ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁଦୃଢ ହେବ ସୁରକ୍ଷା ବ୍ୟବସ୍ଥା ; କେନ୍ଦୁଝର ଓ ବଡବିଲ ଦୂର ହେବ ଟ୍ରାଫିକ୍ ସମସ୍ୟା

ଭୁବନେଶ୍ବର; ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନକୁ  ଉନ୍ନୀତୀକରଣ  କରାଯାଇ, ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି । ଏ ସଂପର୍କୀୟ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ।ଏହି ପୋଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍‌ସପେକ୍ଟର, ୬ଟି ସବ୍‌ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ…

Read More

ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ, ବାଜିରେ ଲାଗିଛି ଟାଣୁଆ ନେତାଙ୍କ ଭାଗ୍ୟ…

ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ। ବାଜିରେ ଲାଗିଛି ବହୁ ଟାଣୁଆ ନେତାଙ୍କ ଭାଗ୍ୟ। କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଭଳି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଚାଲିଛି ମତଦାନ। ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ଦେଖିବାକୁ ମିଳିବ ବିଗ୍ ଫାଇଟ୍ । କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ…

Read More

ସ୍ଵର୍ଗଦ୍ଵାରରେ ଶବ ଦାହ ପାଇଁ ଆବଶ୍ୟକ ହେବନି କାଠ, ସରକାର ଆଣୁଛନ୍ତି ଏମିତି ନିୟମ

ଭୁବନେଶ୍ବର: ଶବ ଦାହ ପାଇଁ ଆଉ ଆବଶ୍ୟକ ହେବନି କାଠ। ଏଣିକି ସ୍ୱର୍ଗଦ୍ୱାରରେ ଗୋବର କାଠ ବା ଘସିରେ ହେବ ଅନ୍ତିମ ସଂସ୍କାର। ହିନ୍ଦୁ ଶାସ୍ତ୍ର ଅନୁଯାୟୀ ଗୋବରକୁ ଶବ ଦାହରେ ବ୍ୟବହାର କରାଯାଏ। ଏହାଦ୍ୱାରା କାଠ ବଦଳରେ ଗୋବରରେ ତିଆରି କାଠରେ ଶବ ଦାହ ହେବ। ସରକାର ଏ ନେଇ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି ବୋଲି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ଖୁବ ଶୀଘ୍ର ବିଚାର…

Read More

ବିସିସିଆଇ ବୃଦ୍ଧି କଲା ପାରିଶ୍ରମିକ ; ପୁରୁଷ ଓ ମହିଳାଙ୍କୁ ସମାନ ଦରମା

ନୂଆଦିଲ୍ଲୀ:ଭାରତୀୟ କ୍ରିକେଟ୍‌ ବୋର୍ଡ (ବିସିସିଆଇ) ରବିବାର ଘରୋଇ ପ୍ରତିଯୋଗିତାଗୁଡ଼ିକ ପାଇଁ ପୁରସ୍କାର ରାଶି ବୃଦ୍ଧି କରିଛି। ଏନେଇ ବିସିସିଆଇ ସଂପାଦକ ଜୟ ଶାହା ଘୋଷଣା କରିଛନ୍ତି। ବିସିସିଆଇ ଚଳିତ ବର୍ଷର ରଣଜୀ ଟ୍ରଫି ବିଜେତାଙ୍କ ପାଇଁ ୫ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବେ। ଏହି ବର୍ଷ ବିଜେତା ୨ କୋଟି ଟଙ୍କାର ଚେକ୍‌ ପାଇଥିବା ବେଳେ ଏବେ ଏହାକୁ ୫ କୋଟି କରିଦିଆ ଜାଇଛି । ସେହିପରି ଉପବିଜେତା ଏବଂ ପରାଜିତ ସେମିଫାଇନାଲିଷ୍ଟ ଯଥାକ୍ରମେ…

Read More

ଅଧିକ ଲୁଣ ଖାଉଛନ୍ତି କି….. ସାବଧାନ…

ନୂଆଦିଲ୍ଲୀ : ଭାରତୀୟ ମାନେ ଆବ୍ଶ୍ୟକତା ଠାରୁ ଅଧିକ ଲୁଣ ଖାଉଛନ୍ତି। ହଁ ପାଠକେ ବନ୍ଧୁ ଯେତିକି ଦରକାର, ସେତିକି ଅଧିକା ଖାଉଛନ୍ତି। ଏକଥା ଆମେ ଆମ ମନରୁ କହୁନାହୁଁ। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ତଥା ହୁ ପକ୍ଷରୁ କୁହାଯାଇଛି। ଜଣେ ଭାରତୀୟ ପ୍ରତିଦିନ ହାରାହାରି ଆଠ ଗ୍ରାମ ଲୁଣ ଖାଉଛି। ଜଣେ ଭାରତୀୟ ପୁରୁଷ 8.9 ଗ୍ରାମ ଖାଉଥିବା ବେଳେ, ଜଣେ ମହିଳା 7.1 ଗ୍ରାମ ଲୁଣ ଖାଉଛନ୍ତି। ମାତ୍ର ହୁ ପକ୍ଷରୁ ଦିନକୁମାତ୍ର ପାଞ୍ଚ…

Read More

ଟିପିଏସ୍‌ଓଡିଏଲ୍ ପକ୍ଷରୁ ବିଦ୍ୟୁତ ଚୋରି ବିରୋଧରେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍‌ଓଡିଏଲ୍‌) ପକ୍ଷରୁ ବେଆଇନ ବିଦ୍ୟୁତ ବ୍ୟବହାର ଓ ବିଦ୍ୟୁତ ଉପକରଣରେ ହେରଫେର ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଅଭିଯାନ ଆରମ୍ଭ କରାଯାଇଛି । ଏଭଳି ବେଆଇନ କାର୍ଯ୍ୟକଳାପକୁ ନିରୁତ୍ସାହିତ କରିବା ସହିତ ସମସ୍ତ ଅଂଶୀଦାରଙ୍କ ପାଇଁ ଏକ ସ୍ୱଚ୍ଛ ଓ ପାରଦର୍ଶୀ ପରିବେଶ ବଜାୟ ରଖିବା ପାଇଁ କଂପାନି ଏହି ପଦକ୍ଷେପଗୁଡ଼ିକୁ କାର୍ଯ୍ୟକାରୀ କରିବାକୁ ପ୍ରତିବଦ୍ଧ ରହିଛି । ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ଅଭିଯାନ ବେଳେ କଂପାନି…

Read More

ୱାୟାନାଡ ଭୂସ୍ଖଳନରେ ଗଲାଣି ୩୪୪ ଜଣଙ୍କ ପ୍ରାଣ,ଏବେବି ୩୯୫ ନିଖୋଜ…

ୱାୟାନାଡ: କେରଳର ୱାୟାନାଡର ମୃତ୍ୟୁ ସଂଖ୍ୟା ୩୪୪ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସର୍ବଶେଷ ତଥ୍ୟ ଅନୁଯାୟୀ କେରଳର ୱାୟାନାଡ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୩୪୪ ଛୁଇଁ ଥିବା ବେଳେ ଏବେବି ୩୯୫ ଜଣ ନିଖୋଜ ଅଛନ୍ତି। ଉଦ୍ଧାର କାର୍ଯ୍ୟରେ ସହାୟତା ପାଇଁ ଭଲ ଧରଣର ସର୍ଚ୍ଚ ରାଡାର ପଠାଇବାକୁ କେରଳ ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଶନିବାର ଦିନ ଉତ୍ତର କମାଣ୍ଡର ଗୋଟିଏ ଜାଭର୍ ରାଡାର ଏବଂ ଦିଲ୍ଲୀର ତିରଙ୍ଗା ମାଉଣ୍ଟେନ୍ ରେସକ୍ୟୁ ଅର୍ଗାନାଇଜେସର ଚାରିଟି ରେକୋ…

Read More

ଡାକଘର ନା ଷ୍ଟେଟ ବ୍ୟାଙ୍କ କିଏ ଦେଉଛି ଅଧିକ ସୁଧ ଜାଣନ୍ତୁ…

ଗ୍ରାହକଙ୍କୁ ଅଧିକ ରିଟର୍ଣ୍ଣ ଦେବା ପ୍ରସଙ୍ଗରେ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଡାକଘର ମଧ୍ୟରେ ଏକ ତୀବ୍ର ପ୍ରତିଯୋଗିତା ଚାଲିଛି। ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ଫିକ୍ସଡ ଡିପୋଜିଟ (ଏଫଡି) ରେ ଗ୍ରାହକଙ୍କୁ ୩.୫୦ପ୍ରତିଶତରୁ ୭.୨୫ ପ୍ରତିଶତ ପର୍ଯ୍ୟନ୍ତ ସୁଧ ପ୍ରଦାନ କରୁଛି। ଯେଉଁଠାରେ ଡାକଘର ବିଭିନ୍ନ କାର୍ଯ୍ୟକାଳର ଟାଇମ୍ ଡିପୋଜିଟ୍ (ଟିଡି) ରେ ଗ୍ରାହକଙ୍କୁ ୬.୯ ପ୍ରତିଶତରୁ ୭.୫ ପ୍ରତିଶତ ପର୍ଯ୍ୟନ୍ତ ସୁଧ ଦେଉଛି |ଆପଣଙ୍କୁ କହିରଖୁଛୁ ଯେ ଉଭୟ FD ଏବଂ TD…

Read More

ବିଜେଡ଼ିକୁ “ବିଦ୍ରୋହ“ ଅଡୁଆ , କାମ୍ପ ଭୋଟରଙ୍କୁ ନେଇ ସବୁ ଶିବିରରେ କମ୍ପନ, ତୃତୀୟ ବିଜୟ ଲକ୍ଷ୍ୟରେ ନାରାୟଣ… ଜମିଲାଣି ପାରଳାଖେମୁଣ୍ଡି ରାଜନୀତି

ପାରଳାଖେମୁଣ୍ଡି:  ସାରା ରାଜ୍ୟରେ ବିଜେଡିର ଉତ୍ତମ ସଙ୍ଗଠନ। ହେଲେ ଗଜପତି ଜିଲ୍ଲା କଥା ପଡ଼ିଲେ ଏହି ଉତ୍ତମ ଶବ୍ଦଟି ଉଭାନ ହୋଇଯାଏ। ବିଶେଷ କରି ଏହି ଜିଲ୍ଲାର ପାରଳାଖେମୁଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡ଼ିର କନ୍ଦଳ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି । ଏହା ବୋଧହୁଏ, ରାଜ୍ୟର ଗୋଟିଏ ନିର୍ବାଚନମଣ୍ଡଳୀ ଯେଉଁଠି ବିଜେଡି ଅପେକ୍ଷା ବିଜେପି ଓ କଂଗ୍ରେସ ଅଧିକ ଶକ୍ତିଶାଳୀ ମନେ ହୁଏ।  ନିର୍ବାଚନ ଯେତିକି ପାଖେଇ ଆସୁଛି, ଦଳ ଭିତରେ ଟିକେଟ୍ ଆଶାୟୀଙ୍କ…

Read More

Netflixରେ ମନ ଜିଣୁଛି Web Series ବ୍ଲାକ ଓ୍ୱାରେଣ୍ଟ (Black Warrant)

ଭୁବନେଶ୍ୱର : (ଜୟନ୍ତ ସେଠ) – ଯେଉଁମାନେ ଅଶୀ ଦଶକରେ ସ୍କୁଲ କିମ୍ବା କଲେଜରେ ପଢ଼ିଥିବେ, ସେମାନଙ୍କୁ ଏଇ ଲେଖାଟି ନିଶ୍ଚୟ ଅତୀତକୁ ଫେରାଇ ନେବାରେ ସାହାଯ୍ୟ କରିବ l ମୋର ମନେ ଅଛି, ଚତୁର୍ଥ ଶେଣୀରେ ପଢ଼ିଲା ବେଳେ ୧୯୮୨ ମସିହା ଡିସେମ୍ବର ୩୦ ତାରିଖ ପରଦିନ ଇଂରାଜୀ ବର୍ଷର ଶେଷ ଦିନ ପାଳନ ପାଇଁ ଯେତିକି ଉତ୍ସାହ ନଥାଏ, ତା ‘ ଠାରୁ ବେଶୀ ଉତ୍କଣ୍ଠା ଥାଏ, ସେ ସମୟର ସବୁଠୁ ଚର୍ଚ୍ଚିତ ହତ୍ୟାକାରୀ…

Read More