ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପାଣ୍ଡିଆନ, କହିଲେ କେବଳ ମୁଖ୍ୟମନ୍ତ୍ରୀ ପଦ ଉପରେ ତାଙ୍କର ରହିଛି ନଜର …

ଭୁବନେଶ୍ଵର; ଆଜି ସାମ୍ବାଦିକ ସମ୍ମିଳନୀରେ ପାଣ୍ଡିଆନ କହିଛନ୍ତି ଓଡ଼ିଶା ମୋର କର୍ମଭୂମି। ମୋ ପୁଅ ଓ ଝିଅଙ୍କ ମାତୃଭାଷା ଓଡ଼ିଆ।  ଓଡ଼ିଶାବାସୀଙ୍କଠୁ ସ୍ନେହ ଓ ପ୍ରଚୁର ଭଲ ପାଇବା ପାଇଛି। ମୁଁ, ମୋ କର୍ମଭୂମିକୁ କେବେ ଛାଡ଼ିପାରିବିନି। ଆସନ୍ତାକାଲି ମହାପ୍ରଭୁ ଯାହା ଚାହିଁବେ ତାହା ହେବ। ଏହାବ୍ୟତୀତ ସେ ଏହି ସମ୍ମିଳନୀରେ ବିଜେପି ଉପରେ ବର୍ଷିଛନ୍ତି। ବିଜେପିକୁ ଟାର୍ଗେଟ କରି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି ନିର୍ବାଚନ ଆସିଲେ ବିଜେପିର, ଓଡ଼ିଆ ଭାଷା ପ୍ରତି ପ୍ରେମ ଆସେ। ।…

Read More

୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ …

ଭୁବନେଶ୍ବର: ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିସନ । ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, ବାଲେଶ୍ବର , ଭଦ୍ରକ ଓ କେନ୍ଦ୍ରାପଡ଼ା ଆଦି ୬ ଲୋକସଭା ଆସନରେ ନିର୍ବାଚନ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଏସବୁ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ରର ସମସ୍ତ ବୁଥରେ ଜୁନ୍ ୧ ତାରିଖରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ। ତେବେ ଆଜିଠୁ ନାମାଙ୍କନ…

Read More

ସ୍ବାଧୀନ ପ୍ରାର୍ଥୀ ଭାବେ ଘଷିପୁରାରୁ ପ୍ରାର୍ଥୀପତ୍ର ଦାଖଲ କଲେ ସୌମ୍ୟରଞ୍ଜନ ପଟ୍ଟନାୟଙ୍କ…

ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କେନ୍ଦୁଝର ଜିଲ୍ଲା ଘସିପୁରା ନିର୍ବାଚନମଣ୍ଡଳୀରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆଜି ଘଟଗାଁ ମା’ ତାରିଣୀଙ୍କ ପୀଠରେ ଶ୍ରୀ ପଟ୍ଟନାୟକ ପୂଜାର୍ଚ୍ଚନା କରିଥିଲେ। ଏହାପରେ ହଜାର ହଜାର ସମର୍ଥକଙ୍କ ସହ ସୌମ୍ୟରଞ୍ଜନ ପଟ୍ଟନାୟକ ଆନନ୍ଦପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସୌମ୍ୟରଞ୍ଜନ ପଟ୍ଟନାୟକ କହିଛନ୍ତି, ମୁଁ ଦଳୀୟ ପ୍ରାର୍ଥୀ ନହୋଇ ସ୍ବାଧୀନ ପ୍ରାର୍ଥୀ ହୋଇଛି। ଘସିପୁରା ଅଞ୍ଚଳର ଲୋକେ ଅତ୍ୟାଚାରିତ ହେଉଛନ୍ତି। ସେମାନଙ୍କୁ…

Read More

ସ୍ବାଧିନ ପ୍ରାର୍ଥୀ ଭାବେ ଘଷିପୁରାରୁ ପ୍ରାର୍ଥୀପତ୍ର ଦାଖଲ କଲେ ସୌମ୍ୟରଞ୍ଜନ ପଟ୍ଟନାୟଙ୍କ…

ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କେନ୍ଦୁଝର ଜିଲ୍ଲା ଘସିପୁରା ନିର୍ବାଚନମଣ୍ଡଳୀରୁ ସ୍ବାଧୀନ ପ୍ରାର୍ଥୀ ଭାବେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଆଜି ଘଟଗାଁ ମା’ ତାରିଣୀଙ୍କ ପୀଠରେ ଶ୍ରୀ ପଟ୍ଟନାୟକ ପୂଜାର୍ଚ୍ଚନା କରିଥିଲେ। ଏହାପରେ ହଜାର ହଜାର ସମର୍ଥକଙ୍କ ସହ ସୌମ୍ୟରଞ୍ଜନ ପଟ୍ଟନାୟକ ଆନନ୍ଦପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସୌମ୍ୟରଞ୍ଜନ ପଟ୍ଟନାୟକ କହିଛନ୍ତି, ମୁଁ ଦଳୀୟ ପ୍ରାର୍ଥୀ ନହୋଇ ସ୍ବାଧୀନ ପ୍ରାର୍ଥୀ ହୋଇଛି। ଘସିପୁରା ଅଞ୍ଚଳର ଲୋକେ ଅତ୍ୟାଚାରିତ ହେଉଛନ୍ତି। ସେମାନଙ୍କୁ…

Read More

ଆସନ୍ତକାଲି ଭୁବନେଶ୍ଵରରେ ପହଞ୍ଚିବେ ନରେନ୍ଦ୍ର ମୋଦୀ…

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ରାତି  ୯ଟା ୩୦ ରେ ଭୁବନେଶ୍ବରରେ ପହଞ୍ଚିବେ। ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ କାଲି ରାତିରେ ସ୍ବତନ୍ତ୍ର ବିମାନରେ ପହଞ୍ଚିବେ ଏବଂ ଭୁବନେଶ୍ୱରରେ ରହିବେ। ଏଠାରୁ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିନ ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଆୟୋଜିତ ସଭାରେ ଉଦବୋଧନ ଦେବେ।

Read More

ରାୟଗଡ଼ା ଗସ୍ତ ବାତିଲ୍ କଲେ ରାହୁଲ ଗାନ୍ଧୀ …

 ରାୟଗଡ଼ା ; କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ରାୟଗଡ଼ା ଗସ୍ତ ବାତିଲ ହୋଇଛି। ସେ ଆଜି ରାୟଗଡ଼ା ଆସିବେନି। ରାୟବରେଲି ଆସନ ପାଇଁ ରାହୁଲଙ୍କ ନାଁ ଘୋଷଣା କରାଯିବା ପରେ ଆଜି ରାୟବରେଲିରେ ସେ ନାମାଙ୍କନ ଭରିବେ। ଏଥିପାଇଁ ତାଙ୍କ ଓଡ଼ିଶା ଗସ୍ତ ବାତିଲ କରାଯାଇଥିବା ସୂଚନା ଦେଇଛନ୍ତି କଂଗ୍ରେସ ଇସ୍ତାହାର କମିଟି ମୁଖ୍ୟ ପ୍ରସାଦ ହରିଚନ୍ଦନ। ଏଣେ ରାହୁଲ ଗାନ୍ଧୀଙ୍କ ବଦଳରେ ଆୟୋଜିତ ସାଧାରଣ ସଭାରେ ‌ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଉଦବୋଧନ ଦେବା ଲାଗି…

Read More

ପ୍ରଥମ ଥର ପାଇଁ କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ …

ଭୁବନେଶ୍ୱର : ଆଜି (ଗୁରୁବାର)ବଲାଙ୍ଗୀର ଟିଟିଲାଗଡ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ସେଠି ପହଞ୍ଚିବା ପରେ ରାସ୍ତାର ଦୁଇ ପଟରେ ମୁଖ୍ୟମନ୍ତ୍ରୀଙ୍କୁ ବିପୁଳ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହାସହ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଟିଟିଲାଗଡ ଉପଜିଲ୍ଲପାଳ କାର୍ଯ୍ୟାଳୟରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବେ କଣ୍ଟାବାଞ୍ଜି ଆସନରୁ ପ୍ରଥମ ଥର ପାଇଁ ନାମାଙ୍କନ ଦାଖଲ କରିଛନ୍ତି ନବୀନ। ଏହି ସମୟରେ ଭିକେ ପାଣ୍ଡିଆନ, ଅନଙ୍ଗ…

Read More

ସନ୍ତୋଷ ସିଂ ସାଲୁଜାଙ୍କ ନାମାଙ୍କନ ପତ୍ର ଦାଖଲ …

ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ପାଇଁ ଆଜି କଂଗ୍ରେସ ବିଧାୟକ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜା ନିଜର ସମର୍ଥକଙ୍କ ସହ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ତାଙ୍କ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ତୁରେକେଲା, ମୁରିବାହାଲ ଓ ତୁରେକେଲା ବ୍ଲକର ବିଭିନ୍ନ ଗ୍ରାମରୁ ଆସିଥିବା ସମର୍ଥକ, ଦଳୀୟ କାର୍ଯ୍ୟକର୍ତ୍ତା, ଶୁଭେଚ୍ଛୁ ଓ ମା’ ଭଉଣୀଙ୍କର ଗହଣରେ ଟିଟିଲାଗଡ଼ ପୋଲିସ ଷ୍ଟେସନରୁ ଏକ ବିରାଟ ଶୋଭାଯାତ୍ରାରେ ଟିଟିଲାଗଡ଼ ସହରର ବିଭିନ୍ନ ଛକ ପରିକ୍ରମା କରି…

Read More

ଭୋଟ ବେଳେ ପୁଣି ଆହତ ହେଲେ ମମତା…

ନିର୍ବାଚନ ପ୍ରଚାର ବେଳେ ଆହତ ହେଲେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଲୋକସଭା ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ ମମତା ପଶ୍ଚିମବଙ୍ଗର ଦୁର୍ଗାପୁରରେ ପହଞ୍ଚିଥିଲେ। ପ୍ରଚାର ଶେଷ ‌କରି ଫେରିବା ସମୟରେ ହେଲିକପ୍ଟରରେ ଚଢ଼ିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ହେଲିକପ୍ଟର ଭିତରକୁ ଯାଇ ତଳେ ପଡ଼ିଯାଇଥିବାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। କୁହାଯାଇଛି ଯେ ଏହି ଦୁର୍ଘଟଣାରେ ମମତା ସାମାନ୍ୟ ଆହତ ହୋଇଛନ୍ତି।

Read More

ବିଜେପିରେ ମିଶିଲେ ସୋର ବିଧାୟକ ପର୍ଶୁରାମ ଧଡ଼ା …

ବିଜେଡ଼ି ଛାଡି ବିଜେପିରେ ମିଶିଲେ ସୋର ବିଧାୟକ ପର୍ଶୁରାମ ଧଡ଼ା । ଆଜି ବିଧିବଦ୍ଧ ଭାବରେ ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ ସେ ବିଜେପିରେ ଯୋଗ ଦେଇଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ସହ ପ୍ରଭାରୀ ଲତା ଉସେଣ୍ଡି ଓ ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି ପର୍ଶୁରାମ  । ବିଜେପିରେ ମିଶିବା ପରେ ପ୍ରତିକ୍ରିୟା ରଖି ବିଧାୟକ ପର୍ଶୁରାମ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର ହେବାକୁ…

Read More