ମଉଳିଲା ଭିନେଶଙ୍କ ପଦକ ଆଶା, ସାନ୍ତ୍ଵନା ଦେଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି…
ଭାରତର ସ୍ୱର୍ଣ୍ଣ ପଦକ ଜିତିବାର ସମ୍ଭାବନାକୁ ଏକ ବଡ଼ ଝଟ୍କା ଲାଗିିଛି। ପ୍ୟାରିସ ଅଲିମ୍ପିକ୍ସରେ ମହିଳା ୫୦ କିଲୋଗ୍ରାମ ରେସଲିଂ ଫାଇନାଲରୁ ଭିନେଶ ଫୋଗଟ ଅଯୋଗ୍ୟ ହୋଇ ଯାଇଛନ୍ତି। ୨୯ ବର୍ଷୀୟା ଫୋଗଟଙ୍କ ଓଜନ ଫାଇନାଲରେ ମାତ୍ର ୧୦୦ ଗ୍ରାମ ଅଧିକ ହୋଇଥିବାରୁ ଦ୍ୱିତୀୟ ଦିନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଅଯୋଗ୍ୟ ହୋଇ ଯାଇଛନ୍ତି। ଦୁର୍ଭାଗ୍ୟବଶତଃ ପ୍ୟାରିସ୍ ଅଲିମ୍ପିକ୍ସରେ ଭିନେଶ ଫୋଗଟ୍ ଆଉ କୌଣସି ପଦକ ଜିତିବେ ନାହିଁ। ମଙ୍ଗଳବାର ରାତିରେ ଭିନେଶ ଫୋଗଟଙ୍କ ଓଜନ ୫୦ କିଲୋ…
