ସତ୍ୟବ୍ରତ ପାଣିଗ୍ରାହୀ ଓ ଅପୂର୍ବା ଶୁକ୍ଳାଙ୍କୁ ରାଧାନାଥ ରଥ ଓ ସତ୍ୟ ମହାପାତ୍ର ଫେଲୋସିପ୍
ଢେଙ୍କାନାଳ: ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍ସି), ଢେଙ୍କାନାଳର ଚଳିତ ଶିକ୍ଷାବର୍ଷର ଓଡ଼ିଆ ସାମ୍ବାଦିକତା ପାଠ୍ୟକ୍ରମ ଛାତ୍ର ସତ୍ୟବ୍ରତ ପାଣିଗ୍ରାହୀଙ୍କୁ ରାଧାନାଥ ରଥ ସ୍ମାରକୀ ଫେଲୋସିପ୍ ଓ ଇଂରାଜୀ ସାମ୍ବାଦିକତା ପାଠ୍ୟକ୍ରମ ଛାତ୍ରୀ ଅପୂର୍ବା ଶୁକ୍ଳାଙ୍କୁ ସତ୍ୟ ମହାପାତ୍ର ସ୍ମାରକୀ ଫେଲୋସିପ୍ ପ୍ରଦାନ କରାଯାଇଛି । ଫେଲୋସିପ୍ ବାବଦକୁ ଉଭୟଙ୍କୁ ମାନପତ୍ର ସହ ଦଶ ହଜାର ଟଙ୍କା ଆର୍ଥିକ ରାଶି ଦିଆଯାଇଛି । ଆଇଆଇଏମ୍ସିର ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ଫେଲୋସିପ୍ ପ୍ରଦାନ…
