ହେମନ୍ତ ହେବେ କି ରାଜସାକ୍ଷୀ….ଦାୟିତ୍ୱ ବଢିଲା ସିନା କମିଲାନି…
ଭୁବନେଶ୍ୱର: ମୋହନ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବାର ପ୍ରାୟ ଏକ ମାସ ପରେ ଆଇଏଏସ୍ ସ୍ତରରେ ଏକ ଅଦଳବଦଳ କରିଥିଲେ। ନୂତନ ମୁଖ୍ୟ ଶାସନ ସଚିବ ନିଯୁକ୍ତ ପରେ ଏହି ଅଦଳବଦଳ ମଧ୍ୟମ ଧରଣର ଥିଲା। ବହୁ ଚର୍ଚ୍ଚିତ ଅଫିସର ଜି.ମାଥିଭାଥନନ୍ ଏବଂ ଭିନିଲ୍ କ୍ରିଷ୍ଣାଙ୍କୁ ଯଥାକ୍ରମେ ଦୁଇ ପ୍ରମୁଖ ବିଭାଗରୁ ଅପସାରଣ କରାଯାଇଥିଲା। ହେଲେ ବିଜେଡି ସରକାରରେ ଥିବା ଜଣେ ଆଇଏଏସଙ୍କୁ ବିଜେପି ଟାର୍ଗେଟ କରୁଥିଲା। ଏପରିକି କୋଭିଡ ସମୟରେ ହୋଇଥିବା ଜିନିଷ ପତ୍ର … Continue reading ହେମନ୍ତ ହେବେ କି ରାଜସାକ୍ଷୀ….ଦାୟିତ୍ୱ ବଢିଲା ସିନା କମିଲାନି…
Copy and paste this URL into your WordPress site to embed
Copy and paste this code into your site to embed