ମ୍ୟାଚ୍ ହାରିବା ପରେ ଟିମ୍ ଇଣ୍ଡିଆର ପସିଲା ଚେତା , ଦ୍ୱିତୀୟ ଟେଷ୍ଟ ପାଈଁ ସରଫରାଜଙ୍କୁ ଦଳରେ କଲା ସାମିଲ୍

ବିସିସିଆଇ ବହୁ ପ୍ରତିକ୍ଷାର ଅନ୍ତ ଘଟାଇ ପରିଶେଷରେ ସରଫରାଜ ଖାନଙ୍କୁ ଦଳରେ ସାମିଲ କରିଛି । ଟିମ୍ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍ ହାରିବା ପରେ ଦ୍ବିତୀୟ ଟେଷ୍ଟ ମ୍ୟାଚ୍ ପାଇଁ ଭାରତୀୟ ଦଳରେ ଦେଖାଦେଇଛି ପରିବର୍ତ୍ତନ । ଘରୋଇ କ୍ରିକେଟରେ ଲଗାତାର ଭାବେ ଭଲ ପ୍ରଦର୍ଶନ କରୁଥିବା ସରଫରାଜ ଖାନଙ୍କ ଉପରେ ବିସିସିଆଇ ଆସ୍ଥା ପ୍ରକଟ କରିଛି । ଅନ୍ୟପଟେ ଟିମ ଇଣ୍ଡିଆକୁ ଲାଗିଛି ଝଟକା । ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜାଙ୍କ ସହ…

Read More

ପ୍ରଥମ ପାଳିରେ ଅଷ୍ଟ୍ରେଲିଆ ୪୬୯, ଦ୍ୱିତୀୟ ଦିନ ଖେଳ ଶେଷ ସୁଦ୍ଧା ଭାରତ ୧୫୧/୫

ଲଣ୍ଡନ: ଓଭାଲ ଠାରେ ଖେଳାଯାଉଥିବା ଟେଷ୍ଟ ଚାମ୍ପିୟନସିପ ଫାଇନାଲର ଦ୍ୱିତୀୟ ଦିନରେ ମହମ୍ମଦ ସିରାଜ ୪ ୱିକେଟ୍ ନେଇ ଭାରତୀୟ ଦଳକୁ ପତ୍ୟାବର୍ତ୍ତନର ସୁଯୋଗ ଦେଇଥିଲେ, କିନ୍ତୁ ଭାରତୀୟ ବ୍ୟାଟର୍ ଏହାକୁ ହାତଛଡ଼ା କରି ଦେଇଛନ୍ତି। ଫଳରେ ପ୍ରଥମ ଦିନ ଭଳି ଦ୍ବିତୀୟ ଦିବସରେ ମଧ୍ୟ ଅଷ୍ଟ୍ରେଲିଆ ତାର ଦବ୍ ଦବା ମ୍ୟାଚ ରେ ବନେଇ ରଖିଛି । ବିଶ୍ବ ଟେଷ୍ଟ୍ ଚାମ୍ପିଅନସିପ୍‌ର ଏହି ଫାଇନାଲ୍‌ରେ ଅଷ୍ଟ୍ରେଲିଆର ୪୬୯ ରନ୍ ଜବାବରେ ଭାରତ ଦ୍ବିତୀୟ ଦିନ ସୁଦ୍ଧା…

Read More

ଉତ୍କଳ-ସି କୋଲ ବ୍ଲକ ପାଇଁ ଆରପିଡିଏସି ବୈଠକ ସଫଳତାର ସହ ସଂପନ୍ନ

• କ୍ଷତିପୂରଣ ପ୍ୟାକେଜକୁ ଗ୍ରହଣ କଲେ ପ୍ରକଳ୍ପ ବିସ୍ଥାପିତ ଏବଂ ପ୍ରକଳ୍ପ କ୍ଷତିଗ୍ରସ୍ତ ଜନସାଧାରଣସମ୍ବଲପୁର, ୦୨.୦୬.୨୦୨୩ : ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଉତ୍କଳ-ସି କୋଲ ବ୍ଲକ ନିମନ୍ତେ ପୁନର୍ବାସ ଏବଂ ପୁନଃ-ଥଇଥାନ ପରାମର୍ଶଦାତା କମିଟି (ଆରପିଡିଏସି) ବୈଠକ ସମ୍ବଲପୁର ଠାରେ ଆରଡିସି ଡଃ ସୁରେଶ ଚନ୍ଦ୍ର ଦଳେଇଙ୍କ ଅଧ୍ୟକ୍ଷତାରେ ସଫଳତାର ସହ ସଂପନ୍ନ ହୋଇଯାଇଅଛି lଅନୁଗୋଳ ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ, ଛେଣ୍ଡିପଦା ବିଧାୟକ ଶ୍ରୀ ସୁଶାନ୍ତ ବେହେରା, ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ଶ୍ରୀ…

Read More

ମୋହନ ମାଝୀ-ମମତା ବାନାର୍ଜୀ ବାର୍ତ୍ତାଳାପର ସତ୍ୟତା କଣ- ଆଳୁ ନା ଯେସାକୁ ତେସା ନୀତି

ଭୁବନେଶ୍ୱର ଓ କୋଲକତା  :  ବାଲାଂଦେଶର ଶାସକ ପଳାୟନ ହେବା, ସହ ନୂଆ ଅନ୍ତରୀଣ ସରକାର ଗଠିତ ହୋଇଛି। କେତେକ ଏହାକୁ ଇସଲାମିକ କ୍ରାନ୍ତି ବୋଲି ଅଭିହିତ କରିଛନ୍ତି। ବଙ୍ଗାଳୀ କହୁଥିବା ମୁସଲମାନଙ୍କ ଦେଶ ବାଲାଂଦେଶ। ତାକୁ ଲାଗିଛି ଆମ ପଶ୍ଚିମବଙ୍ଗ। ଯେଉଁ ଠାରେ ପ୍ରାୟ ୨୭ ପ୍ରତିଶତ ମୁସଲିମ୍ ରହିଛନ୍ତି। ସେମାନେ ବିଭିନ୍ନ କାମରେ ଓଡ଼ିଶା ଆସନ୍ତି। ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ବାଲାଂଦେଶୀ ସନ୍ଦେହରେ ଗାଁ, ଗଣ୍ଡାକେ ମାଡ ହେଲା। ଏହାର ପ୍ରତିବାଦରେ ମେଦିନାପୁରରେ ଓଡ଼ିଆ…

Read More

ରହିଲାନି ଧନୀ କ୍ଲବ କୋଚଙ୍କ ଗର୍ବ , ୧୦ ଜଣ ଖେଳାଳିରେ ବାଜି ମାରିଲା liverpool

କଥାରେ ଅଛି ସମୟ ବଡ ବଳବାନ । ଏବେ ଯଦି କାହାର ଭଲ ସମୟ ଚାଲିଛି ।ତେବେ କିଛି ଭରସା ନାହିଁ କି ଆଗକୁ ତାର ସେହି ସମୟ ବଜାୟ ରହିବ । ସେଥିପାଇଁ କୁହାଯାଏ ଖରାପ ସମୟ ଚାଲୁଥୁବା ବ୍ୟକ୍ତିଙ୍କ ଉପରେ ପରିହାସ କରିବା କଥା ନୁହେଁ । ତେବେ ଏମିତି କିଛି ସମୟର, ଖେଳ ଦେଖିବାକୁ ମିଳିଛି ଏକ ଫୁଟବଲ ମ୍ୟାଚରେ । ପ୍ରିମିୟର ଲିଗର ସବୁଠୁ ଧନୀ କ୍ଲବ ନ୍ୟୁକାଷ୍ଟଲ ୟୁନାଇଟେଡ୍ ୨୪…

Read More

ଟି-୨୦ ବିଶ୍ବକପରେ ଆଜି ଟାଇଟଲ ପାଇଁ ଲଢ଼ିବେ ଭାରତ-ଦକ୍ଷିଣ ଆଫ୍ରିକା କିନ୍ତୁ ଭାରତ ପକ୍ଷରେ ନାହିଁ ବାର୍ବାଡୋସର ପିଚ୍ …

ଟି-୨୦ ବିଶ୍ଵକପରେ ଆଜି ଟାଇଟଲ ଲଢେଇ । ଭାରତୀୟ ସମୟ ରାତି ୮ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା। ୨୦୦୭ ପ୍ରଥମ ସଂସ୍କରଣ  ବିଜେତା ଭାରତ ତାର ପୂର୍ବ ଐତିହ୍ୟ ପାଇଁ ଲଢେଇ କରିବ। ତୃତୀୟଥର ପାଇଁ ଫାଇନାଲ ଖେଳିବାକୁ ଯାଉଥିବା ଭାରତ ୧୭ବର୍ଷ ପରେ ଟ୍ରଫି ଜିତିବାକୁ ଉଦ୍ୟମ କରିବ। ଅନ୍ୟପକ୍ଷରେ ଆଇସିସି ବିଶ୍ଵକପ୍ ପ୍ରତିଯୋଗିତାରେ ପ୍ରଥମଥା ପାଇଁ ଫାଇନାଲରେ ପହଞ୍ଚିଥିବା ଦକ୍ଷିଣ ଅଫ୍ରିକା ଟ୍ରଫି ଜିତି ଇତିହାସ ରଚିବାକୁ ଲକ୍ଷ୍ୟ ରଖିଛି। କିନ୍ତୁ ଭାରତ…

Read More

ଦରମା ପାଇଁ ସେହୱାଗ ହେଉନାହାନ୍ତି କି ବିସିସିଆଇର ମୂଖ୍ୟ ଚୟନ କର୍ତ୍ତା ?

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ରେ ବର୍ତ୍ତମାନ ବରିଷ୍ଠ ଚୟନକର୍ତ୍ତା ଖୋଜିବାରେ ଲାଗିଛି। ବର୍ତ୍ତମାନ ଶିବସୁନ୍ଦର ଦାସ ମୁଖ୍ୟ ଭାବେ ଦାୟିତ୍ବ ବହନ କରୁଛନ୍ତି। ପୂର୍ବତନ ମୁଖ୍ୟ ଚେତନ ଶର୍ମା ବୋର୍ଡର ଆଭ୍ୟନ୍ତରୀଣ କଥାକୁ କ୍ୟାମେରା ଆଗରେ କହିଦେଇ ଷ୍ଟିଙ୍ଗ ଅପରେସନ୍‌ରେ ଧରାପଡ଼ିବାରୁ ବିସିସିଆଇ ତାଙ୍କୁ ଦାୟିତ୍ବରୁ ହଟାଇ ଦେଇଥିଲା ଏବଂ ଶିବସୁନ୍ଦରଙ୍କୁ ଦାୟିତ୍ୱ ଦିଆଯାଇଥିଲା। ତେବେ ଗତ କିଛି ବର୍ଷ ହେବ ଜାତୀୟ ଚୟନକର୍ତ୍ତା ପଦବି ପାଇଁ ଦେଶର ନାମୀ କ୍ରିକେଟର୍‌ମାନେ ମୁହଁ ଫେରାଇ…

Read More

ୟୁନିଟ – ୯ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ମିଶ୍ରଣ ଆଳରେ ବନ୍ଦ କରିବା ଚକ୍ରାନ୍ତକୁ ଏଆଇଡିଏସ୍ଓର ବିରୋଧ

ଭୁବନେଶ୍ୱର- ୧୮/୭/୨୩-ଭୁବନେଶ୍ୱର ସ୍ଥିତ ବହୁ ପୁରାତନ ଓ ଲବ୍ଧ ପ୍ରତିଷ୍ଠିତ ୟୁନିଟ -୯ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ମିଶ୍ରଣ କରିବା ଆଳରେ ବନ୍ଦ କରିବା ଚକ୍ରାନ୍ତକୁ ଏଆଇଡିଏସ୍ଓ ଭୁବନେଶ୍ୱର ସିଟି କମିଟି ପକ୍ଷରୁ ଦୃଢ ବିରୋଧ କରାଯାଇଛି। ସଂଗଠନର ଭୁବନେଶ୍ୱର ସଭାପତି ନସିମ ସରକାର, ସଂପାଦିକା ସ୍ବସ୍ତି ସଂଗୀତା ଦଳାଇ, ଉପସଭାପତି ସପ୍ତର୍ଶିନୀ ରାଉଳ ଏକ ପ୍ରେସ ବିବୃତି ମାଧ୍ୟମରେ ସରକାର ଓ ପ୍ରଶାସନିକ ଅଧିକାରୀମାନେ ଏହି ହୀନ ଚକ୍ରାନ୍ତରୁ କ୍ଷାନ୍ତ ରହିବାକୁ ଚେତାବନୀ ଦେଇଛନ୍ତି।…

Read More

ଦାୟିତ୍ଵ ନେବା ପରେ ଆହୁଜାଙ୍କ ପ୍ରଥମ ବୈଠକ…

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକରେ ଯୋଗଦାନ କରିଥିଲେ ।              ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ୱାଗତ ଅଭିଭାଷଣ ପ୍ରଦାନ କରି ନୂତନ ମୁଖ୍ୟ ଶାସନ ସଚିବଙ୍କ ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ସଂପର୍କରେ ଆଲୋକପାତ କରିଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା କହିଥିଲେ ଯେ, ଓଡ଼ିଶାରେ ପ୍ରଶାସନିକ ବ୍ୟବସ୍ଥାର…

Read More

ମନମୋହନଙ୍କୁ ବିଦେଶୀ କହି ଗୋଟିଏ ଗୁଳିରେ ଦୁଇଟି ଶୀକାର କଲେ ବ୍ୟୋମକେଶ(ବାପି)

ଭଦ୍ରକ : “ବିଦେଶୀ ହଟାଓ, ଚାନ୍ଦବାଲି ବଞ୍ଚାଅ”।  ଏହି ଟ୍ୟାଗ ସହ ହାତରେ ପ୍ଲାକାର୍ଡ ଧରି ଗତ ରବିବାର ଚାନ୍ଦବାଲି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଚାନ୍ଦବାଲି ବିଜୁ ଛାତ୍ର ଓ ଯୁବ ଜନତା ଦଳ ବିକ୍ଷୋଭ ପ୍ରଦର୍ଶନ କରିଛି। ଏହାର ଦୁଇଦିନ ପୂର୍ବରୁ ଅର୍ଥାତ ଶୁକ୍ରବାର ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକ କାର୍ଯ୍ୟାଳୟ ସାମନାରେ ଜନ ଆକ୍ରୋଶ ସମାବେଶ ଓ  ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏହି ସମୟର  ହୋଇଥିବା ଭଙ୍ଗାରୁଜା ଘଟଣାର…

Read More