ଉତୁଙ୍ଗ ଉଦ୍ୟମ- ପାହାଡ ରେ ସୁଡ଼ଙ୍ଗ କରି ଦିଆଯିବ ପାଣି
ଭୁବନେଶ୍ୱର,୧୦/୬ : ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ୱେ-୨ ର ନିର୍ମାଣ ପାଇଁ ପାହାଡ କାଟି ଟନେଲ ଜରିଆରେ ରାସ୍ତା ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଇସାରିଛନ୍ତି। ଯାହାକି ଦକ୍ଷିଣ ଓଡିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏବେ ଗଞ୍ଜାମ ଓ ଗଜପତିରେ ପାଣି ଯୋଗାଇବା ପାଇଁ ପାହାଡ ଖୋଳି ଟନେଲ ତିଆରି କରି ଛେଳିଗଡ ଜଳସେଚନ ପ୍ରକଳ୍ପ ପାଇଁ ପଦକ୍ଷେପ ସ୍ୱରୂପ ବୁଧବାର ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ ଆରମ୍ଭ…
