ଧର୍ମେନ୍ଦ୍ର-ମନମୋହନ ଛକାପଞ୍ଝା…..ମନମୋହନଙ୍କ ପଛରେ ସାଂସଦ ଲବି…..ଗୋଲକଙ୍କୁ ମାର୍କେଟକୁ ଛାଡି…ଘାଣ୍ଟୁଛନ୍ତି ମୁକୁ…

ଭୁବନେଶ୍ୱର – ସରିଛି ସର୍ବଭାରତୀୟ ଡିଜି ଓ ଆଇଜି ସମ୍ମିଳନୀ, ସରିଛି ପ୍ରବାସୀ ଭାରତୀୟ ଦିବସ। ଏଥର ଉତ୍ସବ କୈନ୍ଦ୍ରିକ ବିଜେପି ଇକୋ ସିଷ୍ଟମ ହେବ ଦଳ ମୁହାଁ। ନଜର ରହିବ ସଙ୍ଗଠନ ହାତଉଛି କିଏ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କ୍ୟାମ୍ପ ନା ବୈଜୟନ୍ତ-ପ୍ରତାପ-ଅପରାଜିତା ଷଡଙ୍ଗୀ-ଜୁଏଲ ସମର୍ଥନ ଥିବା ମନମୋହନ ସାମଲଙ୍କ କ୍ୟାମ୍ପ। ଉତ୍ସବର ଭିଡ ଭିତରେ ସାମାନ୍ୟ ଶିଥିଳ ହୋଇଯାଇଛି ବିଜେପିର ସଭାପତି ବଛା ଖବର। ଦିନ କେଇଟା ପରେ ପରବର୍ତ୍ତୀ ସଭାପତି ଉପରୁ…

Read More

ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପାଣ୍ଡିଆନ, କହିଲେ କେବଳ ମୁଖ୍ୟମନ୍ତ୍ରୀ ପଦ ଉପରେ ତାଙ୍କର ରହିଛି ନଜର …

ଭୁବନେଶ୍ଵର; ଆଜି ସାମ୍ବାଦିକ ସମ୍ମିଳନୀରେ ପାଣ୍ଡିଆନ କହିଛନ୍ତି ଓଡ଼ିଶା ମୋର କର୍ମଭୂମି। ମୋ ପୁଅ ଓ ଝିଅଙ୍କ ମାତୃଭାଷା ଓଡ଼ିଆ।  ଓଡ଼ିଶାବାସୀଙ୍କଠୁ ସ୍ନେହ ଓ ପ୍ରଚୁର ଭଲ ପାଇବା ପାଇଛି। ମୁଁ, ମୋ କର୍ମଭୂମିକୁ କେବେ ଛାଡ଼ିପାରିବିନି। ଆସନ୍ତାକାଲି ମହାପ୍ରଭୁ ଯାହା ଚାହିଁବେ ତାହା ହେବ। ଏହାବ୍ୟତୀତ ସେ ଏହି ସମ୍ମିଳନୀରେ ବିଜେପି ଉପରେ ବର୍ଷିଛନ୍ତି। ବିଜେପିକୁ ଟାର୍ଗେଟ କରି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି ନିର୍ବାଚନ ଆସିଲେ ବିଜେପିର, ଓଡ଼ିଆ ଭାଷା ପ୍ରତି ପ୍ରେମ ଆସେ। ।…

Read More

ସ୍କୁଲ ଓ ଗଣଶିକ୍ଷା ବିଭାଗରେ ସୃଷ୍ଟି ହେଲା ୬୪୨ ପିଜିଟି ପଦବୀ ,ମୋଟ ୯୦୨ଟି ପଦ ସୃଷ୍ଟି

ଭୁବନେଶ୍ୱର : ଶିକ୍ଷା ଭିତ୍ତିଭୂମି ଗୁଡିକର ରୂପାନ୍ତରଣ ପରେ ଶିକ୍ଷକ ଏବଂ ଅନ୍ୟ ପଦ ପୂରଣ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ଏହି କ୍ରମରେ ନୂତନ ଭାବେ ୯୦୨ଟି ପଦ ସୃଷ୍ଟି କରାଯାଇଛି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ଏହି ସୂଚନା ଦିଆଯାଇଛି। ସୃଷ୍ଟି ହୋଇଥିବା ୯୦୨ଟି ପଦ ମଧ୍ୟରୁ ୬୪୨ଟି ପଦ ପିଜିଟି, ୨୪ଟି ଲାବ୍ରୋଟୋରୀ ଆସିଷ୍ଟାଣ୍ଟ(ପରୀକ୍ଷାଗାର ସହାୟକ), ୨୪ ଲାବ୍ରୋଟୋରୀ ଆଟେଡାଣ୍ଟ(ପରୀକ୍ଷାଗାର ପରିଚାରକ), ୧୦୬ ଆସିଷ୍ଟାଣ୍ଟ ଲାଇବ୍ରେରିଆନ୍(ପୁସ୍ତକାଗାର ସହାୟକ) ଏବଂ…

Read More

ରେଭେନ୍ସା ନାମ ବଦଳ: ଅଣ ଐତିହାସିକଙ୍କ ଅଯଥା ମୁଣ୍ଡବିନ୍ଧା

ଭୁବନେଶ୍ୱର: (ବିଜୟ ସାହୁ) -ଦୁଇଦିନ ତଳେ ରାଜଧାନୀ ଭୁବନେଶ୍ୱରରେ ବୋଧେ କୌଣସି ଐତିହାସିକ ବୈଠିକୀରେ ଯୋଗଦେଇ ପାରିଲେ ନାହିଁ । ତେଣୁ କେବଳ କଟକ ସାଂସଦ ଭତୃହରୀ ମହତାବ , ପୂର୍ବତନ ବିଧାୟକ ଅମର ପ୍ରସାଦ ଶତପଥୀ ଓ କବି-ପ୍ରଶାସକ ହରପ୍ରସାଦ ଦାସଙ୍କ ବିବୃତି ମୁଁ ଶୁଣିପାରିଲି ।ଭତ୍ତୃହରୀ ମହତାବ ଏଥର ରେଭେନ୍ସା କଲେଜ କେବଳ ନୁହେଁ ଇଣ୍ଡିଆର ନାଁ ମଧ୍ୟ ବଦଳାଇବା କଥା ବୈଠିକୀରେ ଉଠେଇଛନ୍ତି । ଅମର ଶତପଥୀ ନାଁ ପରିବର୍ତ୍ତନ ସପକ୍ଷରେ ସରକାର…

Read More

ନବୀନଙ୍କୁ କଣ୍ଟାବାଞ୍ଜିରେ ହରାଇଥିଲେ ବିଜେଡି ନେତା….ଧିରେ ଧିରେ ଖୋଲୁଛି ଗୁମର..

ବଲାଙ୍ଗୀର : ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଥିଲେ ଅପରାଜେୟ, ଅପ୍ରତିଦ୍ୱନ୍ଦ୍ୱୀ । ହେଲେ ଗୋଟିଏ ଝଟକାରେ ହାରିଗଲେ ନବୀନ। ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରେ ପ୍ରଥମ ଥର ପାଇଁ ପରାଜୟର ମୁହଁ ଦେଖିଲେ ବିଜୁ ନନ୍ଦନ ନବୀନ ପଟ୍ଟନାୟକ। ହାରିବା ପରେ ବିଜେଡି ପକ୍ଷରୁ ଚାଲିଛି କଣ୍ଟାବାଞ୍ଜି ପରାଜୟର ବ୍ୟବଚ୍ଛେଦ। ବିଜେପିର  ପ୍ରଥମ ଥର ବିଧାୟକ ହୋଇଥିବା ଲକ୍ଷ୍ମଣ ବାଗଙ୍କ ଠାରୁ ଭଲ ବ୍ୟବଧାନରେ ହାରିଯାଇଥିଲେ ନବୀନ । ହେଲେ ଏହି ପରାଜୟର ବିଜେଡି ନେତାଙ୍କ ଅବଦାନ…

Read More

ସିବିଏସ୍‌ଇ’ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ; ଚଳିତ ବର୍ଷ ପାସ୍‌ ହାର ୮୭.୩୩%

ନୂଆଦିଲ୍ଲୀ: ଆଜି ‘ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକେଣ୍ଡାରି ଏଜୁକେସନ୍‌’ର (ସିବିଏସ୍‌ଇ) ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ଦ୍ବାଦଶ ଶ୍ରେଣୀର ପାସ୍‌ ହାର ୮୭.୩୩% ହୋଇଥିବା କଥା ‘ସିବିଏସ୍‌ଇ’ ପକ୍ଷରୁ ଜଣାପଡିଛି । ଏହି ବର୍ଷ ପରୀକ୍ଷାରେ ଛାତ୍ରୀମାନେ ଛାତ୍ରମାନଙ୍କ ଅପେକ୍ଷା ୬.୦୧% ଅଧିକ ରଖିଛନ୍ତି। କିନ୍ତୁ, ଗତବର୍ଷ ତୁଳନାରେ  ଉଭୟ ପୁଅ ଓ ଝିଅମାନଙ୍କ ପାସ୍‌ ହାର କମ୍‌ ହୋଇଛି। ଗତବର୍ଷ ୯୧.୨୫% ଛାତ୍ର ପାସ୍‌ କରିଥିବା ବ‌େଳେ ଚଳିତ…

Read More

କ୍ରିକେଟକୁ ଅଲବିଦା କହିଲେ ଶିଖର ଜାଣନ୍ତୁ କେମିତି ଥିଲା ତାଙ୍କ କ୍ୟାରିଅର

କ୍ରିକେଟରୁ ସନ୍ୟାସ ନେଲେ ଭାରତୀୟ ଓପନିଂ ବ୍ୟାଟର ଶିଖର ଧାୱନ । ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟର୍‌ରୁ ଶନିବାର ଅବସର ଘୋଷଣା କରିଛନ୍ତି କ୍ରିକେଟରୁ ଅବସର ନେଇଛନ୍ତି ଗବର । ସେ ପ୍ରଶଂସକମାନଙ୍କ ପାଇଁ ଏକ ଭାବପ୍ରବଣ ସୋସିଆଲ୍‌ ମିଡିଆ ପୋଷ୍ଟ୍‌ କରି ତାଙ୍କ ଅବସର ସଂପର୍କରେ ସୂଚନା ଦେଇଛନ୍ତି। ସେ ସମସ୍ତ ପ୍ରକାରର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି।ଧୱନ ୨୦୨୨ ମସିହାରେ ଶେଷ ଥର ପାଇଁ ବାଂଲାଦେଶ ବିପକ୍ଷରେ ଏକ ଦିବସୀୟ ମ୍ୟାଚ୍‌ ଖେଳିଥିଲେ। ସେ…

Read More

ସଞ୍ଜୟଙ୍କୁ ପିନାକୀଙ୍କ ଆଲିଙ୍ଗନ ଲୌହ ଭୀମକୁ ଧ୍ରୁତରାଷ୍ଟ୍ରର ଆଲିଙ୍ଗନ ନୁହେଁ ତ………….

ଭୁବନେଶ୍ୱର,୨୪/୪(ବ୍ୟୁରୋ): ମହାଭାରତ ଯୁଦ୍ଧ ସରିଯାଇଥାଏ। ପାଣ୍ଡବମାନେ ଶ୍ରୀକୃଷ୍ଣଙ୍କ ସହ ମହାରାଜା ଧ୍ରୁତରାଷ୍ଟ୍ରଙ୍କୁ ଭେଟିବା ପାଇଁ ଇନ୍ଦ୍ରପ୍ରସ୍ଥ ଆସିଥାନ୍ତି। ଶତପୁତ୍ର ନିଧନ ଦୁଃଖରେ ଧ୍ରୁତରାଷ୍ଟ୍ର ମ୍ରିୟମ୍ରାଣ ହୋଇ ପଡିଥାନ୍ତି। ନିଜ ଆଡୁ କୁରୁ ଶ୍ରେଷ୍ଠ ପଞ୍ଚୁ ପାଣ୍ଡବଙ୍କୁ କୋଳାଗ୍ରତ କରି ଅଭିଭାଦନ କରନ୍ତି। ଯୁଧିଷ୍ଠିରଙ୍କ ଅଭିଭାଦନ ପରେ ଭୀମଙ୍କୁ ଡାକି ଆଲିଙ୍ଗନ କରିବାକୁ ଉଦ୍ୟତ ହୁଅନ୍ତି ଧ୍ରୁତରାଷ୍ଟ୍ର। ହେଲେ ଅନ୍ତର୍ଯ୍ୟାମୀ ଶ୍ରୀକୃଷ୍ଣ ଭୀମଙ୍କୁ ଧ୍ରୁତରାଷ୍ଟ୍ର ନିକଟରୁ ଦୂରେଇ ରଖନ୍ତି। ଭୀମଙ୍କ ବଦଳରେ ତାଙ୍କ ଲୌହ ପ୍ରତିମାକୁ ଅନ୍ଧ ଧ୍ରୁତରାଷ୍ଟ୍ରଙ୍କ…

Read More

ଆସନ୍ତାକାଲିଠୁ ଶୀତକାଳୀନ ଅଧିବେଶନ, ଏହାକୁ ଦୃଷ୍ଟିରେ ରଖି ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ୨୬ ତାରିଖଠାରୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏହାକୁ ଦୃଷ୍ଟିରେ ଆଜି ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ, କଂଗ୍ରେସ ବିଧାୟକ ଦଳ ନେତା ପ୍ରମୂଖ ଏହି ବୈଠକରେ ଉପସ୍ଥିତ ରହିଛନ୍ତି । ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଥିବା ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ତାରିଖ ପର୍ଯ୍ୟନ୍ତ ଚାଲିବ। ସରକାର ପ୍ରଥମ ଦିନରେ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ।…

Read More

ବାରବାଟୀ ଆଉ ନଦେଖି ପାରେ ଅନ୍ତଃରାଷ୍ଟ୍ରୀୟ ମ୍ୟାଚ,ପୁଣି ଥରେ ବିଦେଶୀଙ୍କ ଆଗରେ କଟିଲା ନାକ

କଟକ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୯ ତାରିଖରେ ହୋଇଥିବା ଦିନିକିଆ ମ୍ୟାଚକୁ ନେଇ ଏବେ ସବୁ ଆଡେ ଚର୍ଚ୍ଚା ଓ ବିତର୍କ। ୪ ୱିକେଟରେ ଏହି ମ୍ୟାଚକୁ ଜିତିଥିବା ଭାରତୀୟ ଦଳ କିନ୍ତୁ ବାରବାଟୀରେ ଖୁସି ନଥିଲେ। ଆପଣଙ୍କ ମନକୁ ପ୍ରଶ୍ନ ଆସୁଥିବ ଯେ ମ୍ୟାଚ ତ ଜିତିଲେ କିନ୍ତୁ ଖୁସି କାହିଁ ନଥିଲେ? ସୂଚନାଯୋଗ୍ୟ ଅଧିନାୟକ ରୋହିତ ଶର୍ମା ଗୋଟିଏ ପଟେ ବିସ୍ଫୋରକ ବ୍ୟାଟିଂ କରି ପରିବେଶକୁ ଗରମ କରିବା ବେଳକୁ ଠିକ୍ ସେତିକି…

Read More