ମେ”୪ରୁ ହେବ ବିଇଡି ନାମଲେଖା ଆବେଦନ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ଓ ସ୍ୱୟଂ ଶାସିତ କଲେଜଗୁଡ଼ିକରେ ବିଇଡି, ବିଏଚଇଡି ଓ ଏମ୍ଇଡି ନାମଲେଖା ପାଇଁ ପ୍ରକ୍ରିୟା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆରମ୍ଭ ହୋଇଛି। ଚଳିତ ବର୍ଷର ପ୍ରବେଶିକା ପରୀକ୍ଷା ସେବା ଚୟନ ବୋର୍ଡ଼(ଏସ୍ଏସ୍ବି) ଦ୍ୱାରା ପରିଚାଳିତ ହେବାକୁ ଥିବାବେଳେ ପ୍ରକ୍ରିୟାରେ ବ୍ୟାପକ ପରିବର୍ତ୍ତନ କରାଯାଇଛି। ପ୍ରବେଶିକା ପାଇଁ ଆବେଦନ ମେ’ ୪ ତାରିଖରେ ଆରମ୍ଭ ହେବାକୁ ଥିବାବେଳେ ୧୪ ତାରିଖରେ ସରିବ। ୧୮ ତାରିଖ ସୁଦ୍ଧା ଆବେଦନ ସମ୍ପର୍କିତ ତଥ୍ୟ…
