କୌଣସି କାମ ଛୋଟ କିମ୍ବା ବଡ଼ ନୁହେଁ, ଯୁବଶକ୍ତିଙ୍କ ଦ୍ୱାରା ହିଁ ଭାରତ ଦୁନିଆର ୧ ନମ୍ବର ଦେଶ ହେବ – ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, – କୌଣସି କାମ ଛୋଟ କିମ୍ବା ବଡ ନୁହେଁ, ଯୁବଶକ୍ତିଙ୍କ କାନ୍ଧରେ ହିଁ ଭାରତ ଦୁନିଆର ୧ ନମ୍ବର ଦେଶ ହେବ ବୋଲି ରବିବାର ନୂଆଦିଲ୍ଲୀ ଠାରେ ସଂକଳ୍ପ ପରିବାର ଦ୍ୱାରା ଆୟୋଜିତ ଗୁରୁ ସମ୍ମାନ ଏବଂ ଅଂଶଗ୍ରହଣକାରୀ ଅଭିନନ୍ଦନ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମାରୋହରେ ଉପସ୍ଥିତ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷା-୨୦୨୨ରେ ସଫଳତା ପାଇଥିବା ଯୁବସାଥୀଙ୍କୁ ଶୁଭେଚ୍ଛା ଜଣାଇବା ସହ କେନ୍ଦ୍ରମନ୍ତ୍ରୀ…

Read More

ପରିବା ଦରବୃଦ୍ଧି ବିରୋଧରେ ଛାତ୍ର କଂଗ୍ରେସର ନିଆରା ପ୍ରତିବାଦ

ଭୁବନେଶ୍ୱର : ଛାତ୍ର କଂଗ୍ରେସ ପକ୍ଷରୁ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ସରକାରୀ ବାସଭବନ ସମ୍ମୁଖରେ ରବିବାର ସୁଲଭ ମୂଲ୍ୟରେ ପରିବା ବିକି ନିଆରା ଢଙ୍ଗରେ ଆକାଶ ଛୁଆଁ ପରିବା ଓ ସଉଦା ଦର ପ୍ରତିବାଦରେ ବିକ୍ଷୋଭ କରିଥିଲା । ଛାତ୍ର କଂଗ୍ରେସ ପକ୍ଷରୁ ମନ୍ତ୍ରୀଙ୍କ ବାସଭବନରେ ଟମାଟୋ କିଲୋ ୫୦ ଟଙ୍କା, ବାଇଗଣ କିଲୋ ୩୦ ଟଙ୍କା, ଝୁଡ଼ଙ୍ଗ କିଲୋ ୨୫ ଟଙ୍କା ସାରୁ କିଲୋ ୩୦ ଟଙ୍କା ପ୍ରଭୃତି ପୋଟଳ, ଲଙ୍କା ଏବଂ ଅନ୍ୟାନ୍ୟ…

Read More

ଶହୀଦ ବାଜି ରାଉତଙ୍କ ଉପରେ ନାଟକ ପିଲାମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭା ପ୍ରସ୍ଫୁଟିତ କରିବ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,– କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ସ୍ଥିତ ଭଞ୍ଜକଳା ମଣ୍ଡପରେ ମଞ୍ଚସ୍ଥ ଓଡ଼ିଆ ଶିଶୁ ନାଟକ ‘ବିପ୍ଳବୀ ବାଜିଆ’ ଦେଖିବା ସହ ଶହୀଦ ବାଜି ରାଉତଙ୍କ ବଂଶଧରଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଦେଶ ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରିବା ବେଳେ ଭାରତର ସର୍ବକନିଷ୍ଠ ସ୍ୱାଧୀନତା ସଂଗ୍ରାମୀ ଶହୀଦ ବାଜି ରାଉତଙ୍କ କାହାଣୀକୁ ନାଟକର ରୂପ ଦେବା ପ୍ରଶଂସନୀୟ ।…

Read More

ଘଟଣାବହୁଳ ହେବାକୁ ଯାଉଛି ଜୁଲାଇ, କେନ୍ଦ୍ର ମନ୍ତ୍ରିମଣ୍ଡଳ ଅଦଳବଦଳରୁ ଆରମ୍ଭ କରି ବଦଳିବ କଂଗ୍ରେସ ପ୍ରଭାରୀ…

ନୂଆଦିଲ୍ଲୀ : ଭାରତୀୟ ରାଜନୀତିରେ ନିର୍ବାଚନୀ ବର୍ଷରୁ ଗୁରୁତ୍ୱ କାହିଁରେ କେତେ। ନିର୍ବାଚନ ପାଖେଇଲେ କେତେ ଘଟଣା ଘଟେ। ଏହି କ୍ରମରେ ଚଳିତ ମାସ ତଥା ଜୁଲାଇ ଅନେକ ଘଟଣା ବହୁଳ ହେବାକୁ ଯାଉଛି। ରାଷ୍ଟ୍ରୀୟ ରାଜନୀତି ଠାରୁ ଆରମ୍ଭ କରି ରାଜ୍ୟ ରାଜନୀତିରେ ବ୍ୟାପକ ପରିବର୍ତ୍ତନ ଦେଖିବାକୁ ମିଳିବ। ବିଜେପି ଚାରି ରାଜ୍ୟର ସଭାପତିଙ୍କୁ ବଦଳାଇବା ସହ ନିର୍ବାଚନ ହେବାକୁ ଥିବା ରାଜ୍ୟର ନୂତନ ପ୍ରଭାରୀ ନିଯୁକ୍ତ କରିଛି। ଗୌହାଟିରେ ତିନିଦିନିଆ ମନ୍ଥନ ଶିବିର ସମାପ୍ତ…

Read More

ଦିବ୍ୟାଙ୍ଗଙ୍କ ପାଠପଢ଼ାକୁ ସୁଗମ କରିବା ସହ ସମାଜର ମୌଳିକ ଆବଶ୍ୟକତା ପୂରଣ କରିବା ଆମ ଦାୟିତ୍ୱ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର– କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ସାଇନ୍ସ(ଆଇଏଚଏସ) ପରିଦର୍ଶନ କରିବା ଅବସରରେ ଏହି ଅନୁଷ୍ଠାନକୁ ସ୍ୱୟଂଶାସିତ ମହାବିଦ୍ୟାଳୟ ଭାବରେ ଘୋଷଣା କରିଛନ୍ତି । ଏହି ପ୍ରତିଷ୍ଠାନକୁ ୟୁନିଭରସିଟି ଗ୍ରାଣ୍ଟ୍ କମିଶନ (ୟୁଜିସି) ସ୍ୱତନ୍ତ୍ର ବର୍ଗରେ ଅଟୋନୋମସ କଲେଜ ଭାବରେ ମାନ୍ୟତା ପ୍ରଦାନ କରିଛି ବୋଲି ସେ କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ଗସ୍ତ କାଳରେ କ୍ୟାମ୍ପସ ପରିସରରେ ଦିବ୍ୟାଙ୍ଗ…

Read More

ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ପାଇକ ବିଦ୍ରୋହ ସ୍ମାରକୀ ଓଡିଆ ଜାତିର ଅସ୍ମିତା ଓ ଗୌରବର ପ୍ରତୀକ, ଏହାର ନିର୍ମାଣ ପାଇଁ ସମସ୍ତଙ୍କ ସହଯୋଗ ଦରକାର – ଧର୍ମେନ୍ଦ୍ର ପ୍ରଧାନ* ଖୋର୍ଦ୍ଧା, ଜୁଲାଇ ୦୭ – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଖୋର୍ଦ୍ଧା ଜିଲ୍ଲା ବରୁଣେଇ ଠାରେ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କରିବା ସହ ପ୍ରକଳ୍ପ କାମର ଅଗ୍ରଗତି ନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହି…

Read More

ପଶ୍ଚିମବଙ୍ଗ ରାଜନୈତିକ ହିଂସାରେ ୧୧ ମୃତ

କୋଲ୍‌କାତା: ପଶ୍ଚିମବଙ୍ଗରେ ଆଜି ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ଚାଲିଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ  ହିଂସାକାଣ୍ଡ ଘଟି ୧୧ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ କିଛି ଘରଦ୍ବାରା ନଷ୍ଟ ହୋଇଯାଇଥିବା କଥା ସରକାରୀ ଅଧିକାରୀମାନେ କହିଛନ୍ତି।ମୃତ ବ୍ୟକ୍ତିମାନଙ୍କ ମଧ୍ୟରେ ‘ତୃଣମୂଳ କଂଗ୍ରେସ’ର ୫ଜଣ , ‘ବିଜେପି’, ‘ସିପିଆଇ(ଏମ୍‌)’ଓ ‘କଂଗ୍ରେସ’ର ଜଣେ ଲେଖାଏଁ କର୍ମୀ ଓ ଜଣେ ସ୍ବାଧୀନ ପ୍ରାର୍ଥୀଙ୍କ ସମର୍ଥକ ରହିଛନ୍ତି ।ଏହାଛଡ଼ା, ରାଜ୍ୟରେ ବିଭିନ୍ନ ପ୍ରାନ୍ତରେ ଭୀଷଣ ସଂଘର୍ଷ ଘଟି ବିଭିନ୍ନ ରାଜନୈତିକ…

Read More

କଂଗ୍ରେସ ଉଠାଉଥିବା ପ୍ରସଙ୍ଗ ବିଜେପିକୁ ଫାଇଦା ଦେବ….ରାଷ୍ଟ୍ରୀୟ ନେତୃତ୍ୱକୁ ରିପୋର୍ଟ ଦେଲା ନିର୍ବାଚନୀ ସର୍ଭେକ୍ଷଣ ସଂସ୍ଥା….

ଭୁବନେଶ୍ୱର : ଶୀର୍ଷକଟି ପଢି ଆଶ୍ଚର୍ଯ୍ୟ ହେଉଥିବେ। ମାତ୍ର ଏକଥା ସତ। ରାଜ୍ୟ କଂଗ୍ରେସର ନିଷ୍କ୍ରିୟତା ଓ ରଣନୀତି ଚୟନ ରାଜ୍ୟ ବିଜେପିକୁ ଫାଇଦାରେ ରଖିବ। ଏକଥା ଆମେ କହୁନାହୁଁ। କେନ୍ଦ୍ରୀୟ ବିଜେପି ପାଇଁ କାମ କରୁଥିବା ନିର୍ବାଚନୀ ସର୍ଭେ ସଂସ୍ଥା ବରାହ ଆନାଲିଟିକ୍ ପକ୍ଷରୁ କୁହାଯାଇଛି। ଓଡ଼ିଶା ସମ୍ପର୍କିତ ଏକ ରିପୋର୍ଟ ନିକଟରେ ବିଜେପି ରାଷ୍ଟ୍ରୀୟ ନେତୃତ୍ୱକୁ ପ୍ରଦାନ କରାଯାଇଛି। ରାଜ୍ୟ କଂଗ୍ରେସର କୌଣସି ରାଜନୈତିକ କାର୍ଯ୍ୟକ୍ରମ ବିଜେପିକୁ ଅଡୁଆ ହେବ ନାହିଁ। ବରଂ ସବୁ…

Read More

ବ୍ୟାଙ୍କ, ପୋଷ୍ଟାଲ ଠାରୁ ଅଧିକ ରିଟର୍ଣ୍ଣ ଦେଉଛି ଏହି ବୀମା ସଂସ୍ଥା … ଜାଣନ୍ତୁ

ନୂଆଦିଲ୍ଲୀ : ଭବିଷ୍ୟତ ପାଇଁ ସଞ୍ଚୟ କରିବାକୁ ଚାହୁଁଛନ୍ତି କି? ତେବେ ଆଉ କୌଣସି ବ୍ୟାଙ୍କ କି ପୋଷ୍ଟାଲ ନୁହେଁ । ଏବେ ଆପଣ ଅଧିକ ସୁଧ ଦେବ ମ୍ୟୁଚୁଆଲ ଫଣ୍ଡ । ନିଜ ରୋଜଗାରରୁ କିଛି ଟଙ୍କା ସଞ୍ଚୟ କରିବା ଦ୍ୱାରା ନିଜର ଓ ନିଜର ପରିବାରର କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଲାଗିଥାଏ । ବର୍ତ୍ତମାନ ସମୟରେ ଟଙ୍କା ସଞ୍ଚୟ କରିବାକୁ ହେଲେ ସମସ୍ତେ ବ୍ୟାଙ୍କ, ପୋଷ୍ଟାଲ, କିମ୍ୱା କୌଣସି ବୀମା ସଂସ୍ଥାରେ ଟଙ୍କା ରଖୁଛନ୍ତି…

Read More

ପ୍ରଥମ ଥର ଏସୀୟ କ୍ରୀଡ଼ାରେ ସାମିଲ ହେବ ଭାରତୀୟ କ୍ରିକେଟ୍ ଦଳ

ମୁମ୍ବାଇ: ପ୍ରଥମ ଥର ଏସୀୟ କ୍ରୀଡ଼ାରେ ଭାରତୀୟ ପୁରୁଷ ଓ ମହିଳା କ୍ରିକେଟ୍‌ ଦଳର ଅଂଶଗ୍ରହଣକୁ ବିସିସିଆଇ ଆପେକ୍ସ କାଉନସିଲ୍‌ରେ ଅନୁମୋଦନ ମିଳିଛି। ସେପ୍ଟେମ୍ବର ୨୮ ତାରିଖରୁ ଚୀନରେ ଆରମ୍ଭ ହେଉଥିବା ଏହି ଏସୀୟ ମହାକୁମ୍ଭରେ ବିସିସିଆଇର ଦ୍ବିତୀୟ ପୁରୁଷ ଦଳ ଭାଗ ନେବ। କିନ୍ତୁ ସେପ୍ଟେମ୍ବର ୧୯ ତାରିଖରୁ ଆରମ୍ଭ ହେଉଥିବା ମହିଳା ବର୍ଗରେ ଭାରତର ମୁଖ୍ୟ ଦଳ ଏଥିରେ ଅଂଶଗ୍ରହଣ କରିବ। ଏସୀୟ କ୍ରୀଡ଼ା ଇତିହାସରେ କ୍ରିକେଟ୍‌ ତୃତୀୟ ଥର ପାଇଁ ସାମିଲ ହୋଇଛି।…

Read More