ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାର ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା
ଭୁବନେଶ୍ୱର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି ଭୁବନେଶ୍ୱରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ପଞ୍ଚମ ଦିନରେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ ପାଇବେ … Continue reading ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାର ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା
Copy and paste this URL into your WordPress site to embed
Copy and paste this code into your site to embed