ପଞ୍ଜାବର ଲୁଧିଆନାରେ ବିଷାକ୍ତ ଗ୍ୟାସ୍ ଲିକ୍ ୯ ମୃତ ୧୧ ଆହାତ
ଲୁଧିଆନା ; ଆଜି ସକାଳେ ପଞ୍ଜାବର ଲୁଧିଆନାରେ ଘଟିଛି ଏକ ବଡ ଅଘଟଣ । ଗ୍ୟାସପୁରାରେ ଗ୍ୟାସ ଲିକ୍ ଯୋଗୁଁ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଗୁରୁତର ହୋଇଛନ୍ତି । ଚେତାଶୂନ୍ୟ ହୋଇଥିବା ୧୦ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଆମ୍ବୁଲାନ୍ସ ଓ ଅଗ୍ନିଶମବାହିନୀ ପହଞ୍ଚି ପୂରା ଅଞ୍ଚଳକୁ ସିଲ୍ କରିବା ସହ ରେସ୍କ୍ୟୁ ଅପରେସନ ଜାରି ରଖିଛନ୍ତି । ତେବେ ଏପର୍ଯ୍ୟନ୍ତ ଗ୍ୟାସ୍ ଲିକର କାରଣ ଜଣାପଡ଼ିନାହିଁ । ସୂଚନା ମୁତାବକ,…
