୩୫ ଲକ୍ଷରୁ ଅଧିକ ଚାଷୀ ପାଇଲେ ୪୪୧.୭୬ କୋଟି ଟଙ୍କା ସୁଧ ରିହାତି
ଭୁବନେଶ୍ୱର, ୨୪/୨(ବ୍ୟୁରୋ ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଲୋକସେବା ଭବନରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୨୦୨୨-୨୩ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚଷୀଙ୍କୁ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି । ରାଜ୍ୟର ସମସ୍ତ ସମବାୟ ବ୍ୟାଙ୍କ ଓ ୨୪୦୯ଟି ପ୍ରାଥମିକ କୃଷି ସମବାୟ ସମିତିକୁ ଏହି ରିହାତି ପରିମାଣ ପ୍ରଦାନ କରାଗଲା । ପ୍ରଥମ ପର୍ଯ୍ୟାୟରେ ୪୧୫.୧୭ କୋଟି ଟଙ୍କାର ସୁଧ ରିହାତି ଦିଆଯାଇଥିଲା । ଏହି…
