କ’ଣ ରହିଛି ଅଦାନୀଙ୍କ ଚାଇନା ସହ ଲିଙ୍କ୍ ଜାଣନ୍ତୁ…
ଅତୀତରେ ରାଜସ୍ବ ଗୁଇନ୍ଦା ନିର୍ଦ୍ଦେଶାଳୟ (ଡିଆର୍ଆଇ) କରିଥିବା ତଦନ୍ତଠାରୁ ଆରମ୍ଭ କରି ଏବେ ଓସିସିଆରପି ଆଣିଥିବା ଅଭିଯୋଗରେ ଦୁଇ ଜଣ ବିଦେଶୀଙ୍କ ନାମ ବାରମ୍ବାର ସାମ୍ନାକୁ ଆସୁଛି । ସେହି ଦୁଇ ବ୍ୟକ୍ତି ହେଉଛନ୍ତି ତାଇୱାନର ଚାଙ୍ଗ ରୁଙ୍ଗ-ଲିଙ୍ଗ୍ ଓ ୟୁଏଇର ନାସିର ଅଲ୍ଲୀ ସବାନ ଆହ୍ଲି । ଏହି ଦୁଇ ବ୍ୟକ୍ତିଙ୍କ ଶିଳ୍ପପତି ଗୌତମ ଆଦାନିଙ୍କ ସହ ଏହି ଦୁଇ ଜଣଙ୍କ ଘନିଷ୍ଠତା ରହିଛି। ସେମାନଙ୍କ ଜରିଆରେ ପାଣ୍ଠି ହେରଫେର କାରବାର ହେଉଥିବା ଅଭିଯୋଗ ଆଗକୁ…
