ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭରସିଟି ଏବଂ ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ ଦ୍ବାରା ସର୍ବବୃହତ ମାନବ ଜାତୀୟ ପତାକା ତିଆରି କରିବା ପାଇଁ ନୂତନ ଗିନିଜ ୱାର୍ଲ୍ଡ ରେକର୍ଡ ସ୍ଥାପନ …
ସୋନିପତ, ୨୦ ମାର୍ଚ୍ଚ, ୨୦୨୪: ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆ (ଏଫ୍ଏଫ୍ଆଇ) ସହଯୋଗରେ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟି (ଜେଜିୟୁ) ସର୍ବବୃହତ ମାନବ ଜାତୀୟ ପତାକା ତିଆରି କରି ଗିନିଜ୍ ୱାର୍ଲ୍ଡ ରେକର୍ଡ ସ୍ଥାପନ କରିଛି। ଏହି କାର୍ଯ୍ୟକ୍ରମରେ ଜେଜିୟୁର ୭୩୬୮ ଜଣ ଛାତ୍ରଛାତ୍ରୀ ଓ କର୍ମଚାରୀ ଅଂଶଗ୍ରହଣ କରିଥିଲେ ଯାହାକୁ ଗିନିଜ୍ ୱାର୍ଲ୍ଡ ରେକର୍ଡସ୍ ସଂସ୍ଥାର ଅଧିକାରୀମାନେ ଅନୁମୋଦନ କରିଥିଲେ। ଏହି ନିଆରା ଅବସରରେ ଜେଜିୟୁର ସମସ୍ତ ବିଦ୍ୟାଳୟ ଓ ଅନୁଷ୍ଠାନର ଛାତ୍ରଛାତ୍ରୀ, କର୍ମଚାରୀ, ଅଧ୍ୟାପକ…
