ଏପର୍ଯ୍ୟନ୍ତ ବି ଟନେଲରେ ଫସିରହିଛନ୍ତି ଶ୍ରମିକ , କ’ଣ କହିଲେ ଟନେଲ ବିଶେଷଜ୍ଞ ଜାଣନ୍ତୁ …
ସୁଡ଼ଙ୍ଗରେ ଫସି ରହିଥିବା ଶ୍ରମିକମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ନିରନ୍ତର ପ୍ରୟାସ ଜାରି ରହିଛି। ଅଗର ମେସିନ୍ ଖରାପ ହୋଇଯିବା ଫଳରେ ଏହି ପ୍ରୟାସକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତର୍ଜାତୀୟ ଟନେଲ ବିଶେଷଜ୍ଞ ଆର୍ନୋଲ୍ଡ ଡିକ୍ସ ଶନିବାର କହିଛନ୍ତି ଯେ ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ନିର୍ମାଣାଧୀନ ସିଲ୍କିୟାରା ଟନେଲରେ ଫସି ରହିଥିବା ୪୧ ଜଣ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ବ୍ୟବହୃତ ଅଗର ମେସିନ୍ ବିଫଳ ହୋଇଛି। ଡିକ୍ସ କହିଛନ୍ତି, “ଅଗର ଭାଙ୍ଗିଯାଇ ଖରାପ ହୋଇଯାଇଛି…
