ଅଦମ୍ୟ ଇଚ୍ଛାଶକ୍ତି ଆଗରେ ହାର୍ ମାନିଛି ଶାରୀରିକ ଅକ୍ଷମତା

ଭୁବେନେଶ୍ୱର;ସଫଳତାର ସ୍ଵାଦ ଚାଖିବା ପାଇଁ କେବଳ ଯେ ସୁସ୍ଥ ଶରୀର ଥିବା ଆବଶ୍ୟକ ତାହାକୁ ଭୁଲ୍ ପ୍ରମାଣିତ କରି ଦେଖାଇଛନ୍ତି ଏହି ଦୁଇ ଦିବ୍ୟାଙ୍ଗ ବନ୍ଧୁ । ଆଜି ବି ସମାଜ ନଜରରେ ଦିବ୍ୟାଙ୍ଗ ମାନେ ଉପେକ୍ଷିତ । କିନ୍ତୁ କିଛି କରି ଦେଖାଇବା ପାଇଁ ଦୃଢ଼ ମନୋବଳ ନେଇ ଆଗେଇ ଚାଲିଛନ୍ତି ଦୁଇ ବନ୍ଧୁ । ପୁଣି ଦୁହେଁ ଦୁହିଁଙ୍କର ସାଜିଛନ୍ତି ସାହାରା । ଏମିତି ଦୁଇ ଦିବ୍ୟାଙ୍ଗ ବନ୍ଧୁ ହେଉଛନ୍ତି ଅମ୍ୱାରିକ ଏବଂ ନର୍ମଦା…

Read More

ଶିଶୁ ଦିବସରେ LIC children’s ସ୍କିମରେ ନିବେଶ କରି ପିଲାର ଭବିଷ୍ୟତ ସୁରକ୍ଷିତ କରନ୍ତୁ

ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଜନ୍ମଦିନ ଅବସରରେ ଆଜି ସାରା ଦେଶରେ ଶିଶୁ ଦିବସ ପାଳନ କରାଯାଉଛି ।ଯଦି ଆପଣ ଏହି ଅବସରରେ ଆପଣଙ୍କ ପିଲାମାନଙ୍କ ପାଇଁ କିଛି ନିଆଁରା କରିବାକୁ ଚାହୁଁଛନ୍ତି, ତେବେ ଆପଣ ଏହି ଅବସରରେ LIC ର ଚିଲ୍ଡରେନ୍ ଯୋଜନାରେ ବିନିଯୋଗ କରିପାରିବେ ।ପିଲାମାନଙ୍କ ପାଇଁ LIC ର ଏପରି ଅନେକ ଯୋଜନା ଅଛି, ଯେଉଁଥିରେ ଆପଣ ବିନିଯୋଗ କରି ଆପଣଙ୍କ ପିଲାମାନଙ୍କର ଭବିଷ୍ୟତକୁ ସୁରକ୍ଷିତ କରିପାରିବେ । LIC ର…

Read More

ନକଲି ଚାଉଳ , ନକଲି ଅଣ୍ଡା ପରେ ଏବେ ନକଲି ରସୁଣ , ଜାଣନ୍ତୁ ଦେହ ପାଇଁ କେତେ କ୍ଷତିକାରକ …

ଭାରତୀୟ ବଜାରରେ ନକଲି ଚାଉଳ ଓ ନକଲି ଅଣ୍ଡା ବିକ୍ରି ହେଉଥିବା ନେଇ ପୂର୍ବରୁ ଦାବି ହୋଇସାରିଛି। ଏବେ ଯଦି ଆପଣ ଜାଣନ୍ତି କି ଆପଣଙ୍କ ରୋଷେଇ ଘରେ ରଖାଯାଇଥିବା ସୁନ୍ଦର ଧଳା ରସୁଣ ଅସଲି ନୁହେଁ ବରଂ ନକଲି ଅଟେ ତେବେ କ’ଣ ହେବ । ଆମେରିକାର ଜଣେ ସିନେଟର ମଧ୍ୟ ସମାନ ଦାବି କରିଛନ୍ତି। ନକଲି ସାମଗ୍ରୀ ରପ୍ତାନି କଳାରେ ପାରଦର୍ଶିତା ହାସଲ କରିଥିବା ଚୀନ୍ ଏବେ ଭାରତର ବଜାରକୁ ନକଲି ରସୁଣ ପଠାଉଛି।…

Read More

ଫକୀରମୋହନ ବିଶ୍ଵବିଦ୍ୟାଳୟ ଅବିଭକ୍ତ ବାଲେଶ୍ୱର ବାସୀଙ୍କ ଆବେଗ, ସ୍ଵପ୍ନ ଓ ନିଷ୍ଠାର ଏକ ଜୀବନ୍ତ ସୌଧ- ଧର୍ମେନ୍ଦ୍ର ପ୍ରଧାନ

ବାଲେଶ୍ବର ;ଫକୀରମୋହନ ବିଶ୍ଵବିଦ୍ୟାଳୟ ଖାଲି ଏକ ଶିକ୍ଷାନୁଷ୍ଠାନ ନୁହେଁ, ଏହା ଅବିଭକ୍ତ ବାଲେଶ୍ୱର ବାସୀଙ୍କ ଉଚ୍ଚଶିକ୍ଷା ପ୍ରତି ଆଗ୍ରହ, ଆବେଗ, ସ୍ଵପ୍ନ ଓ ନିଷ୍ଠାର ଏକ ଜୀବନ୍ତ ସୌଧ ବୋଲି ବିଶ୍ୱବିଦ୍ୟାଳୟର ୨୫ତମ ସ୍ଥାପନା ଦିବସ ସମାରୋହ ଅବସରରେ ଭିଡିଓ ବାର୍ତ୍ତା ଜରିଆରେ କହିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଫକୀରମୋହନ ବିଶ୍ଵବିଦ୍ୟାଳୟର ରଜତ ଜୟନ୍ତୀ ଅବସରରେ ଶୁଭେଚ୍ଛା ଜଣାଇବା ସହ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଅବିଭକ୍ତ ବାଲେଶ୍ୱର ଜିଲ୍ଲା…

Read More

ରେଶମ ପୋକ ଆଉ କରୁଣା ସିଲ୍କ

ଭୁବନେଶ୍ୱର: (ଜୟନ୍ତ ସେଠ) :ଗୋଟିଏ ଖଣ୍ଡୁଆ ପାଟଶାଢ଼ୀ ପାଇଁ ଯେଉଁ ପାଟ ସୂତା ସୃଷ୍ଟି କରାଯାଏ, ସେଥିରେ ପ୍ରାୟ 10 ହଜାର ରୁ 15 ହଜାର ରେଶମ ପୋକଙ୍କୁ ହତ୍ୟା କରାଯାଏ l ରେଶମ ପୋକ ଖୋଷା ଭିତରେ ଥିବାବେଳେ ଗରମ ପାଣି ରେ ପକାଇବା ବେଳେ ପୋକ ସବୁ ମରନ୍ତି l ଏ ପ୍ରକ୍ରିୟା ସେବେଠାରୁ ଚାଲିଛି, ଯେବେ ଠାରୁ ପାରମ୍ପରିକ ପାଟ ଓ ଟସର ଶାଢ଼ୀ ଆଦି ବୁଣା ଆରମ୍ଭ ହୋଇଥିଲା l ଏପରିକି…

Read More

କେମିତି ଫେରି ପାଇବେ ସାହାରା ଇଣ୍ଡିଆ ଟଙ୍କା..ଜାଣନ୍ତୁ….

ସାହାରା ଇଣ୍ଡିଆରେ ଫସି ରହିଥିବା ୧୦କୋଟିରୁ ଅଧିକ ନିବେଶକଙ୍କୁ ଆଶ୍ୱସ୍ତି ମିଳିଛି । ବର୍ତ୍ତମାନ ଶୀଘ୍ର ସେମାନଙ୍କ ଟଙ୍କା ଫେରସ୍ତ ହେବ । ଏଥିପାଇଁ ସରକାର ସାହାରା ଇଣ୍ଡିଆ ରିଫଣ୍ଡ ପୋର୍ଟାଲ ଲଞ୍ଚ କରିଛନ୍ତି । ଏହି ପୋର୍ଟାଲ ଜରିଆରେ ଯେଉଁମାନଙ୍କର ଟଙ୍କା ସାହାରାରେ ଅଟକି ରହିଛି, ସେମାନେ ବର୍ତ୍ତମାନ ଅନଲାଇନରେ ଟଙ୍କା ଫେରସ୍ତ ପାଇ ପାରିବେ । କେବଳ ସାହାରାର ୪ଟି ସମବାୟ ସମିତିର ନିବେଶକମାନେ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ । ଆସନ୍ତୁ ଜାଣିବା…

Read More

କୋଟିଏ ୨ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି ସୁଭଦ୍ରା ଟଙ୍କା, ଆହୁରି ୨୦ ଲକ୍ଷ ହେବେ ସାମିଲ

ଭୁବନେଶ୍ବର:କୋଟିଏ ୨ ଲକ୍ଷ ହିତାଧିକାରୀଙ୍କୁ ଡିସେମ୍ବର ସୁଦ୍ଧା ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା। ଅନ୍ୟପଟେ ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ତିନିଜଣିଆ କମିଟି ଗଠିତ ହୋଇଛି। ଏହି କମିଟି ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ ଗାଇଡଲାଇନ୍ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେହିପରି ନଭେମ୍ବର ଶେ‌ଷ ସୁଦ୍ଧା ଆହୁରି ୨୦ ଲକ୍ଷ ହିତାଧିକାରୀଙ୍କୁ ‘ସୁଭଦ୍ରା’ ଯୋଜନାରେ ସାମିଲ କରାଯିବ। ଏମାନଙ୍କୁ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ସେପଟେ ପୁଣି ତିଆରି…

Read More

୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣିବୁ; ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର; ଆଜି ସକାଳୁ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କର ମନ୍ତ୍ରୀମଣ୍ଡଳ ସଦସ୍ୟମାନଙ୍କ ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ  ଓ ପ୍ରଭାତୀ ପରିଡାଙ୍କ ସମେତ ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ। ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ  ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ …

Read More

ନାଳନ୍ଦା ବିଶ୍ଵବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି…

ଆଜି ନାଳନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଏହା ହେଉଛି ନରେନ୍ଦ୍ର ମୋଦୀଙ୍କର ବିହାରକୁ ପ୍ରଥମ ଗସ୍ତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ବିହାରର ରାଜଗିରଠାରେ ନିର୍ମିତ ନାଳନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ପୁରୁଣା ବିଶ୍ୱବିଦ୍ୟାଳୟକୁ ବି ବୁଲି ଦେଖିଥିଲେ। ୧୭୪୯ କୋଟି ଟଙ୍କା ବିନିମୟରେ ଏହି ନୂତନ କ୍ୟାମ୍ପସ…

Read More

କିଏ ଏହି ମହିଳା ଯିଏ ଚନ୍ଦ୍ରଯାନ-୩’ର ନେତୃତ୍ବ ନେଇଛନ୍ତି ? ଜାଣନ୍ତୁ

ନୂଆଦିଲ୍ଲୀ : ଦିନେ କୁହାଯାଉଥିଲା, ଝିଅ ଜନମ ପର ଘରକୁ । ଶିକ୍ଷା ବଳରେ ଆଜି ଏହି କଥା ଭୁଲ୍ ପ୍ରମାଣିତ ହେବାରେ ଲାଗିଛି । ଏବେ ଝିଅ ମାନେ ଆଉ ଘରର ଚାରିକାନ୍ଥ ଭିତରେ ଆବଦ୍ଧ ହୋଇ ରହିନାହାନ୍ତି । ଏବେ ସେମାନେ ପାଣିରେ ବୁଡିବାଠୁ ଆରମ୍ଭ କରି ଆକାଶରେ ଉଡିବା ପର୍ଯ୍ୟନ୍ତ ସବୁଥିରେ ନିଜର ପାରଦର୍ଶିତା ଦେଖାଉଛନ୍ତି । ମହିଳାମାନେ ଦେଶର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇ ସାରିଲେଣି।…

Read More