ଶହୀଦ ବାଜି ରାଉତଙ୍କ ଉପରେ ନାଟକ ପିଲାମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭା ପ୍ରସ୍ଫୁଟିତ କରିବ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,– କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ସ୍ଥିତ ଭଞ୍ଜକଳା ମଣ୍ଡପରେ ମଞ୍ଚସ୍ଥ ଓଡ଼ିଆ ଶିଶୁ ନାଟକ ‘ବିପ୍ଳବୀ ବାଜିଆ’ ଦେଖିବା ସହ ଶହୀଦ ବାଜି ରାଉତଙ୍କ ବଂଶଧରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରିବା ବେଳେ ଭାରତର ସର୍ବକନିଷ୍ଠ ସ୍ୱାଧୀନତା ସଂଗ୍ରାମୀ ଶହୀଦ ବାଜି ରାଉତଙ୍କ କାହାଣୀକୁ ନାଟକର ରୂପ ଦେବା ପ୍ରଶଂସନୀୟ ।…

Read More

ଦିବ୍ୟାଙ୍ଗଙ୍କ ପାଠପଢ଼ାକୁ ସୁଗମ କରିବା ସହ ସମାଜର ମୌଳିକ ଆବଶ୍ୟକତା ପୂରଣ କରିବା ଆମ ଦାୟିତ୍ୱ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର– କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ସାଇନ୍ସ(ଆଇଏଚଏସ) ପରିଦର୍ଶନ କରିବା ଅବସରରେ ଏହି ଅନୁଷ୍ଠାନକୁ ସ୍ୱୟଂଶାସିତ ମହାବିଦ୍ୟାଳୟ ଭାବରେ ଘୋଷଣା କରିଛନ୍ତି । ଏହି ପ୍ରତିଷ୍ଠାନକୁ ୟୁନିଭରସିଟି ଗ୍ରାଣ୍ଟ୍ କମିଶନ (ୟୁଜିସି) ସ୍ୱତନ୍ତ୍ର ବର୍ଗରେ ଅଟୋନୋମସ କଲେଜ ଭାବରେ ମାନ୍ୟତା ପ୍ରଦାନ କରିଛି ବୋଲି ସେ କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ଗସ୍ତ କାଳରେ କ୍ୟାମ୍ପସ ପରିସରରେ ଦିବ୍ୟାଙ୍ଗ…

Read More

ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ପାଇକ ବିଦ୍ରୋହ ସ୍ମାରକୀ ଓଡିଆ ଜାତିର ଅସ୍ମିତା ଓ ଗୌରବର ପ୍ରତୀକ, ଏହାର ନିର୍ମାଣ ପାଇଁ ସମସ୍ତଙ୍କ ସହଯୋଗ ଦରକାର – ଧର୍ମେନ୍ଦ୍ର ପ୍ରଧାନ* ଖୋର୍ଦ୍ଧା, ଜୁଲାଇ ୦୭ – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କରିବା ସହ ପ୍ରକଳ୍ପ କାମର ଅଗ୍ରଗତି ନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହି…

Read More

ଟିପିଏସ୍ଓଡିଏଲ୍ ପକ୍ଷରୁ ଡିଜିଟାଲ୍ ସାକ୍ଷରତା ଅଭିଯାନ ଅଧିନରେ ୨୫୦୦ରୁ ଅଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ତାଲିମ ପ୍ରଦାନ

ଭୁବନେଶ୍ୱର/ ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାରେ ବିଦ୍ୟୁତ ବିତରଣ ପାଇଁ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଡିଜିଟାଲ୍ ସାକ୍ଷରତାରେ ଉନ୍ନତି ଆଣିବା ଲାଗି ଏହାର ସମସ୍ତ ଲାଇସେନ୍ସପ୍ରାପ୍ତ ଅଂଚଳରେ ଡିଜିଟାଲ୍ ସାକ୍ଷରତା କାର୍ଯ୍ୟକ୍ରମ ଆୟୋଜନ କରିଛି । ଏହି କାର୍ଯ୍ୟକ୍ରମ ଜରିଆରେ କଂପାନି ଗ୍ରାମୀଣ ସମ୍ପ୍ରଦାୟକୁ ଡିଜିଟାଲ୍ କ୍ଷେତ୍ର ବିଷୟରେ ଅବଗତ କରୁଥିବା ବେଳେ ୨୫୦୦ରୁ ଅଧିକ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଡବ୍ଲୁଏସ୍ଏଚ୍ଜି)ଙ୍କୁ…

Read More

କୁଶଳୀ ମା’ ଭଉଣୀ ମାନଙ୍କ ଦ୍ୱାରା ପ୍ରସ୍ତୁତ ସିଲାଇ ସାମଗ୍ରୀକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଉଦ୍ୟମ କରିବା- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ଜୁଲାଇ ୦୪ ; ବର୍ତ୍ତମାନ ସମୟରେ ଭାରତ ଉପରେ ବିଶ୍ୱର ଭରସା ବଢୁଥିବା ବେଳେ ଦେଶର ଘରେ ଘରେ କୁଶଳୀ ମା’ ଭଉଣୀମାନେ ପ୍ରସ୍ତୁତ କରୁଥିବା ସିଲାଇ ଓ ଅନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଷ୍ଟେକହୋଲଡର ମାନଙ୍କୁ ଉଦ୍ୟମ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମଙ୍ଗଳବାର ନୂଆଦିଲ୍ଲୀ ଠାରେ ‘ସୋସିଆଲ ଏଣ୍ଟରପ୍ରାଇଜ୍ କନକ୍ଲେଭ’ର ଶୁଭାରମ୍ଭ କରିବା ଅବସରରେ ଶ୍ରୀ…

Read More

ଦରିଆ ସେ ପାରିରେ ଜଗନ୍ନାଥଙ୍କ ରଥଯାତ୍ରା

ଆଲମେରେ: ନେଦରଲ୍ୟାଣ୍ଡସର ଆଲମେରେ ନଗରରେ ମହାସମାରୋହରେ ରଥଯାତ୍ରା ଉତ୍ସବ ପାଳନ କରାଯାଇଛି। ଓଡ଼ିଆ ସୋସିଓ କଲଚରାଲ ଆସୋସିଏସନ, ନେଦରଲ୍ୟାଣ୍ଡସ(ଓସକାନ) ଦ୍ଵାରା ଏହି ରାଷ୍ଟ୍ରରେ ପ୍ରଥମ ଥର ପାଇଁ ଆୟୋଜନ କରାଯାଇଥିବା ଘୋଷଯାତ୍ରା ମହୋତ୍ସବକୁ କେନ୍ଦ୍ର କରି ଉଭୟ ସଂଗଠକ ଓ ଶ୍ରଦ୍ଧାଳୁ ମାନଙ୍କ ମଧ୍ୟରେ ପ୍ରବଳ ଆନନ୍ଦ, ଅପୂର୍ବ ଉଲ୍ଲାସ, ଅଜସ୍ର ଉତ୍ସାହ, ଅସୀମ ଉନ୍ମାଦନା ଏବଂ ଅଫୁରନ୍ତ ଉଦ୍ଦୀପନା ଦେଖାଦେଇଥିବା ଲକ୍ଷ୍ୟ କରାଯାଇଥିଲା। ଏହି ଅବସରରେ ନେଦରଲ୍ୟାଣ୍ଡସର କୋଣ ଅନୁକୋଣରୁ ଶତାଧିକ ଓଡ଼ିଆ ଏବଂ ଅଣଓଡ଼ିଆ…

Read More

ଟିପିଏସ୍ଓଡିଏଲକୁ ‘ରାଜ୍ୟସ୍ତରୀୟ ବିଦ୍ୟୁତ ସୁରକ୍ଷା ପୁରସ୍କାର ୨୦୨୩’ ସମ୍ମାନ

ଲଗାତାର ଭାବେ ତୃତୀୟ ଥର ପାଇଁ ବିଦ୍ୟୁତ ସୁରକ୍ଷା ପୁରସ୍କାର ଗ୍ରହଣ ବ୍ରହ୍ମପୁର, ୨୦୨୩ ଜୁଲାଇ ୧: ବ୍ରହ୍ମପୁର ସର୍କଲ୍ ଅଧୀନସ୍ଥ ୩୩/୧୧ ଖଣ୍ଡଦେଉଳି ପ୍ରାଥମିକ ସବ୍-ଷ୍ଟେସନରେ ଗ୍ରହଣ କରାଯାଇଥିବା ଶ୍ରେଷ୍ଠ ବିଦ୍ୟୁତ ସୁରକ୍ଷା ବ୍ୟବସ୍ଥା ପାଇଁ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ)କୁ ‘ରାଜ୍ୟସ୍ତରୀୟ ବିଦ୍ୟୁତ ସୁରକ୍ଷା ପୁରସ୍କାର ୨୦୨୩’ରେ ସମ୍ମାନିତ କରାଯାଇଛି । ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟ ଯନ୍ତ୍ରୀ (ବିଦ୍ୟୁତ) ତଥା ପ୍ରଧାନ ମୁଖ୍ୟ ବିଦ୍ୟୁତ ନିରୀକ୍ଷକ (ପିସିଇଆଇ)ଙ୍କ ପକ୍ଷରୁ ଆୟୋଜିତ…

Read More

ଜୟଦେବ ଭବନରେ ପୁନଃ ପ୍ରଦର୍ଶିତ ହେଲା ପ୍ରଥମ ଫିଚରେଟ୍ ‘ମାମୁ’ ଓ ପ୍ରଥମ ଓଡ଼ିଆ ଟେଲିଫିଲ୍ମ ‘ଉଷା’

ଭୁବନେଶ୍ୱର : ୧୯୮୭ ମସିହାରେ ଦୂରଦର୍ଶନରେ ପ୍ରସାରିତ ପ୍ରଥମ ଓଡ଼ିଆ ଟେଲିଫିଲ୍ମ ‘ଉଷା’ ଆଜି ମଧ୍ୟ ଅନେକ ଦର୍ଶକଙ୍କ ସ୍ମୃତିରେ ରହିଛି। ପ୍ରଖ୍ୟାତ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ନିତାଇ ପାଲିତଙ୍କ କାହାଣୀ, ଚିତ୍ରନାଟ୍ୟ ଓ ନିର୍ଦ୍ଦେଶନାରେ ନିର୍ମିତ ନବେ ମିନିଟ ଅବଧିର ‘ଉଷା’ ଯୌତୁକ ନିର୍ଯାତନା ଓ ସମାଜ ସଚେତନତାର ବାର୍ତା ବହନ କରେ। କିମ୍ବଦନ୍ତୀ ପୁରୁଷ ଅକ୍ଷୟ ମହାନ୍ତି ଏହାର ଗୀତ ଓ ସଂଗୀତ ଦାୟିତ୍ୱରେ ଥିଲେ। ଅଭିନୟ ମଧ୍ୟ କରିଥିଲେ। ‘ଉଷା’ ପୂର୍ବରୁ କଟକ ଦୂରଦର୍ଶନ…

Read More

୧୪ଟି‘ମିଲେଟ୍ ଶକ୍ତି ବିକ୍ରୟ କେନ୍ଦ୍ର’ରୁ ଅଢେଇ କୋଟିର ବ୍ୟବସାୟ

୫୦ଟଙ୍କା ଜମାରାଶିରୁ ଆରମ୍ଭ କରିଥିବା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମା’ମାନେ ଆଜି ମାସକୁ ୪ଲକ୍ଷ ଟଙ୍କା ରୋଜଗାର କରିପାରୁଛନ୍ତି । ଦିନ ଥିଲା ସେମାନେ ବଡ଼ି, ପାମ୍ପଡ଼, ଆରିଷା ଆଦି ଭଳି ବିଭିନ୍ନ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତ କରି ବ୍ୟାଗ୍‌ରେ ଧରି ଘର ଘର ବୁଲି ବିକ୍ରି କରୁଥିଲେ । ଅଧିକାଂଶ ସମୟରେ ତାହା ବିଶ୍ୱାସଯୋଗ୍ୟ ମଧ୍ୟ ହୋଇପାରୁନଥିଲା । ମାତ୍ର ଏବେ ସେମାନେ ବିଶ୍ୱଦରବାରରେ ପହଂଚିବା ସହ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି…

Read More

ଓଡ଼ିଶା ମିଲେଟ୍ସ ମିଶନ ଓ ମିଶନ ଶକ୍ତି ଦେଇଛି ମହିଳାମାନଙ୍କୁ ସ୍ୱତନ୍ତ୍ର ପରିଚୟ

ସୁନ୍ଦରଗଡ; ଦିନ ଥିଲା ମହିଳାମାନେ ଘରର ଚାରିକାନ୍ଥ ମଧ୍ୟରେ ରହି କେବଳ ଘର କାମରେ ନିୟୋଜିତ ଥିଲେ । ଧୀରେ ଧୀରେ ସମୟର ପରିବର୍ତ୍ତନ ସହ ସେମାନେ ଘରର ଚାରିକାନ୍ଥ ମଧ୍ୟରୁ ବାହାରି ପୁରୁଷଙ୍କ ସହ କାନ୍ଧରେ କାନ୍ଧ ମିଳାଇ ପ୍ରତ୍ୟେକ କାର୍ଯ୍ୟରେ ଯୋଗ ଦେବା ସହ ପ୍ରତିଟି କ୍ଷେତ୍ରରେ ନିଜ ଦକ୍ଷତାକୁ ପ୍ରତିପାଦନ କରି ସେମାନେ ପ୍ରମାଣ କରିପାରିଛନ୍ତି ଯେ ସେମାନେ ମଧ୍ୟ ପୁରୁଷଙ୍କ ଠାରୁ କମ୍ ନୁହଁନ୍ତି ।         ସେହିପରି ସୁନ୍ଦରଗଡ ଜିଲ୍ଲାର…

Read More