ଦକ୍ଷିଣ-ପୂର୍ବ ବଙ୍ଗୋପସାଗରେ ସୃଷ୍ଟି ହେଲା ବାତ୍ୟା ‘ମୋକା’ : ଓଡିଶାକୁ ନାହିଁ ବିପଦ
ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଅବପାତ ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୮ କିଲୋମିଟର୍ ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତିଶୀଳ ହୋଇ ସାମୁଦ୍ରିକ ବାତ୍ୟା ‘ମୋକା’ ରେ ପରିଣତ ହୋଇସାରିଛି । ପରେ ଭୋର୍ ୫.୩୦ରେ ସେହି ଅଞ୍ଚଳରେ କେନ୍ଦ୍ରୀଭୂତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ପୋର୍ଟବ୍ଲେୟାର ଠାରୁ ପଶ୍ଚିମ-ଦକ୍ଷିଣ-ପଶ୍ଚିମ ଦିଗରେ ୫୧୦କିଲୋମିଟର ଦୂରରେ ରହିଛି। କ୍ରମଶଂ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଆଜି ବିଳମ୍ବିତ…
