ଭୁବନେଶ୍ବର: ରିତସିକା ଫାଉଣ୍ଡେସନ ଭୁବନେଶ୍ୱର ଆନୁକୁଲ୍ୟରେ ବନମହୋତ୍ସବ ୨୦୨୫ ତଥା “ଏକ ପେଡ୍ ମା କେ ନାମ” ପ୍ରକଳ୍ପକୁ ଆଧାର କରି ବିଭିନ୍ନ ପ୍ରକାର ଫୁଲ ଓ ଫଳ ଗଛ ରୋପଣ କରାଯାଇଅଛି । ଫାଉଣ୍ଡେସନର ସଭାପତି ଦେବସ୍ମିତା ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଭୁବନେଶ୍ବରର ଟଙ୍କପାଣି ରୋଡ ସ୍ଥିତ ଶ୍ରୀ ଜଗନ୍ନାଥ ଆଶ୍ରମ ପରିସରରେ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଆଶ୍ରମର କର୍ମକର୍ତ୍ତା ଓ ଆୟୋଜକମାନଙ୍କ ଉପସ୍ଥିତିରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ କରାଯାଇଥିଲା ।…
