୪୦୦ ତଳେ ଦେଶରେ ଦୈନିକ କୋରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଆଜି କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୪୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୧୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩୧୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୯୦,୦୫୪ରେ ପହଞ୍ଚିଛି।

Leave a Reply

Your email address will not be published. Required fields are marked *