ଟଙ୍କାଏ ବୃଦ୍ଧି ହେବ ମିଡ୍ ଡେ ମିଲ ସହାୟତା ରାଶି…

ଭୁବନେଶ୍ଵର; ଟଙ୍କାଏ ବଢିବ ମଧ୍ୟାହ୍ନ ଭୋଜନ ସହାୟତା ରାଶି । ପ୍ରତି ମିଲ୍ ପିଛା ୧ ଟଙ୍କା ବୃଦ୍ଧି କରାଯିବ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସୂଚନାଯୋଗ୍ୟ , ଦରଦାମ ବୃଦ୍ଧିକୁ ଦେଖି ମାଧ୍ୟମ ଭୋଜନ ମିଲ୍ ପିଛା ଦାମ ୧ ଟଙ୍କା ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।

ଆଉ ଖୁବଶୀଘ୍ର ଏନେଇ ସରକାର ବ୍ୟବସ୍ଥା କରିବେ ବୋଲି ମନ୍ତ୍ରୀ କହିଛନ୍ତି । ତେବେ ପୂର୍ବରୁ ମିଡ୍ ମେ ମିଲ୍ ସହାୟତା ରାଶି ବୃଦ୍ଧି କରିବାକୁ ଦାବି କରାଯାଉଥିଲା । ଏହାକୁ ଦୃଷ୍ଟିରେ ରଖି ଏବେ ରାଜ୍ଯ ସରକାର ସହାୟତା ରାଶିରେ ବୃଦ୍ଧି କରିବାକୁ ଯାଉଛନ୍ତି।

Leave a Reply

Your email address will not be published. Required fields are marked *