କେଉଁ ସବୁ ଖାଦ୍ୟ ଖାଉଛନ୍ତି ଅଷ୍ଟ୍ରେଲୀୟ କ୍ରିକେଟର ଷ୍ଟୋଇନିସ୍ …..କିଏ ଦେଇଥିଲା ତାଙ୍କୁ ଖାଦ୍ୟ ସମ୍ପର୍କିତ ପରାମର୍ଶ

ନୂଆଦିଲ୍ଲୀ – ବର୍ତ୍ତମାନ କ୍ରିକେଟ୍ ବିଶ୍ୱକପ୍ ଜାରି ରହିଛି।  ଏହି ସମୟରେ କେଉଁ ଖେଳାଳି କଣ ଖାଉଛନ୍ତି। ତାହାକୁ ନେଇ ବିଭିନ୍ନ ଖବର ପ୍ରକାଶ ପାଉଛି। ଅଷ୍ଟ୍ରେଲୀୟ ଅଲ୍‌ରାଉଣ୍ଡର ମାର୍କସ ଷ୍ଟୋଇନିସଙ୍କ ଖାଦ୍ୟ ଶୈଳୀକୁ ନେଇ ଚର୍ଚ୍ଚା ଜାରି ରହିଛି । ଯେପରି ‌କମ୍‌ କାର୍ବୋହାଇଡ୍ରେଟ୍‌ ଖାଦ୍ୟ ଖାଇବେ ତାହା ଉପରେ ଧ୍ୟାନ ଦେବାକୁ ବ୍ୟକ୍ତିଗତ ରୋଷେୟାଙ୍କୁ  ଷ୍ଟୋଇନିସ୍ ନିଜ ସାଙ୍ଗରେ ସବୁ ସମୟରେ ନେଇ ଥାଆନ୍ତି।  ଷ୍ଟୋଇନିସ୍‌ ଏବେ କିଟୋଜେନିକ୍‌ ଡାଏଟ୍‌ (ହାଇ ଫ୍ୟାଟ୍‌, ଲୋ…

Read More

ଅଟା ଚୋରି ରୋକିବାକୁ ପାକିସ୍ତାନରେ ୧୪୪ ଲାଗୁ

ଇସଲାମାବାଦ : ଗୋଟିଏ ପଟେ ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଦେଖାଦେଇଥିବା ବେଳେ ଠିକ୍ ସେତିକି ବେଳେ ଅନ୍ୟ ପଟେ ପାକିସ୍ତାନରେ ଖାଦ୍ୟ ସାମଗ୍ରୀର ଦର ବୃଦ୍ଧିକୁ  ନେଇ ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଖାଦ୍ୟ ପ୍ରସ୍ତୁତି ପାଇଁ ଅଟାର ଘୋର ଅଭାବ ଥିବାରୁ ଅଟା ଚୋରି ଆରମ୍ଭ ହୋଇଛି। ମିଳିଥିବା ଖବର ଅନୁଯାୟୀ, ଅଟା ଚୋରିକୁ ରୋକିବା ପାଇଁ ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶରେ ଧାରାଲାଗୁ କରାଯାଇଛି। ଏକ ସରକାରୀ ଆଦେଶ ଜାରି କରି ସରକାର ଏଥିପାଇଁ ସୂଚନା…

Read More

କର୍ତ୍ତବ୍ୟ ସମ୍ପାଦନ ସମୟରେ ସରକାରୀ କର୍ମଚାରୀଙ୍କ ମୃତ୍ୟୁରେ ରାଜ୍ୟ ସରକାର ଦେବେ ୧୦ ଲକ୍ଷ ଟଙ୍କାର ସହାୟତା ରାଶି

ଭୁବନେଶ୍ୱର : ଓଡ଼ିଶାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ବୁଧବାର ଅନୁମୋଦନ ଦେଇଛନ୍ତି । ଆଗାମୀ କିଛିମାସ ପରେ ରାଜ୍ୟରେ ବିଧାନସଭା ନିର୍ବାଚନ ଘୋଷଣା ହେବାର ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କୁ ଖୁସିରେ ରଖିବା ପାଇଁ ଏଭଳି ଘୋଷଣା କରାଯାଇଥିବା କୁହାଯାଇଛି।        ନୂତନ ନିଷ୍ପତ୍ତି ଅନୁଯାୟୀ ଦାୟିତ୍ୱ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ…

Read More

୨୦ କୋଟି ଟଙ୍କା ଦୁର୍ନୀତି ମାମଲାର ଆଜାରୁଦ୍ଦିନଙ୍କୁ ନୋଟିସ୍ କଲା ଇଡି

ହାଇଦ୍ରାବାଦ;ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା କଂଗ୍ରେସର ମହମ୍ମଦ ଆଜାରୁଦ୍ଦିନଙ୍କୁ ନୋଟିସ୍‌‌ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡ଼ି। ହାଇଦ୍ରାବାଦ କ୍ରିକେଟ ଆସୋସିଏସନରେ ଦୁର୍ନୀତି ମାମଲାରେ ନୋଟିସ୍‌‌ ଜାରି କରାଯାଇଛି। ହାଇଦ୍ରାବାଦ କ୍ରିକେଟ ଆସୋସିଏସନରେ ୨୦କୋଟି ଟଙ୍କା ହେରଫେର ନେଇ ଅଭିଯୋଗ ହୋଇଥିବା ସୂଚନା ମିଳିଛି। ଏହି ପରିପ୍ରେକ୍ଷୀରେ ଇଡ଼ି ପକ୍ଷରୁ ତାଙ୍କୁ ପଚରାଉଚରା ପାଇଁ ଡକାଯାଇଛି। ବର୍ତ୍ତମାନ କଂଗ୍ରେସ ଦଳରେ ରହିଛନ୍ତି ମହମ୍ମଦ ଆଜାରୁଦ୍ଦିନ୍‌‌। ସୂଚନା ଅନୁସାରେ ଆଜାରୁଦ୍ଦିନଙ୍କୁ ହାଇଦ୍ରାବାଦସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟରେ…

Read More

ରେଭେନ୍ସା ନାମ ବଦଳ ପ୍ରସଙ୍ଗ:ନୂତନ ବିଜେଡ଼ି ସାଂସଦ ଙ୍କୁ ପୁରାତନ ବିଜେପି କର୍ମୀଙ୍କ ପ୍ରଶ୍ନ

ଭୁବନେଶ୍ୱର:(ବିଶ୍ୱରାଜ ନାୟକ)-“ପ୍ରଜାତନ୍ତ୍ର”ର ସଂପାଦକୀୟ (ଧ୍ଵନି ପ୍ରତିଧ୍ଵନି ସ୍ତମ୍ଭ) ପୃଷ୍ଠାରେ ଏକ ଆଲେଖ୍ୟ ଲେଖିଛନ୍ତି ଭର୍ତ୍ତୃହରି ମହତାବ, ବର୍ତ୍ତମାନ ରେଭେନ୍ସା ମହାବିଦ୍ୟାଳୟକୁ ନେଇ ଚାଲିଥିବା ବିତର୍କ ବା ବିବାଦ ଉପରେ। ସେହି ଆଲେଖ୍ୟର କିଛି ଅଂଶକୁ ଉଦ୍ଧୄତ କରିବା ସହ ସେହି ଜ୍ଞାନୀ, ଅଭିଜ୍ଞ ରାଜନେତାଙ୍କୁ ଏକ ରେଭେନ୍ସାର ପ୍ରାକ୍ତନ ଛାତ୍ର ଭାବେ କିଛି ପ୍ରଶ୍ନ ପଚାରିବାକୁ ଚାହୁଁଛି। ୧. କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏହି ପଦକ କଥାକୁ କିଛି ଲୋକ ଘୋରିମାଜି ତିଳକୁ ତାଳ କଲେଣି। ପ୍ରଶ୍ନ:…

Read More

ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ, ବାଜିରେ ଲାଗିଛି ଟାଣୁଆ ନେତାଙ୍କ ଭାଗ୍ୟ…

ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ। ବାଜିରେ ଲାଗିଛି ବହୁ ଟାଣୁଆ ନେତାଙ୍କ ଭାଗ୍ୟ। କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଭଳି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଚାଲିଛି ମତଦାନ। ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ଦେଖିବାକୁ ମିଳିବ ବିଗ୍ ଫାଇଟ୍ । କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ…

Read More

୧୮ଟି ନିଷ୍ପତ୍ତି ଉପରେ ମୋହର ମାରିଲା ଓଡ଼ିଶା କ୍ୟାବିନେଟ୍ , ନିଜମ 5ମ ପାଳିର ଚତୁର୍ଥ ବର୍ଷ ପୂରଣ କଲେ ନବୀନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ନିଜ 5ମ ପାଳିର ଚତୁର୍ଥ ବର୍ଷ ପୂରଣ କରିଛନ୍ତି। ଏହି ଅବସରରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ 18ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ମରାଯାଇଛି। ଏହା ମଧ୍ୟରେ ରହିଛି ନିଜସ୍ୱ ମୋ ଘର ଯୋଜନା। ଏହା ଦ୍ୱାରା କେନ୍ଦ୍ରର ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଅପେକ୍ଷା ନ କରି ରାଜ୍ୟ ସରକାର ନିଜସ୍ୱ ବ୍ୟବସ୍ଥା କରିଛନ୍ତି। ସାଧାରଣ ନିର୍ବାଚନକୁ ବର୍ଷକରୁ କମ୍ ସମୟ ଥିବାରୁ ଏହି ଯୋଜନା…

Read More

ବିଦ୍ରୋହୀଙ୍କୁ ଭିଡିଓ କଲ କରି ମନାଉଛନ୍ତି ମୋଦି

ବେଙ୍ଗଲୁରୁ,୨୧/୪(ବ୍ୟୁରୋ): କର୍ନାଟକରେ ବିଧାନସଭା ନିର୍ବାଚନ ପ୍ରକ୍ରିୟା ଜାରି ରହିଛି। ଏହା ମଧ୍ୟରେ ବିଜେପିର ବହୁ ବରିଷ୍ଠ ନେତା ଦଳ ଛାଡି କଂଗ୍ରେସ ଏବଂ ଜେଡିଏସ୍ ରେ ଯୋଗ ଦେଉଛନ୍ତି। ଏହି କ୍ରମରେ ବରିଷ୍ଠ ନେତା ଇଶ୍ୱରପ୍ପା ମଧ୍ୟ ଦଳ ଛାଡିବାକୁ ମନସ୍ଥ କରିଥିବା ଜଣାପଡିଛି। ଏହି ଖବର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୋଦ୍ ନିଜେ ଭିଡିଓ କଲ୍ କରି ଇଶ୍ୱରପ୍ପାଙ୍କୁ ବୁଝାଇବାରେ ଲାଗିଛନ୍ତି। ଉଭୟଙ୍କ ବାର୍ତ୍ତାଳାପ ସମୟର ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ…

Read More

ବିଏମସିର ପ୍ରଥମ ମେୟର ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ୮୪ ବର୍ଷ ବୟସରେ ପରଲୋକ

ଭୁବନେଶ୍ୱର : ଭୁନେଶ୍ବରର ପୂର୍ବତନ ପୌରାଧ୍ୟକ୍ଷ ତଥା ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ । ଭୁବନେଶ୍ବର ସହିଦନଗର ସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଛି । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । ୧୯୯୭ ମସିହାରେ ଭୁବନେଶ୍ବର ଚେୟାରମ୍ୟାନ ଭାବେ ଦାୟିତ୍ବ ନିର୍ବାହ କରିଥିଲେ । ତାଙ୍କ ସମୟରେ ବିଏମସି ଗଠନ ହୋଇଥିଲା । ଅଲ ଇଣ୍ଡିଆ ମେୟର ଆସୋସିଏସନର ଉପସଭାପତି ଥିଲେ ଜଗନ୍ନାଥ ମହାପାତ୍ର…

Read More

ହରିୟାଣା ନିର୍ବାଚନ ଫଳାଫଳ ପରେ ଧର୍ମେନ୍ଦ୍ରଙ୍କୁ ଅପାରଗ ବୋଲି ପ୍ରମାଣ କରିବାକୁ ପ୍ରସ୍ତୁତ ହେଉଛନ୍ତି…ପଣ୍ଡା, ସାମଲ, ଷଡଙ୍ଗୀ ଗୋଷ୍ଠୀ…..ମୁରୁକି ହସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ

ଭୁବନେଶ୍ୱର:  ଗତ ସାଧାରଣ ନିର୍ବାଚନ ପୂର୍ବରୁ ବର୍ତ୍ତମାନ କେନ୍ଦ୍ରାପଡ଼ା ବିଜେପି ସାଂସଦ ବୈଜୟନ୍ତ ପଣ୍ଡା ଦଳୀୟ ନିର୍ବାଚନ ପ୍ରଭାରୀ ଭାବେ ଉତ୍ତର ପ୍ରଦେଶରେ ନିଯୁକ୍ତ ହୋଇଥିଲା। ଏହା ପୂର୍ବରୁ ଜେପି ନଡ୍ଡା ଏବଂ ଅମିତ ଶାହା ଏହି ଦାୟିତ୍ୱରେ ରହିଥିଲେ। ତେଣୁ ଶ୍ରୀ ପଣ୍ଡାଙ୍କ ଗୁରୁତ୍ୱ ବଢିଲା ବୋଲି  ତାଙ୍କ ଟିଭି ଚ୍ୟାନେଲ ଏବଂ ସମର୍ଥକ ମାନେ କହି ବୋଲିଲେ। ଆଗାମୀ ଦିନରେ ଅନ୍ୟମାନଙ୍କ ଅପେକ୍ଷା ତାଙ୍କ ଗୁରୁତ୍ୱ ବଢିବ ବୋଲି ଏକ ଧାରଣା କରାଗଲା। ଏମିତି…

Read More