ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଘ ମହାସମ୍ମିଳନୀ ଅନୁଷ୍ଠିତ
ଭୁବନେଶ୍ୱର : ସ୍କୁଲ ଓ ଗଣଶିକ୍ଷା ବିଭାଗରେ ଥିବା ସରକାରୀ ହାଇସ୍କୁଲ ଭଳି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର କର୍ମଚାରୀମାନଙ୍କୁ ସରକାରୀ ମାନ୍ୟତା ଦାବିରେ ରେଲୱେ ଅଡିଟୋରିୟମ ହଲ୍ ମହାସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ କର୍ମଚାରୀଙ୍କ ନ୍ୟାୟ ସଙ୍ଗତ ଦାବି ଓ ଦୀର୍ଘଦିନ ଧରି ଅପେକ୍ଷିତ ସମସ୍ୟାଗୁଡ଼ିକର ସମାଧାନ ପାଇଁ ରାଜ୍ୟ ଆଦର୍ଶ ବିଦ୍ୟାଳୟ କର୍ମଚାରୀ ସଂଘ ପକ୍ଷରୁ ନିମ୍ନଲିଖିତ ୧୩ ଟି ମୁଖ୍ୟ ଦାବିପତ୍ର ସହିତ ସରକାରଙ୍କୁ ଦୃଷ୍ଟି ଆକର୍ଷଣ କରାଯାଇଥିଲା।…
