ଦ୍ବିତୀୟ ଥର ଶକ୍ତିକାନ୍ତ ଦାସଙ୍କୁ ମିଳିଲା A+ ରେଟିଂ…

ନୂଆଦିଲ୍ଲୀ; ଆରବିଆଇର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ଦ୍ବିତୀୟ ଥର ପାଇଁ ଫାଇନାନ୍ସ ସେଣ୍ଟ୍ରାଲ ବ୍ୟାଙ୍କର ରିପୋର୍ଟ କାର୍ଡ ୨୦୨୪ରେ  ଏ ପ୍ଲସ ରେଟିଂ ମିଳିଛି । ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି । ଏହି ରିପୋର୍ଟରେ ଡେନମାର୍କର କ୍ରିଷ୍ଟିଆନ କେଟଲ ଥମ୍ସନ୍, ଭାରତର ଶକ୍ତିକାନ୍ତ ଦାସ ଓ ସୁଇଜରଲ୍ୟାଣ୍ଡର ଥୋମାସ୍ ଯୋର୍ଡନଙ୍କୁ ଏହି ଏ ପ୍ଲସ ଗ୍ରେଡ୍ ମିଳିଛି।ମହଙ୍ଗା ନିୟନ୍ତ୍ରଣ, ଇକୋନମିକ ଗ୍ରୋଥ, କରେନ୍ସୀର ସ୍ଥାୟିତ୍ବ ଓ ସୁଧ ହାର ନିୟନ୍ତ୍ରଣ…

Read More

ଅନୁଷ୍ଠିତ ହେଲା ହଳଦିଆଟାଙ୍ଗିରୀର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ  ବାର୍ଷିକ ଉତ୍ସବ

କେନ୍ଦୁଝର : ଗତ ତା ୦୬ ତାରିଖ ଶୁକ୍ରବାର ଅପରାହ୍ନରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଳଦିଆଟାଙ୍ଗିରୀ ର ବାର୍ଷିକ ଉତ୍ସବ ୨୦୨୫-୨୬ ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀ ଓଁକାର ଅନ୍ୱେଷ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଅଛି। ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ସ୍ବତନ୍ତ୍ର ନିମନ୍ତ୍ରିତ ଅତିଥି ଭାବରେ ସମାଜସେବୀ ଦିଲ୍ଲୀପ କୁମାର ପଣ୍ଡା ଉପସ୍ଥିତ ଥିଲେ। ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ…

Read More

ପାରାଦୀପ ବାଲେଶ୍ବର ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ‘ଦାନା’

ଭୁବନେଶ୍ବର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସକାଳେ ଅବପାତ ଏବଂ ଆସନ୍ତା ୨୩ ତାରିଖରେ ଏହି ସାମୁଦ୍ରକ ଘୂର୍ଣ୍ଣିଝଡ଼ ସଂପୂର୍ଣ୍ଣ ବାତ୍ୟାର ରୂପ ନେଇ ସ୍ଥଳ ଭାଗ ଆଡ଼କୁ ମୁହାଁଇବ। ତେବେ ବର୍ତ୍ତମାନ ସୁଦ୍ଧା ଯାହା ସ୍ଥିତି ରହିଛି ଏହି ସାମ୍ଭବ୍ୟ ବାତ୍ୟାଟି ପାରାଦୀପରୁ ବାଲେଶ୍ବର ମଧ୍ୟରେ ୨୪ ତାରିଖରେ ଲ୍ୟାଣ୍ଡଫଲ କରିପାରେ। ଅତି ଭୀଷଣ ବାତ୍ୟାର ରୂପ ନେବ ‘ଦାନା’ ସ୍ଥଳଭାଗ ଛୁଇଁବାକୁ…

Read More

ଆସନ୍ତା ମାସ ୩ ତାରିଖରେ ଅନୁଷ୍ଠିତ ହେବ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ଅନୁଷ୍ଟିତ ହେବ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ଆସନ୍ତା ଫେବୃଆରୀ ୩ ତାରିଖରୁ ତିନି ଦିନ ଧରି ଭୁବନେଶ୍ୱର ସ୍ଥିତ ଜନତା ମଇଦାନଠାରେ ଆୟୋଜିତ ହେବ ଏହି ସମ୍ମିଳନୀ । ଏଥିରେ ଦେଶ ବିଦେଶର ଐତିହାସିକ, ଭାଷାବିତ, ଗବେଷକ, ବୁଦ୍ଧିଜୀବୀ ଏବଂ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତିବିଶେଷ ଯୋଗଦେଇ ଓଡ଼ିଆ ଭାଷାର ମହନୀୟ ଅତୀତ ଓ ଭବିଷ୍ୟତର ପ୍ରାସଙ୍ଗିକତା ସମ୍ପର୍କରେ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରିବେ । ଏହି…

Read More

୧୨ ଦିନ ମଧ୍ୟରେ ଚାରି ଦ୍ୱାର ନ ଖୋଲିଲେ ହେବ ବିରାଟ ଆନ୍ଦୋଳନ

ଭୁବନେଶ୍ୱର : କରୋନା ତ ସରିଲା। ସବୁ କଟକଣା ଉଠିଲା। ମହାପ୍ରଭୁଙ୍କ ପାଇଁ ପୁଣି କଣ କଟକଣା। ସେତେବେଲେ ବେଳେ ଶ୍ରୀମନ୍ଦିରର ଚାରି ଦ୍ୱାର ବନ୍ଦ ଥିଲା। ଏବେ ତ ସେମିତି କିଛି ନାହିଁ। ତେଣୁ ଚାରି ଦ୍ୱାର ଖୋଲି ଦିଆଯାଉ। ବିଶେଷ କରି  କାର୍ତ୍ତିକମାସ ପୂର୍ବରୁ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲାଯାଉ ବୋଲି ରାଜ୍ୟ କଂଗ୍ରେସ କମିଟି ପକ୍ଷରୁ ଦାବି କରାଯାଉଛି।  ଏହି ଦାବି ସହ ରତ୍ନଭଣ୍ଡାର ଖୋଲି ଅଳଙ୍କାର ଗଣତି କରାଯାଉ ଓ ବେଦାନ୍ତ…

Read More

ଆମ ଓଡ଼ିଶା, ନବୀନ ଓଡ଼ିଶାରେ ସାମିଲ ହେଲା ଗଞ୍ଜାମ ଏବଂ ସୁବର୍ଣ୍ଣପୁର ଜିଲ୍ଲା

ଭୁବନେଶ୍ୱର : ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ।  ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଅଷ୍ଟମ ଦିନରେ ଗଞ୍ଜାମ ଓ ସୁବର୍ଣ୍ଣପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।  ପ୍ରତି ପଞ୍ଚାୟତ ପାଇବେ…

Read More

ଆସନ୍ତା ଇଂଲଣ୍ଡ ବିପକ୍ଷ ମ୍ୟାଚରେ ପାଣ୍ଡ୍ୟାଙ୍କ ସ୍ଥାନରେ କିଏ ଖେଳିବ ଜାଣନ୍ତୁ…

ଦିନିକିଆ ବିଶ୍ବକପରେ ଭାରତ ଏପର୍ଯ୍ୟନ୍ତ ତାର ସମସ୍ତ ମ୍ୟାଚରେ ବିଜୟ ଲାଭ କରି ଟେବୁଲର ଶୀର୍ଷରେ ରହିଛି । ଟିମ ଇଣ୍ଡିଆ ଏହି ପ୍ରତିଯୋଗିତାରେ ମୋଟ ୫ଟି ମ୍ୟାଚ ଖେଳିଛି । ତେବେ ଏହି ୫ଟି ମ୍ୟାଚରୁ ସମସ୍ତ ମ୍ୟାଚରେ ଅଜୟ ରହିଛି ରୋହିତ ବାହିନୀ । ସେହିପରି ଟିମ ଇଣ୍ଡିଆ ୨୦ ବର୍ଷ ପରେ କୌଣଷି ଆଇସିସି ପ୍ରତିଯୋଗିତାରେ ନ୍ୟୁଜିଲ୍ୟାଣ୍ଡକୁ ହରାଇବାରେ ମଧ୍ୟ ସଫଳ ହୋଇଛି । କିନ୍ତୁ ଲକ୍ଷ୍ନୌର ଏକନା ଷ୍ଟାଡିୟମରେ ଖେଳାଯିବାକୁ ଥିବା…

Read More

ନିରନ୍ତର ବିଜୁଳି ଯୋଗାଣ ଦିଗରେ କାର୍ଯ୍ୟରତ ଟିପିଏଓସଡ଼ିଏଲ

ବ୍ରହ୍ମପୁର: ଗ୍ରୀଷ୍ମ ଋତୁକୁ ଦୃଷ୍ଟିରେ ରଖି ଟିପିଏସ୍ଓଡିଏଲ ପକ୍ଷରୁ ନିରନ୍ତର ମରାମତି ଓ ରକ୍ଷଣାବେକ୍ଷଣ କାର୍ଯ୍ୟ ଜାରି ରହିଛି। ବିଭିନ୍ନ ଅଂଚଳରେ ଏହି କାର୍ଯ୍ୟ ସବୁ ସମୟରେ ଚାଲୁଅଛି। ଯେପରି ଗ୍ରାହକମାନଙ୍କୁ ନିରନ୍ତର ବିଜୁଳି ସେବା ଯୋଗାଇ ହେବ। ବାଲିଶିରା ନିକଟରେ ପ୍ରତିଷେଧମୂଳକ ମରାମତି ସମୟର ଫଟୋ ଏଇଟି।

Read More

ଖାଲି ପଡ଼ିଛି ଭିନ୍ନକ୍ଷମ କମିସନର ପଦ, ନିଜ ମନପସନ୍ଦର ଅଫିସରଙ୍କୁ ଅବସର ପରେ ନିଯୁକ୍ତି ଦେବାକୁ ସରକାରଙ୍କ ମନ….

ଭୁବନେଶ୍ୱର : ରାଜ୍ୟରେ ଅମଲାତନ୍ତ୍ର କୈନ୍ଦ୍ରିକ ଶାସକ ବ୍ୟବସ୍ଥା ବିରୋଧରେ ସମାଲୋଚନା ସର୍ବୋଚ୍ଚ ସଂସ୍ଥାରେ ରହିଛି। ଠିକ୍ ଏହି ସମୟରେ ରାଜ୍ୟ ସରକାର ଅମଲାତନ୍ତ୍ର କୈନ୍ଦ୍ରିକ ଶାସନକୁ ଆହୁରି ଦୃଢ କରୁଛନ୍ତି। ରାଜ୍ୟ ସରକାରଙ୍କ ଦ୍ୱାରା ନିକଟରେ ନିଆଯାଇଥିବା ଏକ ନିଷ୍ପତ୍ତିରୁ ଏହା ଜଣାପଡିଛି। ନୂତନ ନିଯୁକ୍ତି କିମ୍ବା ଅଭିଜ୍ଞ ଲୋକଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦରେ ଅବସ୍ଥାପିତ କରିବା ପରିବର୍ତ୍ତେ ଭାରାପ୍ରାପ୍ତ ଅଧିକାରୀଙ୍କୁ ରଖିବାରେ ଗୁରୁତ୍ୱ ଦିଆଯାଉଛି। ଭାରାପ୍ରାପ୍ତ ଅଧିକାରୀ ଅବସର ପରେ ପୁଣି କେମିତି ସେହି ପଦରେ…

Read More

ଦାୟିତ୍ଵ ନେବା ପରେ ଆହୁଜାଙ୍କ ପ୍ରଥମ ବୈଠକ…

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକରେ ଯୋଗଦାନ କରିଥିଲେ ।              ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ୱାଗତ ଅଭିଭାଷଣ ପ୍ରଦାନ କରି ନୂତନ ମୁଖ୍ୟ ଶାସନ ସଚିବଙ୍କ ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ସଂପର୍କରେ ଆଲୋକପାତ କରିଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କହିଥିଲେ ଯେ, ଓଡ଼ିଶାରେ ପ୍ରଶାସନିକ ବ୍ୟବସ୍ଥାର…

Read More