ଧୋନିଙ୍କ ସହିତ କାହିଁକି ନଜର ଆସିଲେ ଡୋନାଲ୍ଡ ଟ୍ରମ୍ପ ଜାଣନ୍ତୁ …
ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବରେ ୩ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ତାଙ୍କ ପ୍ରତି ପ୍ରଶଂସକଙ୍କ କ୍ରେଜ ଆଜି ମଧ୍ୟ କମିନାହିଁ। ବର୍ତ୍ତମାନ ଏହି ତାଲିକାରେ ଆଉ ଏକ ନୂତନ ନାମ ଯୋଡ଼ି ହୋଇଯାଇଛି । ଏବେ ଧୋନି ତାଙ୍କ ପରିବାର ସହିତ ଆମେରିକାରେ ଛୁଟି କାଟୁଛନ୍ତି ଏବଂ ଏହି ସମୟରେ ଡୋନାଲ୍ଡ ଟ୍ରମ୍ପଙ୍କ ସହ ତାଙ୍କର ଏକ ଫଟୋ ସାମ୍ନାକୁ ଆସିଛି । ଆମେରିକାର…
