ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ରେଜଲ୍ଟ :ରାମାଶିଷ ହାଜରା

ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ରେଜଲ୍ଟ,। ଏନେଇ ଆଜି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି।ସେ କହିଛନ୍ତି, ତ୍ରୁଟିଶୂନ୍ୟ ମୂଲ୍ୟାୟନ ପାଇଁ ବୋର୍ଡ ପକ୍ଷରୁ ସବୁ ପ୍ରକାର ଚେଷ୍ଟା କରାଯାଇଛି। ଆଜି ମାଟ୍ରିକ ଖାତା ଦେଖା ସରିଛି। ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ନେଇ ନିର୍ଦ୍ଦେଶ ରହିଛି। କେବେ ପରୀକ୍ଷାଫଳ ବାହାରିବ କହି ହେବନି, ତଥାପି ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ କରିବାକୁ ଚେଷ୍ଟା ଜାରି ରହିଛି।…

Read More

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ ୫- ଟି ସଚିବ

ପୁରୀ,୧୫/୪:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ସକାଳୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଛନ୍ତି।ପ୍ରଥମେ ୫-ଟି ସଚିବ ଭିକେ ପାଣ୍ଡିଆନ ଶ୍ରୀସେତୁ ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିଥିଲେ। କାର୍ଯ୍ୟର ଅଗ୍ରଗତିରେ ସେ ସନ୍ତୋଷ ପ୍ରକାଶ କରିବା ସହିତ ନିର୍ଦ୍ଧାରିତ ସମୟରେ ଶେଷ କରିବା ପାଇଁ ଦେଇଥିଲେ। ଏହାପରେ ସେ ବାଶେଳୀ ସାହିକୁ ଯାଇ ୧୦ ଏକର ଜମିରେ ନିର୍ମିତ ହେଉଥିବା ଧର୍ମଶାଳା କାମ ବୁଲି…

Read More