ବ୍ଲକସ୍ତରରୁ ୯ ଦଫା ଦାବି ନେଇ ଆନ୍ଦୋଳନ ଆରମ୍ଭ କରିବ କଂଗ୍ରେସ

ଭୁବନେଶ୍ୱର:  ଆସନ୍ତା କାଲିଠାରୁ କଂଗ୍ରେସ ପକ୍ଷରୁ ରାଜ୍ୟର ସମସ୍ତ ୩୧୪ ବ୍ଲକ ଘେରାଉ କରାଯିବ। କଂଗ୍ରେସ ପକ୍ଷରୁ ୯ ଦଫା ଦାବି ନେଇ ୩୦ ଜିଲ୍ଲାର ୩୧୪ ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯିବ।  ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି ଯେ, ବ୍ଲକସ୍ତରରେ ଚାଲିଥିବା ୧୫-୫୦ ପ୍ରତିଶତ ପିସି କାରବାରକୁ ବନ୍ଦ କରିବା, ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରତ୍ୟେକ ପଂଚାୟତକୁ ମଞ୍ଜୁର ହୋଇଥିବା ୫୦ଲକ୍ଷ ଟଙ୍କାର ପ୍ରକଳ୍ପ ତାଲିକା ପଂଚାୟତ ଦ୍ୱାରା ପ୍ରସ୍ତୁତ କରିବା…

Read More

ଆବଶ୍ୟକତା ଠାରୁ ଅଧିକ ବିଳାସ କରୁଛନ୍ତି ମୋହନ : ରୁବେନ

ଭୁବନେଶ୍ୱର : ସାମ୍ବାଦିକ ତଥା ଲେଖକ ରୁବେନ ବାନାର୍ଜୀଙ୍କ ଏକ ୟୁଟ୍ୟୁବ ଭିଡିଓ ପୁଣିଥରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ମୁଁ ରୁବେନ କହୁଛି ନାମକ ଏହି ଚ୍ୟାନାଲରେ ରୁବେନ ନିଜେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଗସ୍ତ ସମୟର ସୌଖୀନ ଜୀବନ ବିଷୟରେ ଆଲୋଚନା କରିଛନ୍ତି । ରୁବେନ ଜୋର ଦେଇ କହିଛନ୍ତି ଯେ, ଓଡ଼ିଶାର ଲୋକଙ୍କ ମୁଖ୍ୟମନ୍ତ୍ରୀ ବୋଲି ଦାବି କରୁଥିବା ମୋହନ ମାଝୀଙ୍କ ବିଳାସପୂର୍ଣ୍ଣ ଜୀବନ ଜାପାନ ତଥା ଓଡ଼ିଶା ବାହାରକୁ କୌଣସି ଗସ୍ତ ସମୟର…

Read More

ଭାଇରାଲ ହେଲା ନବ ଦାସଙ୍କ ଓପିଡି ରେଫରାଲ ଟିକେଟ୍, ଅତି ସଙ୍କଟାପନ୍ନ ଥିଲା ଅବସ୍ଥା

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କର ମୃତ୍ୟୁକୁ ଦୁଇଶହରୁ ଅଧିକ ଦିନ ହେଲାଣି। ତାଙ୍କ ସ୍ଥାନରେ ତାଙ୍କ ଝି ଦୀପାଳୀ ଦାସ ସେଠାରୁ ଉପନିର୍ବାଚନ ଜିତି ବିଧାୟିକା ହୋଇସାରିଲେଣି। ସେହିପରି ପୁଅ ବିଶାଳ ଦାସ ଅବିଭକ୍ତ ସମ୍ବଲପୁର ରାଜନୀତିରେ ସକ୍ରିୟ ହେଲେଣି। ହେଲେ କ୍ରାଇବବ୍ରାଞ୍ଚ ତଦନ୍ତ ଜାରି ରହିଥିବା ବେଳେ ନୂଆ ତଥ୍ୟ ପ୍ରସଙ୍ଗ ପଦାକୁ ଆସିଛି। ଯାହାକୁ ନେଇ ଟର୍ଚ୍ଚା ଜୋର ଧରିଛି। ନବଙ୍କୁ ଗୁଳିମାଡ଼ ପରେ ଝାରସୁଗୁଡ଼ା ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି…

Read More

କଟକ ମହାନଗର ନିଗମ ଅଞ୍ଚଳରେସାର୍ବଜନୀନ ପୂଜା ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ

  ଭୁବନେଶ୍ୱର: ଚଳିତ ବର୍ଷ ପାର୍ବଣ ସମୟରେ  କଟକ ମହାନଗର ନିଗମ ଅଞ୍ଚଳରେ  ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ଏହା ଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ  ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ…

Read More

ମୁର୍ଖାଜୀ ନଗର କୋଚିଂ ସେଣ୍ଟରରେ ଲାଗିଲା ନିଆଁ

ନୂଆଦିଲ୍ଲୀ : ଦେଶର ରାଜଧାନୀ ଦିଲ୍ଲୀର ଉତ୍ତର-ପଶ୍ଚିମ ଅଞ୍ଚଳ ସ୍ଥିତ ମୁଖାର୍ଜୀ ନଗରରେ ଏକ କୋଚିଂ ସେଣ୍ଟରରେ ଗୁରୁବାର ଖରାବେଳେ ନିଆଁ ଲାଗିଯାଇଛି। ଏହି ଦୁର୍ଘଟଣାରେ ୪ ଜଣ ଛାତ୍ରଛାତ୍ରୀ ଆହତ ହୋଇଥିବା ନେଇ ଦିଲ୍ଲୀ ଅଗ୍ନିଶମ ସେବା ନିର୍ଦ୍ଦେଶକ ଅତୁଲ ଗର୍ଗ ସୂଚନା ଦେଇଛନ୍ତି। ଉଦ୍ଧାର କାର୍ଯ୍ୟ ବେଳେ ସେମାନେ ଆହତ ହୋଇଥିଲେ। ଦିନ ପ୍ରାୟ ସାଢ଼େ ୧୨ଟା ବେଳେ ଏହି ଘଟଣା ଘଟିଥିଲା। ସୂଚନା ପାଇ ନିଆଁ ଲିଭାଇବାକୁ ଘଟଣାସ୍ଥଳରେ ୧୧ଟି ଦମକଳ ଗାଡ଼ି…

Read More

କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ଲକ୍ଷ୍ଣୀ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ଗଲେ ମୁଖ୍ୟମନ୍ତ୍ରୀ ୬୩ଟି ବସ୍‌ ଜିଲ୍ଲାର ସବୁ ପଞ୍ଚାୟତକୁ ଯୋଡିବ, ପଞ୍ଚାୟତରୁ ବ୍ଲକ୍‌କୁ ଚାଲିବ ବସ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି । କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ  ଏହି ଯୋଜନାରେ ୬୩ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ । କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପଡିଆରେ ଏହି ଯୋଜନା…

Read More

ସୁଭଦ୍ରା ଯୋଜନା: ସହାୟତା ଅପେକ୍ଷା ଡ୍ରାମା ଅଧିକା

ଭୁବନେଶ୍ୱର: (ରଙ୍ଗାଚରଣ ପ୍ରଧାନ) -ଏହା ପୂର୍ବରୁ କର୍ଣାଟକ ଓ ରାଜସ୍ଥାନରେ ମଧ୍ୟ ମହିଳାଙ୍କୁ ଟଙ୍କା ଦିଆଯାଉଛି। ୧୨ ଶହ ଟଙ୍କା ଓ ୨୦୦୦ ଟଙ୍କା। କିନ୍ତୁ ସେଠାରେ ଏତେ ଡ୍ରାମା ହୋଇ ନାହିଁ। ଆମ ଉପମୂଖ୍ୟମନ୍ତ୍ରୀ ପ୍ରଥମ ହିତାଧିକାରୀ ଶହ ଫୋନରେ କଥା ହେବାର ଆମେ ଟିଭିରେ ଦେଖୁଛୁ । ମାସକୁ ୮୩୩ ଟଙ୍କା ପାଇଁ।‌ କହୁଛନ୍ତି ଐତିହାସିକ। ଭାରତର କୈାଣସି ବି ରାଜ୍ୟ ମହିଳାମାନଙ୍କୁ ଟଙ୍କା ଦେଇ ପାରିବ। କିନ୍ତୁ ସେମାନେ  ସରକାରଙ୍କ ଆର୍ଥିକ ଅବସ୍ଥା…

Read More

ଆରମ୍ଭ ହେଲା ଦିଲ୍ଲୀ -ଡେରାଡୁନ ବନ୍ଦେ ଭାରତ ଏକ୍ସପ୍ରେସ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଭିଡିଓ କନ୍‌ଫରେନ୍‌ସିଙ୍ଗ ମାଧ୍ୟମରେ ଦିଲ୍ଲୀ (ଆନନ୍ଦ ବିହାର)-ଡେରାଡୁନ୍‌ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ ଚଳାଚଳ ଗୁରୁବାର ଶୁଭାରମ୍ଭ କରାଯାଇଛି l ଉତ୍ତରାଖଣ୍ଡକୁ ଚଳାଚଳ କରିବାରେ ଏହା ହେଉଛି ପ୍ରଥମ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ ବୋଲି ଜଣାପଡିଛି l ଟ୍ରେନର ଲୋକାର୍ପଣ କରିବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦି କହିଥିଲେ ଯେ , ଉତ୍ତରାଖଣ୍ଡ ତା’ର ପ୍ରଥମ ‘ବନ୍ଦେ ଭାରତ ଏକ୍ସପ୍ରେସ୍‌’ ପାଇଛି। ଏହି ଟ୍ରେନ୍‌ ଲୋକମାନଙ୍କର ଯାତାୟାତ ସମୟ ହ୍ରାସ…

Read More

ରଜ ପୂର୍ବରୁ ରାଜ୍ୟ ସରକାରଙ୍କ ଭେଟି

ଭୁବନେଶ୍ବର:ରାଜ୍ୟ ସରକାର ଆଜି ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪% ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାଦ୍ବାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮%ରୁ ୪୨%କୁ ବୃଦ୍ଧି ପାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ୧.୧.୨୦୨୩ରୁ ପିଛିଲା ଭାବରେ ଲାଗୁ କରାଯାଇଛି। ସେହିପରି ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀଙ୍କ ଟି.ଆଇରେ ମଧ୍ୟ ୪% ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁନ୍ ମାସ ଦରମାରେ ନଗଦ ଆକାରରେ ମିଳିବ। ଏହାଦ୍ବାରା…

Read More

LIC ଦେବ ମହିଳାଙ୍କୁ ରୋଜଗାର, ଜାଣନ୍ତୁ କେମିତି କରିବେ ଆବେଦନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ହରିୟାଣାର ପାନିପଥରୁ ଏଲଆଇସିର ବୀମା ସଖୀ ଯୋଜନା ଆରମ୍ଭ କରିଛନ୍ତି। ମହିଳାମାନଙ୍କୁ ରୋଜଗାର ଯୋଗାଇବା ଲକ୍ଷ୍ୟରେ ଏହି ଯୋଜନା ଆରମ୍ଭ ହୋଇଛି।ଏହି ଯୋଜନା ଆରମ୍ଭ ହେବା ପରେ ମହିଳାମାନଙ୍କର ଅଂଶଗ୍ରହଣ ଆହୁରି ବୃଦ୍ଧି ପାଇବ । LIC ର ବୀମା ସଖୀ ଯୋଜନାରେ ଯୋଡ଼ି ହେବାକୁ ଚାହୁଁଥିବା ସମସ୍ତ ମହିଳାଙ୍କୁ ସରକାର ତିନି ବର୍ଷ ତାଲିମ ଦେବେ। ଏହି ଯୋଜନାରେ ପ୍ରାୟ ୨ ଲକ୍ଷ ମହିଳାଙ୍କୁ ଅନ୍ତର୍ଭୁକ୍ତ କରାଯିବ ବୋଲି ସରକାର ଲକ୍ଷ୍ୟ…

Read More