ବର୍ଷାଜନିତ ଘଟଣାରେ ଆନ୍ଧ୍ର ଓ ତେଲଙ୍ଗାନାରେ ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି…

ନୂଆଦିଲ୍ଲୀ : ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାରେ ପ୍ରବଳ ବର୍ଷା କାରଣରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଦୁଇ ରାଜ୍ୟରେ ବର୍ଷାଜନିତ ଘଟଣାରେ ମୋଟ ୩୫ ଜଣ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରୁ ଆନ୍ଧ୍ରରେ ୧୯ ଏବଂ ତେଲଙ୍ଗାନାରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ପ୍ରାୟ ୪୭ ହାଜର ଲୋକଙ୍କୁ ରିଲିଫ କ୍ୟାମ୍ପକୁ ସ୍ଥାନନ୍ତରିତ କରାଯାଇଅଛି। ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ତେଲଙ୍ଗାନାର ଆଦିଲାବାଦ, ନିଜାମାବାଦ, ରାଜାନ୍ନା ସିର୍ସିଲିଆ, ୟାଡାରି ଭୁବନଗିରି, ଭିକାରାବାଦ, ସାଙ୍ଗାରେଡ୍ଡି, କାମାରେଡ୍ଡି ଓ ମେହବୁବନଗର…

Read More

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରକୁ କଳିଙ୍ଗ ସିଏସଆର ଆଣ୍ଡ୍ ସଷ୍ଟେନେବିଲିଟି ଏକ୍ସଲେନ୍ସ ପୁରସ୍କାର

ଭୁବନେଶ୍ଵର: କର୍ପୋରେଟ୍ ସାମାଜିକ ଦାୟିତ୍ବବୋଧ (ସିଏସ୍ଆର୍) ପଦକ୍ଷେପ ମାଧ୍ୟମରେ ଜନସାଧାରଣଙ୍କ ବିକାଶରେ ଉଲ୍ଲେଖନୀୟ ଅବଦାନ ପାଇଁ ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର୍ (ଜେଏସପି)କୁ ଗୋଲ୍ଡ ବର୍ଗରେ ସମ୍ମାନଜନକ କଳିଙ୍ଗ ସିଏସ୍ଆର୍ ଆଣ୍ଡ୍ ସଷ୍ଟେନେବିଲିଟି ଏକ୍ସଲେନ୍ସ ଆୱାର୍ଡ ୨୦୨୪ ପ୍ରଦାନ କରାଯାଇଛି । ଜୁନ୍ ୮, ୨୦୨୪ ରେ ଭୁବନେଶ୍ୱରଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଲେସୋଥୋ ସାମ୍ରାଜ୍ୟର  ଉଚ୍ଚାୟୁକ୍ତ ମହାମହିମ ଶ୍ରୀମତୀ ଲେବୋହାଙ୍ଗ ଭାଲେଣ୍ଟାଇନ୍ ମୋଚାବା ଏବଂ ବାଂଲାଦେଶର ଉପ-ଉଚ୍ଚାୟୁକ୍ତ ମହାମହିମ ଶ୍ରୀ ଅନ୍ଦଲିବ ଇଲିୟାସ ଏହି ପୁରସ୍କାର…

Read More

ଇଣ୍ଡିଆନ୍‌ ବ୍ୟାଙ୍କ ଭୁବନେଶ୍ବରର ଆଞ୍ଚଳିକ ମୁଖ୍ୟ ଭାବେ ଯୋଗ ଦେଲେ ପ୍ରଦୀପ୍ତ କୁମାର ରଥ ।

ଭୁବନେଶ୍ୱର,୮।୫: ଇଣ୍ଡିଆନ୍‌ ବ୍ୟାଙ୍କ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଆଞ୍ଚଳିକ ମୁଖ୍ୟ ଭାବେ ପ୍ରଦୀପ୍ତ କୁମାର ରଥ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ଶ୍ରୀ ରଥ ଆଲ୍ଲାହାବାଦସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ଆଞ୍ଚଳିକ ପ୍ରବନ୍ଧକ ଭାବେ କାର୍ଯ୍ୟରତ ଥିଲେ। ଉଲ୍ଲେଖଯୋଗ୍ୟ, ୧୯୯୩ ରେ ରଥ ବ୍ୟାଙ୍କରେ ଯୋଗଦେବା ସହ ପଶ୍ଚିମବଙ୍ଗ, ଓଡ଼ିଶା, କର୍ନାଟକ, କେରଳ ଓ ଉତ୍ତର ପ୍ରଦେଶ ଭଳି ରାଜ୍ୟର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପଦପଦବୀରେ ରହି ଦକ୍ଷତାର ସହ କାର୍ଯ୍ୟକରି…

Read More

ଆକ୍ରୋଶ ରଖି ନବଙ୍କୁ ମାରିଥିଲା ଗୋପାଳ, ଚାର୍ଜସିଟରେ କ୍ରାଇମବ୍ରାଞ୍ଚ ରଖିଲା ମତ

ଭୁବନେଶ୍ୱର : କୌଣସି ରାଜନୈତିକ କାରଣ ନୁହଁ। କିମ୍ବା କୋଇଲା ବେପାର ନୁହଁ।  ବରଂ ବ୍ୟକ୍ତିଗତ ଆକ୍ରୋଶ ରଖି ହିଁ ପୂର୍ବତନ ମନ୍ତ୍ରୀ ନବ ଦାସ ଙ୍କୁ ହତ୍ୟା କରାଯାଇଛି। ଏକଥା ଆମେ କହୁନାହୁଁ। ଏ କଥା ଓଡ଼ିଶା ପୁଲିସ୍ ପକ୍ଷରୁ କୁହାଯାଇଛି। କ୍ରାଇମବ୍ରାଞ୍ଚ ଦୀର୍ଘଦିନ ପରେ ଏହି ହାଇଫ୍ରୋପାଇଲ ମର୍ଡର କେସରେ ଚାର୍ଜସିଟ୍ ଦାଖଲ କରିଛି । ନବ ହତ୍ୟାର ପ୍ରାୟ ୧୧୮ ଦିନ ପରେ ଝାରସୁଗୁଡା ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ  ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯାଇଛି। ଏହା…

Read More

ସରକାରଙ୍କ ଏସମା କଟକଣା କ’ଣ ଓ ଏହାକୁ ନର୍ସ ମାନେ ନ ମାନିଲେ କ’ଣ ହେବ ଜାଣନ୍ତୁ

ଭୁବନେଶ୍ଵର; ୧୦ ଦଫା ଦାବି ନେଇ ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ଓଡ଼ିଶା ନର୍ସି କର୍ମଚାରୀ ସଂଘ  ଆନ୍ଦୋଳନକୁ ଓହ୍ଲାଇଛି । ଦୀର୍ଘ ଦିନର ଦାବି ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି ନର୍ସ ସଙ୍ଘ । ବିଭିନ୍ନ ଦାବି ନେଇ ମାସକ ପୂର୍ବରୁ ସରକାରଙ୍କ ସହ ଆଲୋଚନା କରିଥିଲେ ,କିନ୍ତୁ ଆଲୋଚନାରେ କୌଣସି ଫଳ ନ ମିଳିବାରୁ ଆଜି ସକାଳୁ ଆନ୍ଦୋଳନରେ ବସିଛନ୍ତି ନର୍ସ ମାନେ । ଯାହା ଫଳରେ ଚିକିତ୍ସା ପାଇଁ ଆସୁଥିବା ରୋଗୀ ମାନେ ନାହିଁ…

Read More

ଜିତିଗଲେ ଟ୍ରମ୍ପ, ଆହୁରି ମାଲାମାଲ ହୋଇ ଯିବେ କି ଆଦାନୀ…..

ଭୁବନେଶ୍ୱର : (ବିଜୟ ସାହୁ)  — ଏହି ବିଷୟଟି ବୁଝିବାକୁ ହେଲେ ପ୍ରଥମେ ଆମେରିକା ରାଜନୈତିକ ଅର୍ଥନୀତି ଓ ଏହାର ରାଷ୍ଟ୍ରପତିଙ୍କୁ ବୁଝିବାକୁ ହେବ ।  ଆମେ ସମସ୍ତେ ଜାଣିଲେ ଟ୍ରମ୍ପ ସୁପ୍ରିମକୋର୍ଟ ଉପରେ ରାଜନୈତିକ ଚାପ ପକେଇ ଭ୍ରଷ୍ଟାଚାରରେ ଦୋଷୀ ବୋଲି ସାବ୍ୟସ୍ତ ହେବା ପରେ ମଧ୍ୟ ନିର୍ଦୋଷ ଘୋଷଣା ହେଲେ । ବର୍ତ୍ତମାନ 20 ଜାନୁଆରୀ ପରେ Make America Great America ( MAGA ) ନୀତି ଉପରେ କାର୍ଯ୍ୟ କରିବେ ।…

Read More

ବିଦ୍ୟାଳୟ ପରେ ସକାଳୁଆ ଖୋଲିବ ଅଙ୍ଗନୱାଡି କେନ୍ଦ୍ର …

ଚଳିତ ବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରାଯାଇଛି । ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟସମୟକୁ ସକାଳ ୭ଟା ରୁ ୧୧.୩୦ ଯାଏ ଧାର୍ଯ୍ୟ କରାଯାଇଛି । ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆର୍‌ଏସ୍ ପ୍ୟାକେଟ…

Read More

ଡିସେମ୍ବର ୩ରେ ପ୍ରକାଶ ପାଇବ ୫ ରାଜ୍ୟର ନିର୍ବାଚନ ଫଳାଫଳ

ନୂଆଦିଲ୍ଲୀ : ସାଧାରଣ ନିର୍ବାଚନ ପୂର୍ବରୁ ସେମି ଫାଇନାଲ କୁହାଯାଉଥିବା ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ରାଜସ୍ଥାନ, ମଧ୍ୟପ୍ରଦେଶ, ତେଲେଙ୍ଗାନା, ଛତିଶଗଡ଼ ଏବଂ ମିଜୋରାମ ବିଧାନସଭା ନିର୍ବାଚନ ପାଇଁ  ସୋମବାର ନିର୍ବାଚନ କମିସନ ତାରିଖ ଘୋଷଣା ହୋଇଛି । ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଏକ ସାମ୍ବାଦିକ ସମ୍ମିଳନୀରେ କରି ନିର୍ବାଚନ ତାରିଖ, ନିୟମାବଳୀ ଇତ୍ୟାଦି ଘୋଷଣା କରିଛନ୍ତି। କେବଳ ଛତିଶଗଡ଼ରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଯାଉଛି। ଅନ୍ୟ  ୪ ଟି…

Read More

ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁଦୃଢ ହେବ ସୁରକ୍ଷା ବ୍ୟବସ୍ଥା ; କେନ୍ଦୁଝର ଓ ବଡବିଲ ଦୂର ହେବ ଟ୍ରାଫିକ୍ ସମସ୍ୟା

ଭୁବନେଶ୍ବର; ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନକୁ  ଉନ୍ନୀତୀକରଣ  କରାଯାଇ, ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି । ଏ ସଂପର୍କୀୟ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ।ଏହି ପୋଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍‌ସପେକ୍ଟର, ୬ଟି ସବ୍‌ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ…

Read More

ବିଜେଡ଼ିର ସାମିଲ ହେଲେ ଲେଖାଶ୍ରୀ ଓ ଗଣେଶ୍ୱର

ଭୁବନେଶ୍ୱର: ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଦଳର ପ୍ରାଥମିକ ସଦସ୍ୟ ପଦରୁ ରବିବାର ଇସ୍ତଫା ଦେଇଛନ୍ତି । ରାଜ୍ୟ ବିଜେପିର ସେ ଉପସଭାପତି ଥିଲେ । ଲେଖାଶ୍ରୀ ନିଜ ସାମାଜିକ ଗଣମାଧ୍ୟମ ଆକାଉଣ୍ଟରେ ନିଜର ଇସ୍ତଫା ସଂକ୍ରାନ୍ତରେ ସୂଚନା ଦେଇ ଥିଲେ l ଏହି ଇସ୍ତଫା ପର୍ବର ଦୁଇ ଘଣ୍ଟା ପରେ ସେ ଶଙ୍ଖ ଭବନ ଆସି ବିଜେଡିରେ ଯୋଗ ଦେଇଛନ୍ତି ।ଶଙ୍ଖ ଭବନରେ ହୋଇଥିବା ମିଶ୍ରଣ ପର୍ବରେ ବିଜେଡିରେ ଯୋଗଦେବା ପରେ ଶ୍ରୀମତୀ ସାମନ୍ତସିଂହାର ମୁଖ୍ୟମନ୍ତ୍ରୀ…

Read More