VI ର ଏହି ପ୍ଲାନ୍ ଜିଓ, ଏୟାରଟେଲ ଠାରୁ ଅଧିକ ଭଲ

ରିଲାଏନ୍ସ ଜିଓ, ଏୟାରଟେଲ ଏବଂ ଭିଆଇ ଦେଶର ବହୁ ଲୋକପ୍ରିୟ ଟେଲିକମ୍ କମ୍ପାନୀ ଅଟନ୍ତି । ଶସ୍ତା ଏବଂ ସୁଲଭ ରିଚାର୍ଜ ଯୋଜନା ବିଷୟରେ ଏହି କମ୍ପାନୀଗୁଡିକ ମଧ୍ୟରେ ପ୍ରତିଯୋଗିତା ହୋଇଥାଏ । ତେବେ ଜୁଲାଇରେ ରିଚାର୍ଜ ଯୋଜନାର ମୂଲ୍ୟ ବୃଦ୍ଧି ପରେ ବର୍ତ୍ତମାନ ସରକାରୀ ଟେଲିକମ୍ କମ୍ପାନୀ ବିଏସ୍ଏନ୍ଏଲ୍ ମଧ୍ୟ ଏହି ପ୍ରତିଯୋଗିତାରେ ଯୋଗ ଦେଇଛି। ଯଦି ଆପଣ ଜଣେ ଭିଆଇ (VI) ୟୁଜର୍, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବାକୁ…

Read More

BSNLର ଏହି ତିନୋଟି ରିଚାର୍ଜ ପ୍ଲାନ୍ ବିଷୟରେ ଜାଣିବା ପରେ ଆପଣ ଅନ୍ୟ ସିମକୁ କହିବେ ଟାଟା ବାଏ ବାଏ

ଗତ କିଛି ମାସ ପୂର୍ବେ,ସମସ୍ତ ବେସରକାରୀ ଟେଲିକମ୍ କମ୍ପାନୀଗୁଡିକ ସେମାନଙ୍କର ରିଚାର୍ଜ ପ୍ଲାନର ମୂଲ୍ୟ ବୃଦ୍ଧି କରିଥିଲେ, ଯାହା ଫଳରେ ଅନେକ ଲୋକ ସରକାରୀ ଟେଲିକମ୍ କମ୍ପାନୀ ବିଏସ୍ଏନ୍ଏଲ୍ ପ୍ରତି ଆକର୍ଷିତ ହୋଇଥିଲେ। ଅନ୍ୟ ଟେଲିକମ୍ କମ୍ପାନୀ ତୁଳନାରେ ବିଏସନେଲ(BSNL)  ଏହାର ଗ୍ରାହକଙ୍କୁ ବହୁତ ଶସ୍ତା ରିଚାର୍ଜ ଯୋଜନା ପ୍ରଦାନ କରୁଛି।ଯାହା ଫଳରେ ଗତ କିଛି ମାସ ମଧ୍ୟରେ, ୫୫ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା ବିଏସନେଲ ସହିତ ଯୋଡି ହୋଇଛନ୍ତି | ଆଜି ଆମେ ଆପଣଙ୍କୁ…

Read More

ଭୁବନେଶ୍ୱରରେ ସ୍ଥାପନ ହେବ ଭାରତର ପ୍ରଥମ ମହିଳା ଗୋଷ୍ଠୀ ବେତାର କେନ୍ଦ୍ର ‘ରେଡିଓ ବ୍ଲୁ’

ଭୁବନେଶ୍ୱର: ଭୁବନେଶ୍ୱରରେ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି ଭାରତର ପ୍ରଥମ  ମହିଳା ଗୋଷ୍ଠୀ ବେତାର କେନ୍ଦ୍ର ‘ରେଡିଓ ବ୍ଲୁ’। ସୁପରିଚିତ ବିକାଶ ଯୋଗାଯୋଗ ସଂସ୍ଥା ‘ଏସିଡିସିଆର’ (ଏସିଆ ସେଣ୍ଟର  ଫର ଡେଭଲପମେଣ୍ଟ କମ୍ୟୁନିକେସନ ଆଣ୍ଡ ରିସର୍ଚ୍ଚ)କୁ ଏହି କମ୍ୟୁନିଟୀ ରେଡିଓ ସ୍ଥାପନ ପାଇଁ ଭାରତ ସରକାରଙ୍କ ଦୂରସଞ୍ଚାର ମନ୍ତ୍ରଣାଳୟରୁ ଲାଇସେନ୍ସ ମିଳିଛି। ରେଡିଓ ବ୍ଲୁ ଦେଶର ଏକମାତ୍ର କମ୍ୟୁନିଟୀ ରେଡିଓ ହେବ , ଯାହା କେବଳ ମହିଳା ମାନଙ୍କ ନେତୃତ୍ବ ଓ ଭାଗିଦାରୀରେ ଚାଲିବ । …

Read More

ଅନୁଗୁଳରେ ଜିନ୍ଦଲ ପାନ୍ଥର୍ ସିମେଣ୍ଟର ୧.୫ ଏମଟିପିଏ ଗ୍ରାଇଣ୍ଡିଂ ୟୁନିଟର କାର୍ଯ୍ୟକ୍ଷମ

ସିମେଣ୍ଟ ପ୍ରସ୍ତୁତିରେ ଅଙ୍ଗାରକାମ୍ଳ ନିର୍ଗମନ ହ୍ରାସକୁ ଗୁରୁତ୍ୱ §  କମ୍ କାର୍ବନ ସିମେଣ୍ଟ ଉତ୍ପାଦନ ପ୍ରତି ନିଜର ପ୍ରତିବଦ୍ଧତାକୁ ଅଧିକ ଦୃଢ଼ କରି ଜିନ୍ଦଲ ପାନ୍ଥର୍ ସିମେଣ୍ଟ (ଜେପିସି) ଦ୍ବାରା ଓଡ଼ିଶାର ଅନୁଗୁଳଠାରେ ୧.୫ ଏମଟିପିଏ କ୍ଷମତା ବିଶିଷ୍ଟ ପ୍ରଥମ ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍ କାର୍ଯ୍ୟକ୍ଷମ §  ଜେଏସପିଏଲର ଇସ୍ପାତ ମାର୍କେଟିଂ ଟିମ୍ ସହଯୋଗରେ ବଜାରରେ ସିମେଣ୍ଟର ବିତରଣ କରାଯିବ ନୂଆଦିଲ୍ଲୀ, ୨୨/୧୦: କମ୍ କାର୍ବନ ସିମେଣ୍ଟ ଉତ୍ପାଦନ ପ୍ରତି ନିଜର ପ୍ରତିବଦ୍ଧତାକୁ ଜିନ୍ଦଲ ଗୃପ ଅଧୀନରେ…

Read More

Whatsup University ରୁ ଯାହା ଆସିଲା ତାହା ଖବର, ଅନୁସନ୍ଧାନ କି ଦରକାର

ନୂଆଦିଲ୍ଲୀ/ଭୁବନେଶ୍ୱର: (ରଙ୍ଗା ଚରଣ ପ୍ରଧାନ)-ଶ୍ୟାମ ବେନେଗଲଙ୍ଗ ନିର୍ଦ୍ଦେଶିତ ଏକ ବ୍ୟଙ୍ଗାତ୍ମକ ଓ ମନୋରଞ୍ଜନଧର୍ମୀ ଚଳଚିତ୍ର ଆସିଥିଲା।‌ଚଳଚ୍ଚିତ୍ରର ନାଁ ହେଉଛି ଓ୍ବେଲଡନ୍ ଆବା ।ଏହି ଫିଲ୍ମରେ ଦେଖା ଯାଇଛି ଗୋଟିଏ କୁଅ ଚୋରି ହୋଇ ଯାଇଛି। ହଁ ଆଜ୍ଞା, ପାଣି କୁଅ । ଏକଥା ମନେ ପଡିଗଲା କାହିଁକି ନା, ସମ୍ବାଦରେ ପ୍ରକାଶ ପାଇଛି, କେଜରିୱାଲ ଯେଉଁ ଘର ଖାଲି କଲେ ସେ ଘରୁ ଗୋଟିଏ ପାଇଖାନା ଚୋରି ହୋଇ ଯାଇଛି। ‘କେଜରିଓ୍ବାଲଙ୍କ ପୁରୁଣା ଘରୁ ୧୨ ଲକ୍ଷର…

Read More

ନେଡିଗୁଡ଼ କହୁଣୀକୁ ବୋହିଗଲା ପରେ ଫାଳେ ବୁଝୁଛି ବିଜେଡି…..ପ୍ରକୃତ ପ୍ରସଙ୍ଗକୁ ଫେରୁଛି

ଭୁବନେଶ୍ୱର-  ସମୟ ଓ ଧୈର୍ଯ୍ୟଠୁ ବଳି ବଡ଼ କେହି ଯୋଦ୍ଧା ନାହାନ୍ତି। ଏକଥା ଇତିହାସରେ ବହୁଥର ବିଭିନ୍ନ ଉଦାହରଣରେ ଉଲ୍ଲେଖ କରାଯାଇଛି। ସମୟ ହିଁ ବଳବାନ , ଏହା ରାଜନୀତିରେ ପ୍ରତି ମୂହୁର୍ତ୍ତରେ ପରିବର୍ତ୍ତିତ ହୋଇଥାଏ। ଓଡ଼ିଶା ରାଜନୀତି ମଧ୍ୟ ଠିକ୍ ସେହିପରି କଡ଼ ଲେଉଟାଇଛି। ଯେଉଁ ସବୁ ପ୍ରସଙ୍ଗ ବିଜେଡି ଅଣଦେଖା କରୁଥିଲା। ସେହି ପ୍ରସଙ୍ଗରେ ଆଜି ପ୍ରଥମେ ହାଜିରା ପକାଉଛି। ଦୁଇଦିନ ତଳେ ସିପିଏମ୍ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

Read More

ଜିନ୍ଦଲ ଫାଉଣ୍ଡେସନ ଅଧ୍ୟକ୍ଷା ଶାଲୁ ଜିନ୍ଦଲଙ୍କ ଜନ୍ମ ଦିବସରେ ସେବା ଦିବସ ପାଳିତ

ଜିନ୍ଦଲ ଷ୍ଟିଲ ଏଣ୍ଡ ପାଓ୍ୱାରର ସାମାଜିକ ସଂଗଠନ ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଏହାର ଅଧ୍ୟକ୍ଷା ତଥା ବିଶିଷ୍ଟ ସମାଜସେବୀ ଓ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କୁଚିପୁଡ଼ି ନୃତ୍ୟାଙ୍ଗନା ଶ୍ରୀମତୀ ଶାଲୁ ଜିନ୍ଦଲଙ୍କ ଜନ୍ମ ଦିବସକୁ ଅକ୍ଟୋବର ୨୦ ଦିନ ସେବା ଦିବସ ଭାବେ ଦେଶବ୍ୟାପୀ ପାଳନ କରାଯାଇଛି । ସାମୁଦାୟିକ ବିକାଶ ପାଇଁ ଶ୍ରୀମତୀ ଜିନ୍ଦଲଙ୍କ ପ୍ରତିଶ୍ରୁତିବଦ୍ଧତାକୁ ଆଧାର କରି ସେବା ଦିବସ ପାଳନ ଅବସରରେ ଜିନ୍ଦଲ ଫାଉଣ୍ଡେସନର ଦେଶବ୍ୟାପୀ ଥିବା ସମସ୍ତ ପ୍ରତିଷ୍ଠାନ ମାନଙ୍କ ଦ୍ବାରା ବହୁ…

Read More

ଓଡ଼ିଆ ଝିଅ ଆରାଧନା ଦାସଙ୍କୁ ମିସେସ୍ ଇଣ୍ଡିଆ ମିଡିଲ୍ ଇଷ୍ଟ ଦ୍ୱିତୀୟ ରନର୍-ଅପ୍ ମୁକୁଟ

ଦୁବାଇ: ମଧ୍ଯପ୍ରାଚ୍ଯରେ ବିବାହିତ ଭାରତୀୟ ମହିଳାଙ୍କ ପାଇଁ ନିମିତ୍ତ ପ୍ରଥମ ସୌନ୍ଦର୍ଯ୍ଯ ପ୍ରତିଯୋଗିତା ମିସେସ୍ ଇଣ୍ଡିଆ ମିଡିଲ୍ ଇଷ୍ଟର ଦ୍ୱିତୀୟ ସିଜିନ୍ ଫାଇନାଲ୍ ଦୁବାଇ ଠାରେ ଗତ ୦୮ ସେପ୍ଟେମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଓଡ଼ିଆ ଝିଅ ଆରାଧନା ଦାସ ମିସେସ୍ ଇଣ୍ଡିଆ ମିଡିଲ୍ ଇଷ୍ଟ ଦ୍ୱିତୀୟ ରନର୍-ଅପ୍ ମୁକୁଟ ହାସଲ କରିଛନ୍ତି । ମିସେସ୍ ଇଣ୍ଡିଆ ମିଡିଲ୍ ଇଷ୍ଟ ପ୍ରତିଯୋଗିତାରେ ପୋଡିୟମ୍ ଫିନିଶ୍ ହାସଲ କରିବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ ମହିଳା।…

Read More

ମାରିନେବେ ମହାପାତ୍ରେ ଚାହିଁଥିବେ ଜଳକା

ଭୁବନେଶ୍ୱର : (ଅଧିବକ୍ତା। ଆହୂତି ମହାନ୍ତି)-ଆଜିର ପିଢ଼ିକୁ ଅଖଣ୍ଡ ଭାରତ ଗଠନର ଶିଳ୍ପ ପ୍ରକ୍ରିୟା ବିଷୟରେ ଜଣାଇବା ନିହାତି ଅପରି ହାର୍ଯ୍ୟ।ବର୍ତ୍ତମାନକୁ ନେଇ କେବେ ଆଜିର ଭାରତ ପରି କଳ୍ପନା କରା ଯାଇ ନାହିଁ।ଲାଲା ଲଜପତ୍ ରାୟ,ରାଜା ରାମ ମୋହନ ରାୟ,ବାଲ୍ ଗଙ୍ଗାଧର ତିଳକ,ବିପିନ ଚନ୍ଦ୍ର ପାଲ, ସୁବାଷ ବୋଷ,ମହାତ୍ମା ଗାନ୍ଧୀ,ମୋତି ଲାଲ୍ ନେହେରୁ ଙ୍କ ସ୍ୱାଧୀନତା ପୂର୍ବର ବଳିଦାନକୁ ଅସ୍ବୀକାର କରିବା ଅସମ୍ଭବ।ସ୍ୱାଧୀନତା ପର ଭାରତ ବର୍ଷର ବୋଝ ମୁଣ୍ଡାନ୍ତି ସର୍ଦାର ବୋଲବ ଭାଇ ପଟେଲ…

Read More

ରାଷ୍ଟ୍ରଭାଷା ପରୀକ୍ଷାର ମର୍ଯ୍ୟାଦାହାନି ନକରିବାକୁ ଅନୁରୋଧ

ଭୁବନେଶ୍ୱର,୪ା୧୦: ୧୯୫୪ ମସିହାରୁ ଓଡ଼ିଶାରେ ହିନ୍ଦୀ ପ୍ରଚାର, ପ୍ରସାର ଜାରି ରହିଛି । ଓଡିଶା ରାଷ୍ଟ୍ରଭାଷା ପରିଷଦ, ଜଗନ୍ନାଥଧାମ, ଚକ୍ରକୋଟଲେନ, ଦାମୋଦରରୋଡ, ବଳିଆପଣ୍ଡା, ପୁରୀ-୧ ପକ୍ଷରୁ ଏହା ଚାଲୁରହିଛି । ଏହି ସଂସ୍ଥାଦ୍ୱାରା ପରିଚାଳିତ ସମସ୍ତ ପରୀକ୍ଷା ଭାରତ ସରକାର ତଥା ଓଡିଶା ସରରକାରଙ୍କ ସ୍ଥାୟୀ ମାନ୍ୟତା ପାଇଛି । ପ୍ରତି ବର୍ଷ ଏହି ସଂସ୍ଥାରେ ହଜାର ହଜାର ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇ ରାଜ୍ୟ ତଥା ରାଜ୍ୟ ବାହାରେ ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥାରେ କର୍ମ…

Read More