
ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ରେଜଲ୍ଟ :ରାମାଶିଷ ହାଜରା
ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ରେଜଲ୍ଟ,। ଏନେଇ ଆଜି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି।ସେ କହିଛନ୍ତି, ତ୍ରୁଟିଶୂନ୍ୟ ମୂଲ୍ୟାୟନ ପାଇଁ ବୋର୍ଡ ପକ୍ଷରୁ ସବୁ ପ୍ରକାର ଚେଷ୍ଟା କରାଯାଇଛି। ଆଜି ମାଟ୍ରିକ ଖାତା ଦେଖା ସରିଛି। ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ନେଇ ନିର୍ଦ୍ଦେଶ ରହିଛି। କେବେ ପରୀକ୍ଷାଫଳ ବାହାରିବ କହି ହେବନି, ତଥାପି ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ କରିବାକୁ ଚେଷ୍ଟା ଜାରି ରହିଛି।…