ଫକୀରମୋହନ ବିଶ୍ଵବିଦ୍ୟାଳୟ ଅବିଭକ୍ତ ବାଲେଶ୍ୱର ବାସୀଙ୍କ ଆବେଗ, ସ୍ଵପ୍ନ ଓ ନିଷ୍ଠାର ଏକ ଜୀବନ୍ତ ସୌଧ- ଧର୍ମେନ୍ଦ୍ର ପ୍ରଧାନ
ବାଲେଶ୍ବର ;ଫକୀରମୋହନ ବିଶ୍ଵବିଦ୍ୟାଳୟ ଖାଲି ଏକ ଶିକ୍ଷାନୁଷ୍ଠାନ ନୁହେଁ, ଏହା ଅବିଭକ୍ତ ବାଲେଶ୍ୱର ବାସୀଙ୍କ ଉଚ୍ଚଶିକ୍ଷା ପ୍ରତି ଆଗ୍ରହ, ଆବେଗ, ସ୍ଵପ୍ନ ଓ ନିଷ୍ଠାର ଏକ ଜୀବନ୍ତ ସୌଧ ବୋଲି ବିଶ୍ୱବିଦ୍ୟାଳୟର ୨୫ତମ ସ୍ଥାପନା ଦିବସ ସମାରୋହ ଅବସରରେ ଭିଡିଓ ବାର୍ତ୍ତା ଜରିଆରେ କହିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଫକୀରମୋହନ ବିଶ୍ଵବିଦ୍ୟାଳୟର ରଜତ ଜୟନ୍ତୀ ଅବସରରେ ଶୁଭେଚ୍ଛା ଜଣାଇବା ସହ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଅବିଭକ୍ତ ବାଲେଶ୍ୱର ଜିଲ୍ଲା…
