ବିଶ୍ୱନାଥ ପଣ୍ଡିତ ଙ୍କ ସ୍ମୃତିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ -ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ପାଠାଗାର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦, ୫୮,୩୧,୧୦୦ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। ୫-ଟି ସଚିବ ଭି କେ ପାଣ୍ଡିଆନ୍ ଙ୍କ କଟକ ଗସ୍ତ ସମୟରେ କଟକ ରେ ସ୍ଵର୍ଗତ ବିଶ୍ଵନାଥ ପଣ୍ଡିତ ଙ୍କ ସ୍ମୃତି ରେ ଏକ ଅତ୍ୟାଧୁନିକ … Continue reading ବିଶ୍ୱନାଥ ପଣ୍ଡିତ ଙ୍କ ସ୍ମୃତିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Copy and paste this URL into your WordPress site to embed
Copy and paste this code into your site to embed