ଚେନ୍ନାଇ ସହ ଆଇପିଏଲ ଫାଇନାଲ ଖେଳିବ କିଏ, ଆଜି ହେବ ଫଇସଲା
ଭୁବନେଶ୍ୱର : ପାଞ୍ଚ ଥର ଆଇପିଏଲ ବିଜେତା ମୁମ୍ବାଇ ଶୁକ୍ରବାର କ୍ବାଲିଫାୟର-୨ରେ ଗତଥରର ବିଜେତା ଗୁଜରାଟ ଟାଇଟନ୍ସ ବିପକ୍ଷ ଖେଳିବ l ଏହି ମ୍ୟାଚ୍ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମ୍ରେ ଖେଳାଯିବ। ଏଥିପୂର୍ବରୁ ଉଭୟ ଦଳ ପରସ୍ପର ସହ ଦୁଇ ଥର ଭେଟାଭେଟି ହୋଇଥିଲା ବେଳେ ପ୍ରତ୍ୟେକ ଗୋଟିଏ ଲେଖାଏଁ ମ୍ୟାଚ୍ ଜିତିଛନ୍ତି। ପ୍ରଥମ ମ୍ୟାଚ୍ରେ ଗୁଜରାଟ ୫୫ ରନ୍ରେ ବିଜୟୀ ହୋଇଥିଲା ବେଳେ ଦ୍ବିତୀୟ ମୁହାଁମୁହିଁରେ ସୂର୍ଯ୍ୟକୁମାର ଯାଦବଙ୍କ ପ୍ରଥମ ଆଇପିଏଲ୍ ଶତକ ସହାୟତାରେ ମୁମ୍ବାଇ…
