ଓଡ଼ିଶା ମିଲେଟ୍ସ ମିଶନ ଓ ମିଶନ ଶକ୍ତି ଦେଇଛି ମହିଳାମାନଙ୍କୁ ସ୍ୱତନ୍ତ୍ର ପରିଚୟ
ସୁନ୍ଦରଗଡ; ଦିନ ଥିଲା ମହିଳାମାନେ ଘରର ଚାରିକାନ୍ଥ ମଧ୍ୟରେ ରହି କେବଳ ଘର କାମରେ ନିୟୋଜିତ ଥିଲେ । ଧୀରେ ଧୀରେ ସମୟର ପରିବର୍ତ୍ତନ ସହ ସେମାନେ ଘରର ଚାରିକାନ୍ଥ ମଧ୍ୟରୁ ବାହାରି ପୁରୁଷଙ୍କ ସହ କାନ୍ଧରେ କାନ୍ଧ ମିଳାଇ ପ୍ରତ୍ୟେକ କାର୍ଯ୍ୟରେ ଯୋଗ ଦେବା ସହ ପ୍ରତିଟି କ୍ଷେତ୍ରରେ ନିଜ ଦକ୍ଷତାକୁ ପ୍ରତିପାଦନ କରି ସେମାନେ ପ୍ରମାଣ କରିପାରିଛନ୍ତି ଯେ ସେମାନେ ମଧ୍ୟ ପୁରୁଷଙ୍କ ଠାରୁ କମ୍ ନୁହଁନ୍ତି । ସେହିପରି ସୁନ୍ଦରଗଡ ଜିଲ୍ଲାର…
