ଗ୍ରୀଷ୍ମ ଋତୁରେ ଟିପିଏସ୍ଓଡିଏଲ ପକ୍ଷରୁ ବ୍ୟାପକ ମରାମତି ଓ ରକ୍ଷଣାବେକ୍ଷଣ କାର୍ଯ୍ୟ

ରାୟଗଡା: ଗ୍ରୀଷ୍ମ ଋତୁରେ ନିରନ୍ତର ବିଜୁଳି ଯୋଗାଇବା ପାଇଁ ଟିପିଏସ୍ଓଡିଏଲ ପକ୍ଷରୁ ବ୍ୟାପକ କାର୍ଯ୍ୟ ହାତକୁ ନିଆଯାଇଛି। ରାୟଗଡ଼ା ଜିଲ୍ଲାର ବିଷମକଟକ ନିକଟରେ ସେଥିପାଇଁ ଟ୍ରାନ୍ସଫର୍ମର ନିୟମିତ ଯାଞ୍ଚ ଓ ମରାମତି କରାଯାଉଛି। ସମୁଦାୟ ଦକ୍ଷିଣ ଓଡ଼ିଶାରେ ଏପରି କାର୍ଯ୍ୟ ବର୍ଷ ତମାମ ଚାଲୁଅଛି। ଏହାଦ୍ୱାରା ଗ୍ରାହକ ମାନଙ୍କୁ ନିରନ୍ତର ବିଜୁଳି ଯୋଗାଇବା ପାଇଁ ଟିପିଏସ୍ଓଡିଏଲ ଏପରି ପଦକ୍ଷେପ ନେଉଛି ।

Read More

ରାଜ୍ୟର କାଳବୈଶାଖି ସମ୍ଭାବନା ନେଇ ୭ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର ; ରାଜ୍ୟରେ କା‌ଳବୈଶାଖୀ ବର୍ଷାର ପ୍ରଭାବ ଜାରି ରହିଛି ।  ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ପବନ ସହ କୁଆପଥର ବୃଷ୍ଟି ହେଉଛି। ରାଜଧାନୀ ଭୁବନେଶ୍ବରରେ ମଧ୍ୟ ସକାଳୁ ଆକାଶ ମେଘାଛନ୍ନ ରହିଛି ।   ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ରହିଛି। ଏ ନେଇ ୭ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରିକରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।  କେନ୍ଦ୍ରାପଡ଼ା, ବୌଦ୍ଧ, ଅନୁଗୁଳ, ଦେବଗଡ଼, କଳାହାଣ୍ଡି,…

Read More

ବିଜେପିଠୁ ବିପଦ ଜାଣି ଆଗୁଆ ସତର୍କ ହୋଇଗଲେ ବୋଧେ ଶରଦ ଚତୁର ପାୱାର

ମୁମ୍ବାଇ : ମଙ୍ଗଳବାର ଏକ ସମ୍ପୂର୍ଣ ଅଣ ରାଜନୈତିକ କାର୍ଯ୍ୟକ୍ରମରେ ଏନସିପି ମୁଖ୍ୟ ଶରଦ ପାୱାର ସଭାପତି ଛାଡ଼ିବା ନେଇ ଘୋଷଣା କରିଥିଲେ l ହେଲେ ଏପରି ନିଷ୍ପତ୍ତି ଅପ୍ରତ୍ୟାଶିତ ଥିବାରୁ ତାଙ୍କ ସମର୍ଥକ ଓ ବରିଷ୍ଠ ନେତାମାନେ ସହଜରେ ଏହାକୁ ଗ୍ରହଣ କରିପାରୁ ନାହାନ୍ତି। ଇସ୍ତଫା ସମ୍ପର୍କରେ ଘୋଷଣା କରିବା ମାତ୍ରେ ପାୱାରଙ୍କ ସମର୍ଥକମାନେ ତାଙ୍କୁ ଘେରି ଯାଇଥିଲେ। ସେମାନେ ତାଙ୍କ ଆଗରେ କାନ୍ଦିବା ସହ ହାତ ଯୋଡ଼ି ନିଷ୍ପତ୍ତି ବଦଳାଇବାକୁ ଅନୁରୋଧ କରିଥିଲେ। ମାତ୍ର…

Read More

କୃଷିଜାତ ସାମଗ୍ରୀର ବଜାର ସୁବିଧା:ଓଏସଏଏମ ବୋର୍ଡ ଓ ଆଇସିଆରଆଇଏସ୍ଏଟି ମଧ୍ୟରେ ରାଜିନାମା

ଭୁବନେଶ୍ୱର, ୨/୫-(ବ୍ୟୁରୋ ) : ରାଜ୍ୟରୁ ଉତ୍ପାଦିତ କୃଷିଜାତ ସାମଗ୍ରୀର ବଜାର ସୁବିଧା ପାଇଁ ସମବାୟ ବିଭାଗ ଏକ ପ୍ରକଳ୍ପ ଆରମ୍ଭ କରିଛନ୍ତି ଯାହା ରାଜ୍ୟର ସମସ୍ତ ୬୬ ନିୟନ୍ତ୍ରିତ ବଜାର କମିଟି (ଆରଏମସି), ୪୩ କୃଷକ ବଜାର, ୭୬ ଟି ମ୍ୟୁନିସିପାଲିଟି ବଜାର ସହିତ ୮୦୦ ଏଫ୍ପିଓ ଏବଂ ମହିଳା ଏସଏଚଜି କୁ ଏକାଠି କରିିବ । ଏଥିପାଇଁ ବିଭାଗ ତରଫରୁ ଓଡିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡ (ଓଏସ୍ଏଏମ୍ ବୋର୍ଡ) ଏବଂ ହାଇଦ୍ରାବାଦ ସ୍ଥିତ…

Read More

ବାତ୍ୟାର ଗତି ଜଟିଳ, ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨/୫ (ବ୍ୟୁରୋ ): ବଙ୍ଗୋପସାଗରରେ ମେ  ମାସ ରେ  ବାତ୍ୟାର ଆସି ଥାଏ l ଗତ  ତିନି  ବର୍ଷ  ମଧ୍ୟରେ   ଓଡିଶା  ମଧ୍ୟ   ମେ  ମାସ  ବାତ୍ୟାର  ସମ୍ମୁଖିନ  ହୋଇଛି  l ଏ  ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ମଙ୍ଗଳବାର  ଅପରାହ୍ନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଗ୍ରୀଷ୍ମ ଋତୁ ର ବାତ୍ୟା   ସମ୍ପର୍କରେ ଆଲୋଚନା  କରିଥିଲେ ଗ୍ରୀଷ୍ମ  ରୁତୁ  ବାତ୍ୟା ର ର  ଗତି  ଜଟିଳ।   ଫନି   ବାତ୍ୟା  ସମ୍ପର୍କରେ  ସ୍ମରଣ  କରି …

Read More

ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁଦୃଢ ହେବ ସୁରକ୍ଷା ବ୍ୟବସ୍ଥା ; କେନ୍ଦୁଝର ଓ ବଡବିଲ ଦୂର ହେବ ଟ୍ରାଫିକ୍ ସମସ୍ୟା

ଭୁବନେଶ୍ବର; ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟକୁ ଇଣ୍ଡଷ୍ଟ୍ରିଆଲ ଇଷ୍ଟେଟ ପୋଲିସ ଷ୍ଟେସନକୁ  ଉନ୍ନୀତୀକରଣ  କରାଯାଇ, ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି କରାଯାଇଛି । ଏ ସଂପର୍କୀୟ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି । ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ।ଏହି ପୋଲିସ ଷ୍ଟେସନରେ ସୃଷ୍ଟି ହୋଇଥିବା ୨୩ଟି ନୂତନ ପଦବୀ ମଧ୍ୟରେ ଗୋଟିଏ ଇନ୍‌ସପେକ୍ଟର, ୬ଟି ସବ୍‌ ଇନିସପେକ୍ଟର, ୩ଟି ଆସିଷ୍ଟାଣ୍ଟ…

Read More

ଅଙ୍ଗନବାଡି କେନ୍ଦ୍ରରେ ମିଶିବ ୨,୮୩୬ ମିନି ଅଙ୍ଗନବାଡି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟର ୨,୮୩୬ ଛୋଟ  ଅଙ୍ଗନବାଡି କୁ ଉନ୍ନୀତ କରାଯାଇ ଅଙ୍ଗନବାଡି କେନ୍ଦ୍ରରେ  ପରିଣତ କରିଛନ୍ତି  ରାଜ୍ୟ ସରକାର  । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ରାଜ୍ୟରେ ଶିଶୁ ଓ ମହିଳା ମାନଙ୍କ ସ୍ବାସ୍ଥ୍ୟ ଓ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ  ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।  ସୂଚନାଯୋଗ୍ୟ  ଯେ  ରାଜ୍ୟରେ  ବର୍ତ୍ତମାନ  ୭୪,୧୫୪  ଅଙ୍ଗନବାଡି …

Read More

ଆଇପିଏଲ୍ ଆଚରଣ ବିଧି ଉଲ୍ଲଂଘନ: ବିରାଟ,ଗୌତମ, ନବୀନଙ୍କୁ ଜୋରିମାନା

ଲକ୍ଷ୍ନୌ; ସୋମବାର ଲକ୍ଷ୍ନୌ ର ଏକାନା ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଆଣ୍ଟସ୍ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମ୍ୟାଚ୍ ସମୟରେ ଆଇପିଏଲ୍ ଆଚରଣ ବିଧି ଉଲ୍ଲଂଘନ ହୋଇଥିବା ଦେଖାଦେଇଛି । ବିରାଟ କୋହଲି, ଗୌତମ ଗମ୍ଭୀର ଏବଂ ନବୀନ-ଉଲ-ହକଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବିସିସିଆଇ । ଲେଭଲ୍ ୨ ଅଫେନ୍ସରେ ଦୋଷୀ ସାବ୍ୟସ୍ତ ହେବା ପରେ କୋହଲି, ଗମ୍ଭୀରଙ୍କୁ ସେମାନଙ୍କ ମ୍ୟାଚ୍ ଫି ୧୦୦% ଜୋରିମାନା ହୋଇଥିବାବେଳେ ନବୀନ-ଉଲ୍-ହକ୍ ତାଙ୍କ ଲେଭଲ୍ ୧ ଅପରାଧ…

Read More

ଆମେରିକାର ଆଉ ଏକ ବ୍ୟାଙ୍କରେ ତାଲା

ସାନ୍ ଫ୍ରାନସିସକୋ : ଆମେରିକାର ଗୋଟିକ ପରେ ଗୋଟିଏ ବ୍ୟାଙ୍କ ବିଫଳ ହେବାରେ ଲାଗିଛି । ଫାଷ୍ଟ ରିପବ୍ଲିକ ନାମକ ବ୍ୟାଙ୍କ ଦେବା​ଳିଆ ହୋଇଛି । ଏହା ପରେ ଆମେରିକାର ଆର୍ଥିକ କର୍ତ୍ତୃପକ୍ଷ କାଲିଫର୍ଣ୍ଣିଆର ଏହି ବ୍ୟାଙ୍କକୁ ନିଜ ନିୟନ୍ତ୍ରଣକୁ ନେଇଛନ୍ତି । ବ୍ୟାଙ୍କିଙ୍ଗ୍ କାର୍ଯ୍ୟରେ ବିଫଳ ହେବା ପରେ ବ୍ୟାଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଜେପି ମୋର୍ଗାନ ଚେଜ୍ ବ୍ୟାଙ୍କ ଏହି ବ୍ୟାଙ୍କକୁ ଅଧିଗ୍ରହଣ କରିବ। ଫେଡେରାଲ ଡିପୋଜିଟ ଇନସ୍ୟୁରାନ୍ସ କର୍ପୋରେସନ ଏକ ବିବୃତିରେ…

Read More

ପଞ୍ଜାବର ଲୁଧିଆନାରେ ବିଷାକ୍ତ ଗ୍ୟାସ୍ ଲିକ୍ ୯ ମୃତ ୧୧ ଆହାତ

ଲୁଧିଆନା ; ଆଜି ସକାଳେ ପଞ୍ଜାବର ଲୁଧିଆନାରେ ଘଟିଛି ଏକ ବଡ ଅଘଟଣ । ଗ୍ୟାସପୁରାରେ ଗ୍ୟାସ ଲିକ୍ ଯୋଗୁଁ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଗୁରୁତର ହୋଇଛନ୍ତି । ଚେତାଶୂନ୍ୟ ହୋଇଥିବା ୧୦ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଆମ୍ବୁଲାନ୍ସ ଓ ଅଗ୍ନିଶମବାହିନୀ ପହଞ୍ଚି ପୂରା ଅଞ୍ଚଳକୁ ସିଲ୍ କରିବା ସହ ରେସ୍କ୍ୟୁ ଅପରେସନ ଜାରି ରଖିଛନ୍ତି । ତେବେ ଏପର୍ଯ୍ୟନ୍ତ ଗ୍ୟାସ୍ ଲିକର କାରଣ ଜଣାପଡ଼ିନାହିଁ । ସୂଚନା ମୁତାବକ,…

Read More