ରାଜଧାନୀରେ ଉଠିଲା ଓଡ଼ିଶା ନାରୀ ନିର୍ଯ୍ୟାତନାର ସ୍ୱର

ଭୁବନେଶ୍ୱର : ଏଆଇସିସି ନିଜର ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗୋପାଳପୁର ପଠାଇବାକୁ ନିଷ୍ପତ୍ତି ନେଇଛି । କଂଗ୍ରେସ ସଭାପତି ଶ୍ରୀ ଖଡଗେ ଏହି ଟିମ୍ ଗଠନ କରିବା ସହ ସରଜମିନ୍ ଯାଞ୍ଚ କରି ନିଜର ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଫ୍ୟାକ୍ଟ ଫାଇଣ୍ଡିଂ ଟିମର ସଂଯୋଜକ ଭାବେ ଦୀପା ଦାସମୁନସୀଙ୍କ ସମେତ ସାଂସଦ ରଞ୍ଜିତ୍ ରଞ୍ଜନ, ପ୍ରଣତୀ ସିନ୍ଧେ, ଏସ. ଜ୍ୟୋତିମଣି ଏବଂ ମହିଳା ଅଧିକାର ନେତ୍ରୀ ଶୋଭା ଓଝା ସାମିଲ…

Read More

ଧୋନୀଙ୍କ ପତ୍ନୀ ସାକ୍ଷୀ ଓ ବିରାଟଙ୍କ ଅନୁଷ୍କା ଗୋଟିଏ ସ୍କୁଲରେ ପଢୁଥିଲେ, ଫଟୋ ହେଲା ଭାଇରାଲ

ନୂଆଦିଲ୍ଲୀ : ମହେନ୍ଦ୍ର ସିଂ ଧୋନୀ ଏବଂ ବିରାଟ କୋହଲୀ । ଭାରତୀୟ କ୍ରିକେଟ ଜଗତର ଦୁଇ ବୃହତ ନାମ। ଦୁଇ ଜଣଙ୍କ ବନ୍ଧୁତା ମଧ୍ୟ ପଡିଆ ବାହାରେ ବେଶ୍ ଚର୍ଚ୍ଚାର କାରଣ ହୋଇଥାଏ। ହେଲେ ଏପରି ଏକ ସଂଯୋଗ ଉଭୟଙ୍କ ବ୍ୟକ୍ତିଗତ ଜୀବନରେ ରହିଛି। ଯାହା ଅନେକଙ୍କୁ ଆଶ୍ଚର୍ଯ୍ୟ କରିବା ସହ ଖୁସି କରିପାରେ। ମାହି ତଥା ଧୋନୀଙ୍କ ଧର୍ମପତ୍ନୀ ସାକ୍ଷୀ ସିଂ ଏବଂ ବିରାଟ କୋହଲୀଙ୍କ ପତ୍ନୀ ଅନୁଷ୍କା ପିଲାଦିନର ସାଙ୍ଗ। ପିଲାଦିନେ ସ୍କୁଲ…

Read More

ମାଇକ୍ରନର ନିବେଶ ଭାରତର ସେମିକଣ୍ଡକ୍ଟର ଦୃଶ୍ୟପଟ୍ଟକୁ ବଦଳାଇଦେବ; ଅଶ୍ଵିନୀ ବୈଷ୍ଣବ

ନୂଆଦିଲ୍ଲୀ: ଭାରତକୁ ଚିପ୍‌ ଉତ୍ପାଦନର ହବ୍‌ରେ ପରିଣତ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ବପ୍ନ ଶୀଘ୍ର ସାକାର ହେବାକୁ ଯାଉଛି। ଆମେରିକାର ମାଇକ୍ରୋ ଚିପ୍ ନିର୍ମାତା ମାଇକ୍ରନ୍ ଗୁଜରାଟରେ ଏକ ନୂଆ ସେମିକଣ୍ଡକ୍ଟର ଆସେମ୍ବଲି ଓ ଟେଷ୍ଟିଂ କାରଖାନା ସ୍ଥାପନ କରିବାକୁ ନିଷ୍ପତ୍ତି ‌ନେଇଛି। ମାଇକ୍ରନ୍‌ର ସିଇଓ ସଞ୍ଜୟ ମେହରୋତ୍ରାଙ୍କୁ ଆମେରିକା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ମୋଦୀ ଭେଟିବା ପରେ ଏହି ଖବର ସାମ୍ନାକୁ ଆସିଛି। ଭାରତରେ କାରଖାନା ସ୍ଥାପନ କରିବା ଲାଗି ମାଇ‌କ୍ରନ୍‌କୁ ପ୍ରଧାନମନ୍ତ୍ରୀ…

Read More

ଅନଲାଇନରେ କେମିତି ଦାଖଲ କରିବେ ଆୟକର , ବିଳମ୍ବରେ ଦାଖଲ କଲେ କେତେ ରହିଛି ଜରିମାନା ଜାଣନ୍ତୁ ……

୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆଇଟିଆର ଦାଖଲ କରିବାର ଶେଷ ତାରିଖ ପାଖେଇ ଆସିଲାଣି | ଆୟକର ବିଭାଗ ଅନୁଯାୟୀ, ଯେଉଁ ନାଗରିକଙ୍କ ବାର୍ଷିକ ଆୟ ୩ ଲକ୍ଷରୁ ବା ତାଠାରୁ ଅଧିକ, ସେ ଆଇଟିଆର ଦାଖଲ କରିବା ଜରୁରୀ | ପୂର୍ବରୁ ଆୟକର ରିଟର୍ଣ୍ଣ ଦାଖଲ କରିବାର ଶେଷ ତାରିଖ ୩୧ ଜୁଲାଇ ଭାବେ ସ୍ଥିର କରାଯାଇଛି। ଯଦି ଆପଣ ଆଇଟିଆର ( ITR )ଦାଖଲ କରିବାରେ ବିଳମ୍ବ ହୁଅନ୍ତି , ତେବେ ଆପଣଙ୍କୁ ଜରିମାନା…

Read More

ବିଜେପିରେ ଯୋଗ ଦେଲେ ଟିମ୍ ଇଣ୍ଡିଆର ଷ୍ଟାର ଆଲରାଉଣ୍ଡର ରବୀନ୍ଦ୍ର ଜାଡେଜା …

ନୂଆଦିଲ୍ଲୀ: ରାଜାନୀତିରେ ପାଦ ଦେଲେ ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ।  ସେ ବିଜେପିରେ ଯୋଗ ଦେଇଛନ୍ତି । ଜାଡେଜାଙ୍କ ପତ୍ନୀ ରିବାବା ଜାଡେଜା ଗୁଜୁରାଟର ଜାମନଗରରୁ ଜଣେ ବିଜେପି ବିଧାୟକ ଅଛନ୍ତି । ରିବାବା ନିକଟରେ ଜାଡେଜାଙ୍କ ବିଷୟରେ ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ସେୟାର କରିଥିଲେ। ସେ ଏକ ପୋଷ୍ଟ ମାଧ୍ୟମରେ କହିଛନ୍ତି ଯେ ରବିନ୍ଦ୍ର ଜାଡେଜା ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି। ନିକଟରେ ଟି -୨୦ ବିଶ୍ୱକପ ବିଜୟୀ ଦଳରେ…

Read More

ଯେ କୌଣସି ସମୟରେ ମୁଁ ମୁଖ୍ୟମନ୍ତ୍ରୀ ହୋଇପାରେ : ଅଜିତ୍ ପାଓ୍ୱାର

ମୁମ୍ବାଇ,୨୨/୪(ବ୍ୟୁରୋ): ୨୦୨୪ ମହାରାଷ୍ତ୍ର ନିର୍ବାଚନ କାହିଁକି, ଯେକୌଣସି ସମୟରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ପଦ ଦାବି କରିବା ଲାଗି ତାଙ୍କ ଦଳ ପ୍ରସ୍ତୁତ ରହିଛି ବୋଲି ‘ନ୍ୟାସ୍‌ନାଲିଷ୍ଟ୍‌ କଂଗ୍ରେସ ପାର୍ଟି’ (ଏନ୍‌ସିପି) ନେତା ଅଜିତ ପାୱାର୍‌ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ୨୦୦୪ରେ ‘ଏନ୍‌ସିପି’ କଂଗ୍ରେସ୍‌ଠାରୁ ଅଧିକ ଆସନ ପାଇଥିଲା ଏବଂ ମୁଖ୍ୟମନ୍ତ୍ରୀ ପଦ ‘ଏନ୍‌ସିପି’କୁ ମିଳିବାର ଥିଲା। ହେଲେ ଦଳକୁ ମିଳିଲା କେବଳ ଉପମୁଖ୍ୟମନ୍ତ୍ରୀ ପଦ। ଯଦି ସବୁ କିଛି ଠିକ୍ ରୁହେ,…

Read More

ଷ୍ଟେସନରୁ ଛାଡିଲା ‘ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍

ପୁରୀ ; ଆଜିଠୁ ଗଡ଼ିଲା ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍‌ । ଆଭାସି ଜରିଆରେ ଟ୍ରେନର ଶୁଭାରମ୍ଭ କରିଛନ୍ତି  ପ୍ରଧାନ ମନ୍ତ୍ରୀ ମୋଦି  । ତେବେ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ପୁରୀ ବିଧାୟକ ଜୟନ୍ତ ସଡଙ୍ଗୀ ଓ ସାଂସଦ ପିନାକି ମିଶ୍ର ଉପସ୍ଥିତ ରହିଥିଲେ  । ତେବେ ଟ୍ରେନ୍‌ଟି ପୁରୀ-ହାୱଡା ମଧ୍ୟରେ ସବୁଦିନ ଚଳାଚଳ କେବଳ ଗୁରୁବାର ବନ୍ଦ ରହିବ । ସେହିପରି ପ୍ରଧାନମନ୍ତ୍ରୀ…

Read More

ଅଷ୍ଟ୍ରେଲିଆକୁ ମିଳିଲା ଆଉ ଏକ ଡେଭିଡ ୱାର୍ନର ଜାଣନ୍ତୁ କେମିତି…

ନିକଟରେ ଅଷ୍ଟ୍ରେଲିଆର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ଡେଭିଡ ୱାର୍ନର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଯଦି ଦେଖାଯାଏ ଡେଭିଡ ୱାର୍ନରଙ୍କ ଆନ୍ତର୍ଜାତୀୟ କ୍ୟାରିୟର ବହୁତ ଭଲ ରହିଥିଲା । ଏହି ବ୍ୟାଟ୍ସମ୍ୟାନ୍ ସମସ୍ତ ତିନୋଟି ଫର୍ମାଟରେ ଉତ୍କୃଷ୍ଟ ବ୍ୟାଟିଂର ପ୍ରଦର୍ଶନ ମଧ୍ୟ କରିଛନ୍ତି । କିନ୍ତୁ ଏବେ ପ୍ରଶ୍ନ ଉଠୁଛି ଯେ ଅଷ୍ଟ୍ରେଲିଆ ଦଳରେ ଓପନର୍ ଭାବରେ ଡେଭିଡ ୱାର୍ନରଙ୍କୁ ସ୍ଥାନ କିଏ ନେବ ? ତେବେ ଏହି ପ୍ରଶ୍ନର ଉତ୍ତର ଦେଇଛି ଆଇସିସି ।…

Read More

ଆଠଗଡ, ନରସିଂହପୁର, ପିପିଲି ଓ ଆଠମଲ୍ଲିକ ବ୍ଲକରେ ପାନୀୟ ଜଳ ସମସ୍ୟାର ସମାଧାନ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ରାଜ୍ୟର ବିଭିନ୍ନ ଜିଲ୍ଲା ଗସ୍ତ କରିବା ସମୟରେ ବିଭିନ୍ନ ସ୍ଥାନରେ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ଅନେକ ଆପତ୍ତି ଅଭିଯୋଗ ଆସିଥିଲା । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଆଜି ଅନୁଷ୍ଠିତ ହୋଇଥିଲା। ବୈଠକରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ସହିତ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଶ୍ରୀ…

Read More

ମୋଦିଙ୍କ ସହ ରାଜନୈତିକ ଆଲୋଚନା ହୋଇନି ବୋଲି କହିଲେ ନବୀନ

ଭୁବନେଶ୍ୱର,୧୧/୬ : ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଓଡ଼ିଶା ଆସିବା ଦିନଠାରୁ ନବୀନ ପଟ୍ଟନାୟକଙ୍କ ରାଜନୈତିକ ଗତିବିଧି ନେଇ କଳ୍ପନାଜଳ୍ପନା ପ୍ରକାଶ ପାଉଛି। ଆନୁଷ୍ଠାନିକ ଭାବେ ବିଜେଡି କିମ୍ବା ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ପକ୍ଷରୁ ଯାହା ମନ୍ତବ୍ୟ ଦିଆଯାଉଛି, ତାହା ଉପରେ ସନ୍ଦେହ ପ୍ରକାଶ ପାଉଛି। ଏହି କ୍ରମରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପରାହ୍ନ 4ଟା 30ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ଭେଟ-ଘାଟ ପରେ ନବୀନ ପଟ୍ଟନାୟକ କହିଛନ୍ତି ଯେ, ବୈଠକରେ କୌଣସି…

Read More