ସରିଲାଣି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରହ୍ମପୁର ଓ ନବରଙ୍ଗପୁରରେ ଅନୁଷ୍ଠିତ ଦୁଇଟି ନିର୍ବାଚନୀ ସଭାରେ ଭାଷଣ ଦେଇ ଏଥର ଓଡିଶାରେ ନିଶ୍ଚିତ ବିଜେପି ସରକାର ଗଢିବ ଏବଂ ଓଡିଶା ମାଟିର ପୁଅ କିମ୍ବା ଝିଅ ଜଣେ ମୁଖ୍ୟମନ୍ତ୍ରୀ…

Read More

ବିପଦରେ ହରିୟାଣା ସରକାର ! ବିଜେପିରୁ ସମର୍ଥନ ପ୍ରତ୍ୟାହାର କରି କଂଗ୍ରେସକୁ ସମର୍ଥନ ଜଣାଇଲେ ଏହି ୩ ବିଧାୟକ…

ଲୋକସଭା ନିର୍ବାଚନ ଭିତରେ ହରିଆଣାରେ କ୍ଷମତାରେ ଥିବା  ବିଜେପି ସରକାରକୁ ଲାଗିଛି ଝଟକା । ପୂର୍ବରୁ ବିଜେପି ଓ ଜେଜେପିର ମିଳିତ ମେଣ୍ଟରେ ହରିୟାଣାରେ ସରକାର ଗଠିତ ହେଇଥିଲା। ସରକାରରୁ ସମର୍ଥନ ପ୍ରତ୍ୟାହାର କରିଛନ୍ତି ୩ ସ୍ୱାଧୀନ ବିଧାୟକ। ଏହାପରେ ନାୟବ ସିଂ ସଇନିଙ୍କ ନେତୃତ୍ୱାଧୀନ ସରକାର ପ୍ରତି ବଢିଲା ସଂକଟ। ସମର୍ଥନ ପ୍ରତ୍ୟାହାର ଘୋଷଣା କରିଥିବା ୩ ସ୍ୱାଧୀନ ବିଧାୟକ ହେଲେ ସୋମବୀର ସାଙ୍ଗୱାନ, ରଣଧୀର ଗୋଲେନ୍ ଓ ଧର୍ମପାଲ ଗୋଣ୍ଡର। ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ…

Read More