ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
କଟକ : ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଷ୍ଟେଟ ଓପନ୍ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ୧୮ରେ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଛି । ୧୮ ତାରିଖ ଦିନ ୧୦ଟା ବେଳେ ରେଜଲ୍ଟ ପ୍ରକାଶ ପାଇବ ବୋଲି କଟକ ବୋର୍ଡ ଅଫିସ୍ ପକ୍ଷରୁ ସୂଚନା ଦିଆଯାଇଛି । ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀ ସେମାନଙ୍କର ରେଜଲ୍ଟ ଜାଣିପାରିବେ । bseodisha.ac.in ରେ ଉପଲବ୍ଧ ହେବ ରେଜଲ୍ଟ। SMS ମାଧ୍ୟମରେ ମଧ୍ୟ ନିଜ…
