ଟିପିଏସ୍ଓଡିଏଲକୁ ‘ରାଜ୍ୟସ୍ତରୀୟ ବିଦ୍ୟୁତ ସୁରକ୍ଷା ପୁରସ୍କାର ୨୦୨୩’ ସମ୍ମାନ
ଲଗାତାର ଭାବେ ତୃତୀୟ ଥର ପାଇଁ ବିଦ୍ୟୁତ ସୁରକ୍ଷା ପୁରସ୍କାର ଗ୍ରହଣ ବ୍ରହ୍ମପୁର, ୨୦୨୩ ଜୁଲାଇ ୧: ବ୍ରହ୍ମପୁର ସର୍କଲ୍ ଅଧୀନସ୍ଥ ୩୩/୧୧ ଖଣ୍ଡଦେଉଳି ପ୍ରାଥମିକ ସବ୍-ଷ୍ଟେସନରେ ଗ୍ରହଣ କରାଯାଇଥିବା ଶ୍ରେଷ୍ଠ ବିଦ୍ୟୁତ ସୁରକ୍ଷା ବ୍ୟବସ୍ଥା ପାଇଁ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍ଓଡିଏଲ)କୁ ‘ରାଜ୍ୟସ୍ତରୀୟ ବିଦ୍ୟୁତ ସୁରକ୍ଷା ପୁରସ୍କାର ୨୦୨୩’ରେ ସମ୍ମାନିତ କରାଯାଇଛି । ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟ ଯନ୍ତ୍ରୀ (ବିଦ୍ୟୁତ) ତଥା ପ୍ରଧାନ ମୁଖ୍ୟ ବିଦ୍ୟୁତ ନିରୀକ୍ଷକ (ପିସିଇଆଇ)ଙ୍କ ପକ୍ଷରୁ ଆୟୋଜିତ…
