ହିଞ୍ଜିଳି ସହ ଏହି ଆସନରୁ ଲଢିପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..ଲମ୍ବୁଛି ପ୍ରସ୍ତାବ….
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ବିଧାନସଭା ନିର୍ବାଚନରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିରୁ ନିର୍ବାଚିତ ହୋଇ ଆସିଛନ୍ତି। ମାତ୍ର ଗତଥର ହିଞ୍ଜିଳିରେ ଲଢିବା ସହ ପଶ୍ଚିମ ଓଡ଼ିଶାର ବିଜେପୁର ଆସନରୁ ମଧ୍ୟ ଲଢିଥିଲେ। ଆସନ୍ତା ବିଧାନସଭା ନିର୍ବାଚନରେ ମଧ୍ୟ ହିଞ୍ଜିଳି ସହ ଆଉ ଏକ ଆସନରୁ ଲଢିବା ସପକ୍ଷରେ ତାଙ୍କର ନିଜସ୍ୱ ସର୍ଭେକ୍ଷଣ ଟିମ୍ ମତ ରଖିଛି। ହେଲେ ପୂର୍ବପରି ବିଜେପୁର ନ ଛିଡା ହୋଇ ନୂଆ ଆସନରୁ ଛିଡ଼ା ହେବା ପାଇଁ ପ୍ରସ୍ତାବ ଆସିଛି। … Continue reading ହିଞ୍ଜିଳି ସହ ଏହି ଆସନରୁ ଲଢିପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..ଲମ୍ବୁଛି ପ୍ରସ୍ତାବ….
Copy and paste this URL into your WordPress site to embed
Copy and paste this code into your site to embed